ଦିବ୍ୟାଙ୍ଗ ପାଇଁ ଉଦ୍ୟୋଗ ବିକାଶ ତାଲିମ

ନୂଆପଡା ଅଫିସ,୨୦ା୯ – ସ୍ଥାନୀୟ ଷ୍ଟେଟବ୍ୟାଙ୍କ ତାଲିମ କେନ୍ଦ୍ରରେ ଦିବ୍ୟାଙ୍ଗ ଯୁବତୀଯୁବକମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଆଗକୁ ଆସି ରୋଜଗାର ବୃଦ୍ଧି କରିବାକୁ ତାଲିମ ପ୍ରଦାନ କରାଯାଇଛି । ଏହି ପରିପ୍ରେକ୍ଷୀରେ ଅନୁଷ୍ଠିତ ଉଦ୍‌ଯାପନୀ ଉତ୍ସବରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଗୋପଲକ୍ଷ୍ମୀ ହୋତା ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଏହିି ଅବସରରେ ପଶିକ୍ଷିକା ଅନୀତା ପଟେଲ କାର୍ଯ୍ୟକ୍ରମ ମଞ୍ଚ ପରିଚାଳନା କରିଥିବାବେଳେ ପ୍ରଶିକ୍ଷକ ରବୀନ କୁମାର ରଥ, ଶିଶିର କୁମାର ପ୍ରଧାନ, ଶେଷରାମ ସାହୁ ପ୍ରମୁଖ ସହଯୋଗ କରିଥିଲେ। ଏହି ତାଲିମ କାର୍ଯ୍ୟକ୍ରମ ୧୦ ଦିନ ଧରି ଚାଲିିଥିବାବେଳେ ଶେଷ ଦିନରେ ଅତିଥିମାନଙ୍କ ଦ୍ୱାରା ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ଏଥିରେ ୫ଟି ବ୍ଲକର ୩୫ଜଣ ଦିବ୍ୟାଙ୍ଗ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୭ ଭୋଟ ପାଇ ପାରାଦୀପ ମଜଦୁର ସଂଘ ପ୍ରଥମ

ପାରାଦୀପ,୨୯।୧୦(ସ୍ବ.ପ୍ର.): ବହୁ ପ୍ରତୀକ୍ଷିତ ପାରାଦୀପ ବନ୍ଦର ଲେବର ଟ୍ରଷ୍ଟି (ବୋର୍ଡ ସଦସ୍ୟ)ନିର୍ବାଚନ ଶୁକ୍ରବାର ଶେଷ ହୋଇଛି। ଏଥିରେ ପାରାଦୀପ ବନ୍ଦର ମଜ୍‌ଦୁର ସଂଘ ୧୦୭ ଓ...

ଶିକ୍ଷକ ବଦଳିକୁ ନେଇ ଉତ୍ତେଜନା: ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଖୁଣ୍ଟା,୧୧ା୯(ଡି.ଏନ୍‌.ଏ.)- ଖୁଣ୍ଟା ବ୍ଲକ ଅଧୀନ ସୋନପୋଖରୀ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବଦଳିକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ଗ୍ରାମବାସୀମାନେ...

ଟ୍ରକ ଧକ୍କାରେ ଜଣେ ମୃତ

ବଅଁରପାଳ,୨୨।୧୦(ଡି.ଏନ.ଏ.)-ବଅଁରପାଳ ଥାନା ହାଇସ୍କୁଲ ନିକଟରେ ସୋମବାର ସାରେ ଏକ କୋଇଲା ବୋଝେଇ ଟ୍ରକ ଧକ୍କାରେ ବଅଁରପାଳ ଥାନା ସାଲଗାଡ଼ିଆ ଗ୍ରାମର ଲକ୍ଷ୍ମଣ ଖଟୁଆ(୩୫)ଙ୍କ ମୃତ୍ୟୁ ହୋଇଛି।...

ଛାତ୍ରୀଛାତ୍ରଙ୍କୁ ମିଳୁନି ଭିଟାମିନ୍‌ଯୁକ୍ତ ଚାଉଳ

ଚନ୍ଦ୍ରପୁର,୩୦ା୧(ଡି.ଏନ୍‌.ଏ.):ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ ଅନ୍ତର୍ଗତ ମଙ୍ଗଳ ବିଭାଗର ବିଭିନ୍ନ ସ୍କୁଲରେ ଭିଟାମିନ୍‌ ଯୁକ୍ତ ଚାଉଳ ମିଳୁ ନ ଥିବା ଅଭିଯୋଗ ହୋଇଛି। ସଦର ସ୍ଥିତ...

ଟଙ୍କାଏ ପାଇଁ ୧,୦୦୦ ଜରିମାନା

ବ୍ରହ୍ମପୁର ଅଫିସ,୨୩।୪: ଜଣେ ଗ୍ରାହକଙ୍କଠାରୁ ଆଦାୟ କରିଥିବା ୧ ଟଙ୍କା ସେବାକର ନ ଫେରାଇବା ଡାକ ବିଭାଗ ପାଇଁ ଏବେ ମହଙ୍ଗା ପଡିଛି। ବ୍ରହ୍ମପୁର ସ୍ଥିତ...

ଲାଞ୍ଚ ନେଇ ମଦ ଫେରାଇ ଦେଇଥିଲେ କନଷ୍ଟେବଳ

ପାଟଣା,୨୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନାରେ କାର୍ଯ୍ୟରତ ଜଣେ କନଷ୍ଟେବଳ ଜବତ ମଦ ଫେରାଇ ପ୍ରତିବଦଳରେ ଲାଞ୍ଚ ନେଉଥିବାର ସ୍ବୀକାରୋକ୍ତି ଅଡିଓ ଭାଇରାଲ ହୋଇଛି। କନେଷ୍ଟବଳ...

ଆବାସିକ ବିଦ୍ୟାଳୟ ରୋଷେୟାଙ୍କୁ ପଥରରେ ଛେଚି ହତ୍ୟା

ଚନ୍ଦ୍ରଗିରି,୩୦ା୮(ଡି.ଏନ.ଏ.)- ଗଜପତି ଜିଲା ମୋହନା ବ୍ଲକ ଲୁଡ୍ରୁ ଆଶ୍ରମ ବିଦ୍ୟାଳୟରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ବିଦ୍ୟାଳୟରେ ରହୁଥିବା ରୋଷେୟାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି।...

ରଥରେ ଲାଗିଲା ଅଖ

ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ...

Advertisement
Archives

Model This Week