ଦିଲ୍ଲୀରୁ ମିଳିଲା ଖୁସି ଖବର: କରୋନା ମୁକ୍ତ ହେଲା ହଟସ୍ପଟ୍‌ ଦିଲ୍‌ଶାଦ୍‌ ଗାର୍ଡେନ

ନୂଆଦିଲ୍ଲୀ,୧୧।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଇତିମଧ୍ୟରେ ୭ ହଜାର ୬୦୮ ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। ଦିଲ୍ଲୀର କରୋନା ହଟସ୍ପଟ୍‌ ପାଲଟି ଥିବା ଦିଲ୍‌ଶାଦ୍‌ ଗାର୍ଡେନ୍‌ର ସ୍ଥିତିରେ ବଡ଼ ପରିବର୍ତ୍ତନ ଆସିଛି। ଏଠାରେ ଜାରି ରହିଥିବା ୧୫ ଦିନିଆ ଅପରେଶନ୍‌ ସିିଲ୍ଡ୍‌ରୁ ସଫଳତା ମିଳିଛି। ଦିଲ୍‌ଶାଦ୍‌ ଗାର୍ଡେନ ଅଞ୍ଚଳରେ ୧୨୩ ମେଡିକାଲ ଦଳଙ୍କ ସହାୟତାରେ ୧୫,୦୦୦ରୁ ଅଧିକ ଲୋକଙ୍କ ସ୍କ୍ରିନିଂ କରାଯାଇଥିଲା। ମେଡିକାଲ ଦଳ ୪୦୩୨ ଘର ବୁଲି ସ୍କ୍ରିନିଂ କାର୍ଯ୍ୟ କରିଥିଲେ। ମାର୍ଚ୍ଚ ୧୭ରେ ଏଠାରେ ୨ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ପରେ ଏହି ଅଞ୍ଚଳକୁ ସିଲ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…

ସବୁକିଛି ହାସଲ କରିବା ପରେ, ସେହି ଗୋଟିଏ କଥା ‘ହିଟମ୍ୟାନ’ଙ୍କୁ ଜୀବନସାରା କନ୍ଦାଇବ! ରୋହିତ ଶର୍ମାଙ୍କୁ ଅବସର ନେବାକୁ…

ନୂଆଦିଲ୍ଲୀ,୧୭।୭: କ୍ରିକେଟ ପ୍ରଶଂସକମାନେ ନିଶ୍ଚିତ ଭାବରେ ଏହା ଜାଣିଥିବେ ଯେ ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତୃତୀୟ ଦିନିକିଆ ରୋହିତ ଶର୍ମାଙ୍କ କ୍ୟାରିୟରର ଶେଷ…

ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’

ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ…

ଏତିକି କିମି ବେଗରେ ପବନ ସହ ଝଡ଼ତୋଫାନ! ଚେତାବନୀ ଦେଲା IMD; ୧୪ ଘଣ୍ଟା ଭିତରେ…

ନୂଆଦିଲ୍ଲୀ,୧୭।୭: ଦେଶରେ ପ୍ରବଳ ଗରମ ଏବଂ ଗୁଳୁଗୁଳି ମଧ୍ୟରେ ପାଣିପାଗ ବିଭାଗ ଏବେ ଆଶ୍ୱାସନା ଦେଲା ଭଳି ଏକ ଆଲର୍ଟ ଜାରି କରିଛି। ପାଣିପାଗ ବିଭାଗ ଆସନ୍ତାକାଲି…

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ବଦଳିଗଲା NDA ସଂସଦୀୟ ଦଳର ନାମ: ଏବେ ‘ମଙ୍ଗଳ ମିଳନ’ ନାମରେ ହେବ ବୈଠକ

ନୂଆଦିଲ୍ଲୀ,୧୭।୭: କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି (BJP) ନେତୃତ୍ୱାଧୀନ ଶାସକ NDA ମେଣ୍ଟ ସଂସଦୀୟ ବୈଠକର ନାମ ବଦଳାଇ ଦିଆଯାଇଛି। ଏବେ ଏହାକୁ ‘ମଙ୍ଗଳ ମିଳନ’ ନାମ…

ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri