ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍‌ ପଠାଇଲେ ସଚିନ ତେନ୍ଦୁଲକର

ରାୟପୁର, ୧୯।୧: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଛତିଶଗଡ଼ର ବସ୍ତର ଜିଲାର ଜଣେ ୧୨ ବର୍ଷ ବୟସ୍କ ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍‌ ପଠାଇଛନ୍ତି। ସେ ବାଳକ ଜଣକ ହେଉଛନ୍ତି ମଡ୍ଡାରାମ କବାସୀ। ମଡ୍ଡାରାମ ହ୍ବିଲ୍‌ଚେୟାର କ୍ରିକେଟ ଖେଳୁଥିବାର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହୋଇଥିଲା। ଏହା ସଚିନଙ୍କ ନଜରକୁ ଆସିଥିଲା। ମଡ୍ଡାରାମଙ୍କ ଉତ୍ସାହ ଦେଖି ସଚିନ୍‌ ବେଶ୍‌ ପ୍ରଭାବିତ ହୋଇଥିଲେ। ତେଣୁ ସେ ତାଙ୍କ ପାଖକୁ ଉପହାର ଭାବେ ବ୍ୟାଟ୍‌ ସହିତ ଏକ ଚିଠି ମଧ୍ୟ ପଠାଇଛନ୍ତି। ଏହିପରି ଖେଳ ଜାରି ରଖିବା ପାଇଁ ସେ ମଡ୍ଡାରାମଙ୍କୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କୁ ଆଉଟ୍‌ କରି ଏମିତି କାରନାମା କଲେ ଆଣ୍ଡରସନ୍‌

ଲିଡ୍ସ,୨୬।୮: ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ୩୯ ବର୍ଷ ବୟସରେ ମଧ୍ୟ ଚମତ୍କାର ବୋଲିଂ ଜାରି ରଖିଛନ୍ତି। ୧୮ ବର୍ଷ ଧରି ଅନ୍ତର୍ଜାତୀୟ କ୍ରିକେଟ...

ମନପ୍ରୀତ୍‌ଙ୍କ ସମେତ ୫ ହକି ଖେଳାଳିଙ୍କୁ କରୋନା

ନୂଆଦିଲ୍ଲୀ, ୮ା୮ (ପି.ଟି.)- ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ ସିଂ ଓ ଅନ୍ୟ ୩ଜଣ ଖେଳାଳି କରୋନା ପଜିଟିଭ୍‌ ବୋଲି ସ୍ପୋଟର୍‌ସ ଅଥରିଟି...

ଆଇପିଏଲ ଦ୍ୱିତୀୟ ପର୍ଯ୍ୟାୟରେ ଖେଳିବେନି ଏସବୁ ଖେଳାଳି…

ନୂଆଦିଲ୍ଲୀ,୨୩।୮: ଆଇପିଏଲ ୨୦୨୧ ର ଦ୍ୱିତୀୟ ପର୍ଯ୍ୟାୟ ୟୁଏଇରେ ଅନୁଷ୍ଠିତ ହେବାକୁ ଯାଉଛି। ଆଇପିଏଲର ପ୍ରଥମ ପର୍ଯ୍ୟାୟ ଭାରତରେ ଖେଳାଯାଉଥିଲା, କିନ୍ତୁ କରୋନା ମହାମାରୀ ସଂକ୍ରମଣ...

ଦୁଲୀପ ଟ୍ରଫି: ଇଣ୍ଡିଆ ରେଡ୍‌ ଚାମ୍ପିୟନ

ବେଙ୍ଗାଲୁରୁ,୭।୯(ପି.ଟି.)-ବିଦର୍ଭ ସ୍ପିନର ଅକ୍ଷୟ ଓ୍ବାଖରେଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଇଣ୍ଡିଆ ରେଡ୍‌ ଦୁଲୀପ ଟ୍ରଫି ଟାଇଟଲ ହାସଲ କରିଛି। ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳଯାଇଥିବା...

ନୂଆବର୍ଷ ଆକର୍ଷଣ

ପୁରୁଣାବର୍ଷକୁ ବିଦାୟ ଦେଇ ୨୦୨୦କୁ ସ୍ବାଗତ କରିବା ପାଇଁ ଚାରିଆଡେ ଦେଖାଗଲାଣି ଉତ୍ସାହର ମାହୋଲ। କେବଳ ଅପେକ୍ଷା ଆଉ ଦିନ କେଇଟାକୁ। ଏହାପରେ ଆରମ୍ଭ ହୋଇଯିବ...

ଭାରତ-ପାକିସ୍ତାନ ସେମିଫାଇନାଲ ଆଜି: ଜାଣନ୍ତୁ ରେକର୍ଡ କାହା ସପକ୍ଷରେ

ପୋଚେଫଷ୍ଟ୍ରମ,୪।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଆଇସିସି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲର ଏକ ହାଇଭୋଲ୍‌ଟେଜ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ଦଳ ଚିରପ୍ରତିଦ୍ୱନ୍ଦୀ...

ବ୍ରାଜିଲ ପାରା ବ୍ୟାଡ୍‌ମିଣ୍ଟନ: ସିଙ୍ଗଲ୍ସ ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୧୫।୨(କ୍ରୀଡ଼ା ପ୍ରତିନିଧି)- ବ୍ରାଜିଲର ସାଓ ପାଓଲୋଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପର ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଶୁକ୍ରବାର...

ଯେଉଁମାନଙ୍କୁ ଚୟନ ଦଳ ପସନ୍ଦ ନୁହେଁ ସେମାନେ ମ୍ୟାଚ ଦେଖନ୍ତୁ ନାହିଁ: ସୁନୀଲ ଗାଭାସ୍କର…

ନୂଆଦିଲ୍ଲୀ,୨୨।୮ : ଏସିଆ କପ ୨୦୨୩ ପାଇଁ ୧୭ ଜଣିଆ ଭାରତୀୟ ଦଳ ଚୟନ କରାଯାଇଛି। ସମ୍ମାନଜନକ ଟୁର୍ନାମେଣ୍ଟର ୧୬ ତମ ସିଜନରେ ରୋହିତ ଶର୍ମା...

Advertisement
Archives

Model This Week