ଦିବ୍ୟାଙ୍ଗ ଲକ୍ଷ୍ମୀଧର ବାଣ୍ଟୁଛନ୍ତି ଖାଦ୍ୟ

ନରାଜ,୧୯।୪ (ଡି.ଏନ.ଏ.): କରୋନା ମୁକାବିଲାରେ ସାମିଲ ହୋଇଛନ୍ତି କଟକ ଜିଲା ବାରଙ୍ଗ ବ୍ଲକ ଅଧୀନ ଦାଢ଼ାପାଟଣା ଗ୍ରାମର ଦିବ୍ୟାଙ୍ଗ ଲକ୍ଷ୍ମୀଧର ସାହୁ। ସେ ଉକ୍ତ ଅଞ୍ଚଳରେ ବୁଲି ଲୋକଙ୍କୁ କରୋନାର ଭୟାବହତା ସମ୍ପର୍କରେ ସେଚତନ କରାଉଛନ୍ତି। ଏଥିସହିତ ଦାଢାପାଟଣା ସାମଲ ସାହି ଓ କେନାଲ ରୋଡରେ ଥିବା ଗରିବ ଓ ଅସହାୟ ଲୋକଙ୍କ ପାଖରେ ପହଞ୍ଚି ଚୁଡା, ବିସ୍କୁଟ, କଦଳି, ପାଉଁରୁଟି ଓ ଛତୁଆ ଆଦି ଶୁଖିଲା ଖାଦ୍ୟ ପ୍ରଦାନ କରୁଛନ୍ତି। ଲକ୍ଷ୍ମୀଧରଙ୍କ ଗୋଟିଏ ଗୋଡ ପୋଲିଓ ହୋଇଯାଇଥିବାରୁ ସେ ଠିକରେ ଚାଲି ପାରୁନାହାନ୍ତି। ତଥାପି ରାଜନୀତି ବିଜ୍ଞାନରେ ଏମ୍‌ଏ କରିବା ପରେ ଏକ ପ୍ରତିଷ୍ଠିତ ବ୍ୟବସାୟୀ ହୋଇପାରଛନ୍ତି। ତାଙ୍କର ଏହି କାର୍ଯ୍ୟକୁ ଅଞ୍ଚଳରେ ବହୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ଗେଟ୍‌ରେ ପରିବେଶ ପାଇଁ ସଚେତନ କଲେ କପିଳ

ଭୁବନେଶ୍ୱର, ୬ା୨ (ବ୍ୟୁରୋ): ପେଟ୍ରୋଲ, ଡିଜେଲ ଚାଳିତ ଗାଡ଼ିମୋଟରର ବ୍ୟାପକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବଢ଼ି ଚାଲିଛି। ବିଶେଷକରି ନୂଆଦିଲ୍ଲୀର ବାୟୁମଣ୍ଡଳରେ ଅମ୍ଳଜାନର ମାତ୍ରା...

ଦାୟିତ୍ୱ ଗ୍ରହଣ କଲେ ସମୀର

ଭୁବନେଶ୍ୱର,୧୭।୧(ବ୍ୟୁରୋ): ଭାଜପାର ନବନିର୍ବାଚିତ ରାଜ୍ୟ ସଭାପତି ସମୀର ମହାନ୍ତି ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଦଳର ପ୍ରମୁଖ...

ରାଜ୍ୟରୁ ପୁଣି ୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୭କ୯କୁ ବୃଦ୍ଧି ପାଇଛି। ୫ ମୃତକଙ୍କ...

ବୋହୂଙ୍କୁ ଫେରାଇ ଆଣିବାକୁ କହିବାରୁ ମା’ଙ୍କୁ ହତ୍ୟା

ସୁନ୍ଦରଗଡ଼,୭ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅଧୀନ ମନଭଲାପଡ଼ାରେ ମଦ୍ୟପ ପୁଅ ନିଜ ମା’ଙ୍କୁ ଇଟାରେ ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଉକିଆ...

ରେନୋ ଇଣ୍ଡିଆର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୩୦।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ରେନୋ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ (ଆର୍‌ଆଇପିଏଲ୍‌)ର ସ୍ବତନ୍ତ୍ର ଅଭିଯାନ ‘ରେନୋ ଏକ୍ସପେରିଏନ୍ସ ଡେଜ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି।...

ସ୍ତ୍ରୀଙ୍କ ମୃତ୍ୟୁ ପରେ ଜୀବନ ହାରିଦେଲେ ସ୍ବାମୀ

ବଲାଙ୍ଗୀର ଅଫିସ,୧୫ା୫: ସ୍ତ୍ରୀଙ୍କର ମୃତ୍ୟୁ ପରେ ସ୍ବାମୀ ଜୀବନ ହାରିଦେବା ପରି ଘଟଣା ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜି ଥାନା ଦାବରୀ ଗାଁରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

ପୁଣି ପୂଜକଙ୍କ ଘର ଉଚ୍ଛେଦ ପାଇଁ ନୋଟିସ୍‌ ଜାରି

ଗଞ୍ଜାମ,୩୦ା୬(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠଛକଠାରେ ଦୀର୍ଘ ୭୦ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସୁଥିବା ପୂଜକ କନ୍ଧ ଶତପଥୀଙ୍କ ଘର ଆସନ୍ତା ୫ରେ ଭାଙ୍ଗିବାକୁ ପୁଣି...

ନକଲି ପନିର୍‌ ମାମଲା: ବ୍ୟବସାୟୀ ଗିରଫ

କଟକ ଅଫିସ୍‌,୩୧।୧୨: କଟକର ଚାଉଳିଆଗଞ୍ଜ ନକଲି ପନିର୍‌ ମିଳିବା ଘଟଣାରେ ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ୨୭୨, ୨୭୩, ୪୨୦ ଏବଂ ୩୪...

Advertisement
Archives

Model This Week