ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଅଭିଯୁକ୍ତ ଗିରଫ

ସଜନାଗଡ଼,୧୬।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଞ୍ଚଳରେ ଜଣେ ଆଦିବାସୀ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଶନିବାର ଘଟିଥିବାବେଳେ ରବିବାର ନାବାଳିକାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ଘରେ କେହି ନ ଥିବା ସୁଯୋଗ ନେଇ ପଡ଼ୋଶୀ ବୁଦ୍ଧିଆ ସିଂ ନାମକ ଜଣେ ଯୁବକ ନାବାଳିକାଙ୍କୁ ବଳାତ୍କାର କରିଥିବା ତାଙ୍କ ବାପା ନୀଳଗିରି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଥାନାରେ କେସ୍‌ ନଂ.୩୨୮/୧୯ରେ ଏକ ମାମଲା ରୁଜୁକରି ଆଇଆଇସି ମିନତି ବିଶ୍ୱାଳ ସଦଳବଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ଅଭିଯୁକ୍ତ ବୁଦ୍ଧିଆଙ୍କୁ ଗିରଫ କରାଯାଇଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri