Posted inଜାତୀୟ

ଦିଲ୍ଲୀରୁ କଶ୍ମୀର ପର୍ଯ୍ୟନ୍ତ ଲମ୍ବିଛି ଆତଙ୍କବାଦୀଙ୍କ ଚେର

ଶ୍ରୀନଗର,୧୫।୯: କଠୁଆରୁ ଧରାପଡିଥିବା ଆତଙ୍କବାଦୀଙ୍କୁ ପଚରା ଉଚରା ପରେ ବଡ ତଥ୍ୟ ସାମ୍ନାକୁ ଆସିବ ବୋଲି ଅନୁମାନ କରାଯାଉଛି। ଏମାନେ ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇ ପାରନ୍ତି ବୋଲି ପୋଲିସ ଅନୁମାନ କରୁଛି। କାରଣ ବିଶେଷ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦର କଠୁଆ ଓ ପଞ୍ଜାବରେ ଏକ ବଡ ନେଟଓ୍ବର୍କ କାମ କରୁଛି। ଯାହା ଦିଲ୍ଲୀରୁ କଶ୍ମୀର ପର୍ଯ୍ୟନ୍ତ ଲମ୍ବିଛି। ଗୁଇନ୍ଦା ବିଭାଗର କହିବା କଥା ହେଲା ଧରାପଡିଥିବା ଆତଙ୍କବାଦୀମାନେ ଏମିତି କେତେଜଣଙ୍କ ନାଁ କହିଛନ୍ତି ଯେଉଁମାନଙ୍କଠାରୁ ଅଧିକ ତଥ୍ୟ ମିଳିପାରିବ ବୋଲି ପୋଲିସ ଆଶା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପାଇଲଟଙ୍କ ତ୍ରୁଟିରୁ ହୋଇଥିଲା ଦୁର୍ଘଟଣା’

ମୁମ୍ବାଇ, ୧୩।୯: ପାଇଲଟଙ୍କ ତ୍ରୁଟି ଏବଂ ସମ୍ଭବତଃ ସୁରକ୍ଷା ଗାଇଡ୍‌ଲାଇନ ଅନୁପାଳନ କରିବାରେ ବିଫଳତାରୁ ଗତବର୍ଷ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ୨୧...

କୃଷକ ପରିବାରକୁ ପ୍ରବଳ ପିଟିଲା ପୋଲିସ, ପ୍ରଶାସନ ଆଗରେ ବିଷ ପିଇଦେଲେ ଦମ୍ପତିି

ଭୋପାଳ,୧୬।୭: ମଧ୍ୟ ପ୍ରଦେଶର ଗୁନା ଜିଲାରେ ପୋଲିସର ଏକ ବର୍ବର କାଣ୍ଡ ସାମ୍ନାକୁ ଆସିଛି। ଗୁନାର ଏକ ବିଜ୍ଞାନ କଲେଜ ନାମରେ ଥିବା ଏକ ଜମିକୁ...

ଦିଲ୍ଲୀ ବିମାନବନ୍ଦର ଉଡାଇବାକୁ ଖଲିସ୍ତାନୀ ସଂଗଠନର ଧମକ

ନୂଆଦିଲ୍ଲୀ,୪।୧୧: ୧୯୮୪ ଶିଖ ଦଙ୍ଗାର ୩୬ତମ ବାର୍ଷିକୀ ଅବସର ପୂର୍ବରୁ ଖଲିସ୍ତାନ ସମର୍ଥକ ସଂଗଠନ ପକ୍ଷରୁ ଧମକ ଦିଆଯାଉଛି। ଦିଲ୍ଲୀ ବିମାନ ବନ୍ଦରକୁ ଉଡାଇଦେବାକୁ ଖଲିସ୍ତାନୀ...

ମୁସଲମାନ ବିବାହରେ ନିମନ୍ତ୍ରଣ ଦେଉଛନ୍ତି ଭଗବାନ ଗଣେଶ

ମିରଟ,୨୮।୨: ଉତ୍ତର ପ୍ରଦେଶ ମିରଟରେ ଏକ ମୁସଲମାନ ପରିବାରର ବିବାହ ପାଇଁ ନିମନ୍ତ୍ରଣ ପତ୍ର ଛପା ଯାଇଛି। ଯେଉଁଥିରେ ହିନ୍ଦୁ ଦେବତା ଗଣେଶଙ୍କ ଫଟୋ ଦେଖିବାକୁ...

୫ ଉପ ମୁଖ୍ୟମନ୍ତ୍ରୀଙ୍କୁ ନେଇ ରେକର୍ଡ କରିବେ ଜଗନ ମୋହନ

ଅମରାବତୀ,୭।୬: ଆନ୍ଧ୍ର୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଏବେ ୫ ଉପମୁଖ୍ୟମନ୍ତ୍ରୀଙ୍କୁ ନେଇ ରେକର୍ଡ କରିବାକୁ ଯାଉଛନ୍ତି ଜଗନ ମୋହନ ରେଡ୍ଡି।...

ଶ୍ରୀନଗର ଏନକାଉଣ୍ଟର: ଲସ୍କରର ୨ ଆତଙ୍କବାଦୀ ନିହତ, ଚଳିତ ବର୍ଷ ୧୦୦ ଆତଙ୍କବାଦୀ ସଫା

ଜମ୍ମୁ,୧୪ ।୬: ଶ୍ରୀନଗର ସହରରେ ଲଗାତାର ଦ୍ୱିତିୟ ଦିନ ଅର୍ଥାତ୍ ସୋମବାର ସୁରକ୍ଷାର୍କମୀଙ୍କ ସହ ହୋଇଥିବା ମୁହାଁମୁହିଁରେ ଲସ୍କର-ଏ-ତୋଏବାର ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା...

ଗଣମାଧ୍ୟମରେ ବିଚାରପତି ନିଯୁକ୍ତି ରିପୋର୍ଟ: ସିଜେଆଇ କ୍ଷୁବ୍ଧ

ନୂଆଦିଲ୍ଲୀ, ୧୯।୮(ଆଇଏଏନ୍‌ଏସ୍‌): ସର୍ବୋଚ୍ଚ ଅଦାଲତରେ ବିଚାରପତି ନିଯୁକ୍ତି ନିମନ୍ତେ କଲେଜିୟମ ବୈଠକକୁ ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିବାରୁ ଏଥିରେ ପ୍ରଧାନ ବିଚାରପତି ଏନ୍‌.ଭି. ରମନା...

ସରକାରଙ୍କ ସହ ବୈଠକକୁ ପୁଣି ଥରେ ଖାଦ୍ୟ, ପାଣି ନେଇକି ଆସିଲେ କୃଷକମାନେ

ନୂଆଦିଲ୍ଲୀ,୫।୧୨: କୃଷି ଆଇନକୁ ବିରୋଧ କରୁଥିବା କୃଷକମାନଙ୍କ ସହ ଶନିବାର ପଞ୍ଚମ ଥର ପାଇଁ ସରକାର ବୈଠକ କରିଥିଲେ। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା...

Advertisement
Archives

Model This Week