ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ, ଅଭିଯୁକ୍ତ ଗିରଫ

ପାତ୍ରପୁର,୨୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ଶନିବାର ଥାନାରେ ଅଭିଯୋଗ ହୋଇଛି ା ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ପାତ୍ରପୁର ବ୍ଲକ ଜରଡ଼ା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ନେଇ ତାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି ା ବିଲରେ ଧାନ ରୁଆ ଚାଲିଥିବା ବେଳେ ଘରେ କେହି ନ ଥିବାରୁ ସମ୍ପୃକ୍ତ ଯୁବତୀ ଜଣକ ଏକା ଥିଲେ। ଏହାର ସୁଯୋଗ ନେଇ ରାଜେନ୍ଦ୍ର ବେହେରା ତାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଘଟଣା ଜଣାପଡ଼ିବା ପରେ ସାହିରେ ବୈଠକ ବସିଥିଲା। ଏହାର ସମାଧାନ ହୋଇ ନ ପାରିବାରୁ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଏନେଇ ଜରଡ଼ା ପୋଲିସ ନଂ. ୧୨୭/୧୯ ଏକ ମାମଲା ରୁଜୁ କରି ଅଭିଯୁକ୍ତ ରାଜେନ୍ଦ୍ରଙ୍କୁ ଗିରଫ କରିବା ସହ ଉଭୟଙ୍କୁ ଡ଼ାକ୍ତରୀ ମାଇନା ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସୁସ୍ଥ ସ୍ବାମୀଙ୍କୁ ମେଡିକାଲରୁ ପାଇଲେନି ସ୍ତ୍ରୀ

ପାତ୍ରପୁର,୧୬ା୭(ଡି.ଏନ୍‌.ଏ.)-ଜରଡ଼ା ଥାନା ଅନର୍ଗତ ପାତ୍ରପୁର ଗ୍ରାମ ସାଗର ସାହିର ତ୍ରିନାଥ ସୁବୁଦ୍ଧି ଜ୍ୱରରେ ପୀଡିତ ଥିବାରୁ ରବିବାର ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କ...

ଅଡିଟ ପରେ ଗଞ୍ଜାମରେ ବଢୁଛି ମୃତ୍ୟୁ ସଂଖ୍ୟା

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): ଅଡିଟ ପରେ ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ପୁଣି ଜିଲାରୁ ଆଉ ୫ ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା...

କୂଅ ଖୋଳୁଥିବାବେଳେ ଖସିପଡି ଜଣେ ମୃତ

ଖଜୁରିପଡା,୨୬।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ କଟ୍ରିଙ୍ଗୀଆ ପଞ୍ଚାୟତର ଶ୍ରାକି ଗ୍ରାମରେ ଶନିବାର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କାର୍ଯ୍ୟାଦେଶ ପାଇ କୂଅ ଖୋଳୁଥିବାବେଳେ ଖସିପଡି ଜଣେ ବ୍ୟକ୍ତିଙ୍କ...

କାର୍ତ୍ତିକ ଆରମ୍ଭରୁ ପରିବା ଦର ଆକାଶଛୁଆଁ

ଗଞ୍ଜାମ,୨୩ା୧୦(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ପନିପରିବା ଦର ଆକାଶଛୁଆଁ ହୋଇଛି। ବାଇଗଣ କିଲୋପିଛା ୬୦ ଟଙ୍କା ହୋଇଥିବା ବେଳେ ଟମାଟୋ ୫୦, ବିନ୍ସ ୧୦୦ ଟପିଛି। ସେହିପରି...

ବାସନ୍ତୀକ ନବରାତ୍ର ପର୍ବ: ଚଳଚଞ୍ଚଳ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୩।୩(ଡି.ଏନ.ଏ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠରେ ବାସନ୍ତୀକ ନବରାତ୍ର ପର୍ବ ଲାଗି ବୁଧବାର ରାତ୍ରରୁ ଚଳଚଞ୍ଚଳ ହୋଇ ଉଠିଛି। ପଣ୍ଡିତଙ୍କ ବେଦ...

ବେଆଇନ ମଦ ଭାଟିରେ ଚଢାଉ: ୩ ମହିଳାଙ୍କ ସମେତ ୨୫ ଗିରଫ

ଆସିକା,୧ା୪(ଡି.ଏନ୍‌.ଏ.)- ଆସିକା ଥାନା ପାକଲାପଲ୍ଲୀ ଓ ସନ୍ତୋଷୀ ମନ୍ଦିର ସଂଲଗ୍ନ ଏରୋଗୋଲାବସା ଏବଂ ବାଲିସିରାଠାରେ ଚାଲିଥିବା ବେଆଇନ୍‌ ରନ୍ଧାମଦ ଭାଟି ଉପରେ ବୁଧବାର ଆସିକା ପୋଲିସ...

ବାଇକ୍‌ ଡିକିରୁ ୧ ଲକ୍ଷ ଲୁଟ୍‌, ମିଳିଛି ସିସିଟିଭି ଫୁଟେଜ୍‌; ମିଳୁନି ସୁରାକ

ବ୍ରହ୍ମପୁର ଅଫିସ,୧୩।୩: ଜଣେ ଲୋକଙ୍କ ବାଇକ୍‌ ଡିକିରୁ ଗତ ୬ ତାରିଖ ସ୍ପଷ୍ଟ ଦିବାଲୋକରେ ୧ ଲକ୍ଷରୁ ଅଧିକ ଟଙ୍କା ଲୁଟ୍‌ ହୋଇଥିଲା। ପୋଲିସ ଘଟଣାସ୍ଥଳରୁ...

କୃଷି ଆଇନକୁ ବିରୋଧ କରି ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଛତ୍ରପୁର,୫ା୧୨(ଡି.ଏନ୍‌.ଏ.): ୩ କୃଷି ଆଇନ ପ୍ରତ୍ୟାହାର ଦାବି ସହ କେନ୍ଦ୍ର ସରକାରଙ୍କ କୃଷି ମାରଣ ନୀତିର ପ୍ରତିବାଦ କରି ଶନିବାର ଛତ୍ରପୁରଠାରେ ଭାରତୀୟ ବିକାଶ ପରିଷଦ...

Advertisement
Archives

Model This Week