ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ (ମାନସିକ ଅନଗ୍ରସର) ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।
ପୋଲିସ ସୂଚନା ଅନୁଯାୟୀ, ପୀଡ଼ିତା ଜଣଙ୍କ ତାଙ୍କ ଭଉଣୀ ଘରେ ରହୁଥିଲେ। ମଙ୍ଗଳବାର ଭଉଣୀ ଓ ଭିଣୋଇ ଜଙ୍ଗଲକୁ କାଠ ଆଣିବା ପାଇଁ ଯାଇଥିବା ସୁଯୋଗରେ ଅଭିଯୁକ୍ତ ଘରେ ପଶି ତାଙ୍କୁ ବଳାତ୍କାର କରିଥିଲେ। ଏନେଇ ଥାନାରେ ଅଭିଯୋଗ ହେବାରୁ ପୋଲିସ ଏକ ମାମଲା(ନଂ.୩୧/୨୦୨୦) ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ରାଇରଙ୍ଗପୁର ମେଡିକାଲରେ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଢ଼ାବନ୍ଧ ବିକାଶ ଅପେକ୍ଷା ରାଜନୀତି ବେଶି

ବ୍ରହ୍ମପୁର ଅଫିସ,୧୫।୫: ବ୍ରହ୍ମପୁର ମହାନଗର ନିଗମ (ବିଏମସି)ର ଚଳିତ ୨୦୨୨-୨୩ ଆର୍ଥିକ ବର୍ଷର ୪୬୨.୮୪ କୋଟି ଟଙ୍କାର ବୃହତ୍‌ ବଜେଟ ଅନୁମୋଦିତ ହୋଇଛି। ନିଜସ୍ବ ଆୟ ନ...

ବିନା ଅନୁମତିରେ ଗୋଚର ଜମିରୁ ଖୋଳାଚାଲିଛି ମାଟି

ନାଉଗାଁ ,୧୨।୩(ସ୍ବ.ପ୍ର.): ନାଉଗାଁ ତହସିଲ ଅଧୀନ ଦେଇ ଗୋଠଦାଠାରୁ ଇଚ୍ଛାପୁର (ନରଣପୁର) ଓ ନାଉଗଁା ବ୍ଲକ ଛକ ଠାରୁ ବାଲିକୁଦା ବ୍ଲକକୁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ...

ଶୋଇଥିବା ବେଳେ କ୍ଷୀର ବ୍ୟବସାୟୀଙ୍କୁ ହତ୍ୟା

କୁଆଁରମୁଣ୍ଡା,୪।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଗୋବିରାଠାର ରବିବାର ଏକ ଅଘଟଣ ଘଟିଛି। ଅପରାହ୍ନରେ ଶୋଇଥିବା ବେଳେ ଜଣେ କ୍ଷୀର ବ୍ୟବସାୟୀଙ୍କୁ ବିବତ୍ସ ଭାବେ...

ଅନ୍‌ଲାଇନରେ ଔଷଧ ବିକ୍ରି ନିଷେଧ, ୦% ଜିଏସ୍‌ଟି ଦାବି

ବ୍ରହ୍ମପୁର ଅଫିସ,୨୦।୬: ଓଡ଼ିଶା ସେଲ୍‌ସ ରିପ୍ରେଜେଣ୍ଟିଭ ୟୁନିୟନ ପକ୍ଷରୁ ବିଭିନ୍ନ ଦାବିକୁ ନେଇ ରବିବାର ବ୍ରହ୍ମପୁର ସହରରେ ଏକ ବାଇକ୍‌ ଶୋଭାଯାତ୍ରା ହୋଇଥିଲା। ଏଥିରେ ଶହୀଦ ଲକ୍ଷ୍ମଣ...

ସଂଘର୍ଷରୁ ସ୍ବୟଂସିଦ୍ଧା

ଢେଙ୍କାନାଳ ଅଫିସ, ୮।୩(ରତନ ନାୟାର): କି ରାତି କି ଦିନ। ଅସରନ୍ତି ସେମାନଙ୍କ ସଂଘର୍ଷର କାହାଣୀ। କେତେ ଝଡ଼ଝଞ୍ଜା ଆସିଛି। ପ୍ରତିକୂଳ ପରିସ୍ଥିତି ପାଚେରି ହୋଇ...

ମୃତ୍ୟୁର ୧୫ ବର୍ଷ ପରେ ବି ମିଳିଲାନି ନ୍ୟାୟ: ଟାଟା ସ୍ପଞ୍ଜ କାରଖାନା ଆଗରେ ଧାରଣା

ଯୋଡ଼ା, ୧୭।୫ (ଢି.ଏନ.ଏ.) – କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ କାରଖାନାରେ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ୧୫ ବର୍ଷରୁ...

ସୌଭାଗ୍ୟ ଯୋଜନା ବାଟବନା: ବିଦ୍ୟୁତ୍‌ ସଂଯୋଗରୁ ବଁଚିତ୍‌ ସିର୍ଲିଗୁଡ଼ାବାସୀ

କୋକସରା, ୨୬।୧୨(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକ ଫୁଫଗାଁ ପଁଚେତ୍‌ ସିର୍ଲିଗୁଡ଼ା ଗାଁବାସୀକୁ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ସଂଯୋଗ ଯୁଗେଇ ଦେବାର ଲାଗି କାମ୍‌ ମୂଲ...

ବିଦ୍ୟୁତ୍‌ ଆଘାତରେ ଜଣଙ୍କ ମୃତ୍ୟୁ

ଆସିକା,୨୦ା୧୧(ଡି.ଏନ୍‌.ଏ.): ଗାଙ୍ଗପୁର ଥାନା ଅନ୍ତର୍ଗତ କଳାସୁତା ଗ୍ରାମରେ ବୁଧବାର ମଧ୍ୟାହ୍ନରେ ବିଦ୍ୟୁତ୍‌ ଆଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଜଣେ...

Advertisement
Archives

Model This Week