ଦିବ୍ୟାଙ୍ଗଙ୍କୁ ବି ଛାଡିଲେନି: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ରାଜସ୍ବ ନିରୀକ୍ଷକ

ଜୟପୁର, ୨୭।୮(ନି.ପ୍ର.): କୋରାପୁଟ ଜିଲା ଜୟପୁରସ୍ଥିତ ନନ୍ଦପୁର ବ୍ଲକର ବଲଡ଼ା ରାଜସ୍ବ ମଣ୍ଡଳର ଅତିରିକ୍ତ ରାଜସ୍ବ ନିରୀକ୍ଷକ କୈଳାସ ଚନ୍ଦ୍ର ବିଶ୍ୱାଳ ମଙ୍ଗଳବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ଜମିଜମା ମାମଲାର ସମାଧାନ ପାଇଁ ସେ ଦିବ୍ୟାଙ୍ଗ ଡମୁରୁ ହାନ୍ତାଳଙ୍କଠାରୁ ୨୫୦୦ ଟଙ୍କା ଲାଞ୍ଚ ମାଗିଥିଲେ। ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ଚଢ଼ାଉକରି ତାଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରିଛି। ଏଥିସହ ଗଞ୍ଜାମରେ ଥିବା ବାସଭାବନ, ଅଫିସ ଏବଂ ଜୟପୁରରେ ଥିବା ଘରେ ବର୍ତ୍ତମାନ ଯାଏ ଚଢ଼ାଉ ଜାରି ରହିଥିବା ଭିଜିଲାନ୍ସ ଏସ୍‌ପି ଶଶିଶେଖର ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ଶିକ୍ଷକଙ୍କ ଦୁଇମାସର ଦରମା ଅଟକିଥିଲା, ଦାବି ଜଣାଇବାକୁ ପହଞ୍ଚିବା ବେଳେ ଆକାଉଣ୍ଟରେ ଚଢ଼ିଲା ଟଙ୍କା! ଉଠିଲା ପ୍ରଶ୍ନ

ପଟ୍ଟାଙ୍ଗି,୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ କାର୍ଯ୍ୟାଳୟ ସମୁଖରେ ରହିଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ କାର୍ଯ୍ୟରତ ଏକ୍ସ୍ କ୍ୟାଡର ଶିକ୍ଷୟିତ୍ରୀ ଶିକ୍ଷକ ପହଞ୍ଚି…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?