ଦିଭିସା ହର୍ବାଲ କେୟାର ସହ ଯୋଡ଼ି ହେଲେ ରବିନା ଟଣ୍ଡନ

ଚଣ୍ଡିଗଡ,୨୨ା୬: ଦିଭିସା ହର୍ବାଲ କେୟାର ଲିମିଟେଡ ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କୁ ନିଜ ଆୟୁର୍ବେଦିକ ଟନିକ ବ୍ରାଣ୍ଡ ‘ସଚ୍ଚି ସହେଲୀ’ ଲାଗି ବ୍ରାଣ୍ଡ ଆମ୍ବାସାଡର ନିଯୁକ୍ତ କରିଛି। ଏଭଳି ଏକ ପ୍ରମୁଖ ବ୍ରାଣ୍ଡ ସହ ଯୋଡି ହୋଇ ଅତ୍ୟନ୍ତ ଖୁସି ବୋଲି ରବିନା କହିଛନ୍ତି। ଗ୍ରାହକଙ୍କ ଭରସା ସହ ଆଗକୁ ବଢୁଥିବା ବେଳେ ଏହି ବ୍ରାଣ୍ଡ ଲାଗି ରବିନାଙ୍କୁ ଆମ୍ବାସାଡର ଭାବେ ନିଯୁକ୍ତ କରି ଅତ୍ୟନ୍ତ ଆନନ୍ଦିତ ବୋଲି କମ୍ପାନୀର ସହପ୍ରତିଷ୍ଠାତା ସଞ୍ଜୀବ ଜୁନେଜା କହିଛନ୍ତି। ବ୍ରାଣ୍ଡ୍‌ ଉପରେ ଗ୍ରାହକଙ୍କ ନିରନ୍ତର ଭରସା ଯୋଗୁ ସଫଳତା ଲାଭ କରିଛୁ। ଏହା ସହ ଉନ୍ନତ ପ୍ରଡକ୍ଟ ଯୋଗାଣ ନେଇ ଚେଷ୍ଟା ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲାଏନ୍ସ ଡିଜିଟାଲରେ ଆପଲ ପ୍ରଡକ୍ଟ ପ୍ରିବୁକିଂ

ନୂଆଦିଲ୍ଲୀ: ରିଲାଏନ୍ସ ଡିଜିଟାଲ ଷ୍ଟୋରରେ ଆପ୍‌ଲର ବିଭିନ୍ନ ପ୍ରଡକ୍ଟ ପ୍ରିବୁକିଂ ସମ୍ପର୍କରେ ଘୋଷଣା କରାଯାଇଛି। ଆପଲର ନୂଆ ଓ୍ବାଚ୍‌ ସିରିଜ ୬, ଆପଲ ଓ୍ବାଚ୍‌ ଏସ୍‌ଇ,...

ଅନିଲ କପୁରଙ୍କୁ ‘ଆଇ ଲଭ୍‌ ୟୁ’ କହିଲେ ମାଧୁରୀ ଦୀକ୍ଷିତ୍‌: ଏମିତି ଥିଲା ଅଭିନେତାଙ୍କ ପ୍ରତିକ୍ରିୟା

ବଲିଉଡର ଧକ-ଧକ ଗାର୍ଲ ମାଧୁରୀ ଦୀକ୍ଷିତ ଏବଂ ଅଭିନେତା ଅନିଲ କପୁରଙ୍କ ଯୋଡି ଅନେକ ଚଳଚ୍ଚିତ୍ରରେ ନଜର ଆସିଛନ୍ତି। ଦର୍ଶକ ଉଭୟ ଯୋଡିଙ୍କୁ ବହୁତ ପସନ୍ଦ...

ସାନପୁଅର ଜନ୍ମଦିନରେ ଫଟୋ ଶେୟାର କରି କରୀନା ଲେଖିଲେ ଏମିତି

ମୁମ୍ବାଇ: କରୀନା କପୁର ଏବଂ ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ସାନପୁଅ ଜେହ୍‌ ତାଙ୍କର ପ୍ରଥମ ଜନ୍ମଦିନ ପାଳନ କରୁଥିବା ବେଳେ ସୋମବାର କରୀନା ତାଙ୍କ ଇନ୍‌ଷ୍ଟାଗ୍ରାମ...

ଏହି ଅଭିନେତ୍ରୀ ନିଜକୁ କହିଲେ ବେଡ୍‌ରୁମ୍‌ ପ୍ରିନ୍‌ସେସ୍‌

ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ସାନ ଝିଅ ଖୁସି କପୁର ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌। ମାତ୍ର ସେ ବର୍ତ୍ତମାନ ସୁଦ୍ଧା ଫିଲ୍ମ ଦୁନିଆରେ...

ଫଟୋଗ୍ରାଫର୍‌ଙ୍କ ପାଇଁ ସର୍ତ୍ତ ରଖିଲେ କରୀନା

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ ନିକଟରେ ଦ୍ୱିତୀୟଥର ପୁତ୍ର ସନ୍ତାନର ମା’ ହୋଇଛନ୍ତି। ମା’ ହେବାର ଅଳ୍ପ କିଛିଦିନ ପରେ ସେ କର୍ମ କ୍ଷେତ୍ରକୁ...

ହ୍ବାଟ୍ସଆପ୍‌,ଇ-ମେଲ୍‌ରେ ମଗାଇହେବ ଔଷଧ

ନୂଆଦିଲ୍ଲୀ,୬।୫: ଲକ୍‌ଡାଉନ ସମୟରେ ବିଭିନ୍ନ ଜନଔଷଧି କେନ୍ଦ୍ରରୁ ଲୋକମାନେ ହ୍ବାଟ୍ସଆପ୍‌ ଏବଂ ଇ-ମେଲ୍‌ ଜରିଆରେ ଔଷଧ ମଗାଇପାରିବେ। ସରକାର ମଙ୍ଗଳବାର ଏ ନେଇ ନୂଆ ଗାଇଡ୍‌ଲାଇନ...

୩ ମାସ ପରେ ଡ୍ରଗ୍ସ ମାମଲାରେ ରିଆଙ୍କ ଭାଇଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨।୧୨: ବଲିଉଡ୍‌ର ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲା ସହ ଜଡ଼ିତ ଥିବା ଡଗ୍ସ ମାମଲାରେ ଏନ୍‌ସିବି ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଏବେ ରାନୁ ମଣ୍ଡଳଙ୍କ ନାଁ ଶୁଣିଲେ ପ୍ରଚଣ୍ଡ ରାଗୁଛନ୍ତି ହିମେଶ

ମୁମ୍ବାଇ: ବଲିଉଡ୍‌ କମ୍ପୋଜର, ଗାୟକ ତଥା ଅଭିନେତା ହିମେଶ ରେଶମିୟା ନିଜର କଠୋର ଆଭିମୁଖ୍ୟ ପାଇଁ ବେଶ୍‌ ଜଣାଶୁଣା। ମ୍ୟୁଜିକ୍‌ ଶୋ’ ସମୟରେ ହେଉ କି...

Advertisement
Archives

Model This Week