Posted inଜାତୀୟ

ଦିଲ୍ଲୀରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୨୪ା୨(ପି.ଟି.): ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ ଗସ୍ତ ପୂର୍ବରୁ ରାଜଧାନୀ ଦିଲ୍ଲୀରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଟ୍ରମ୍ପ୍‌ ଆଗ୍ରାରେ ତାଜମହଲ ପରିଦର୍ଶନ ପରେ ଦିଲ୍ଲୀ ଆସି ସର୍ଦ୍ଦାର ପଟେଲ ମାର୍ଗସ୍ଥିତ ଆଇଟିସି ମୌର୍ଯ୍ୟ ହୋଟେଲରେ ରହିବେ। ତେଣୁ ସେଠାରେ ସିସିଟିଭି ସଂଯୋଗ ସହ ଅଭେଦ୍ୟ ଦୁର୍ଗ ଭଳି ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ସେନା ଓ ଅର୍ଦ୍ଧସାମରିକ ବଳକୁ ଆଇଟିସି ମୌର୍ଯ୍ୟରେ ଆଗୁଆ ମୁତୟନ କରାଯାଇଛି। ଆମେରିକାର ସିକ୍ରେଟ ସର୍ଭିସ୍‌ ସହିତ ସମନ୍ବୟ ରଖି ଭାରତୀୟ ସୁରକ୍ଷା ସଂସ୍ଥାଗୁଡ଼ିକ କାମ କରୁଛନ୍ତି। କୌଣସି ପ୍ରକାର ଅଘଟଣକୁ ଏଡ଼ାଇବା ପାଇଁ ଏନ୍‌ଏସ୍‌ଜିର ଆଣ୍ଟାଇ-ଡ୍ରୋନ୍‌ ଡିଟେଚ୍‌ମେଣ୍ଟ, ସ୍ବାଟ୍‌ କମାଣ୍ଡୋ, କାଇଟ୍‌ କ୍ୟାଚର୍‌, ଶାର୍ପ ଶୁଟର ଓ ପରାକ୍ରମ ଭ୍ୟାନ୍‌ଗୁଡ଼ିକୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲୁନ, ଆଇସକ୍ରିମରେ ଆଉ ବ୍ୟବହାର ହୋଇ ପାରିବ ନାହିଁ ପ୍ଲାଷ୍ଟିକ କାଠି!

ନୂଆଦିଲ୍ଲୀ,୨୩ ।୭: କେନ୍ଦ୍ର ସରକାର ଶୁକ୍ରବାର ସଂସଦରେ କହିଛନ୍ତି କ୍ୟାଣ୍ଡି, ଆଇସକ୍ରିମ, ବେଲୁନ ଆଦିରେ ବ୍ୟବହାର କରାଯାଉଥିବା ପ୍ଲାଷ୍ଟିକ କାଠି ବା ଷ୍ଟିକ୍‌ର ବ୍ୟବହାର ୧...

ରଥଯାତ୍ରାକୁ କେନ୍ଦ୍ର, ରାଜ୍ୟର ସମର୍ଥନ: ପରମ୍ପରା ବଜାୟ ରହୁ କହିଲେ ସଲିସିଟର ଜେନେରାଲ

ନୂଆଦିଲ୍ଲୀ,୨୨।୬: ବିନା ଭକ୍ତରେ ରଥଯାତ୍ରା କରିବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସମ୍ମତି ପ୍ରକାଶ କରିଛନ୍ତି। ରଥଯାତ୍ରା ସପକ୍ଷରେ ସୁପ୍ରିମକୋର୍ଟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା...

ଚେନ୍ନାଇ ଜଳ ସଙ୍କଟ: ଭେଲୋରରୁ ଆସିଲା ପ୍ରଥମ ପାଣି ବୋଝେଇ ଟ୍ରେନ୍‌

ଭେଲୋର,୧୨।୭: ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ଚେନ୍ନାଇରେ ଦେଖା ଦେଇଥିଲା ଉତ୍କଟ ଜଳ ସଙ୍କଟ। ଏହାକୁ ଦୂର କରିବା ପାଇଁ ତାମିଲନାଡୁରୁ ଟ୍ରେନ୍‌ ଯୋଗେ ପାଣି...

ବାଂଲାଦେଶରୁ ୧୬୯ ଭାରତୀୟଙ୍କୁ ଏୟାର ଲିଫ୍ଟ୍‌ କରିବ ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୫: ବାଂଲାଦେଶରେ ଥିବା ୧୬୯ ଭାରତୀୟଙ୍କୁ ଏୟାର ଇଣ୍ଡିଆ ପକ୍ଷରୁ ବନ୍ଦେ ଭାରତ ମିଶନ ଅନ୍ତର୍ଗତ ଏୟାର ଲିଫ୍ଟ କରାଯିବ। ସେମାନେ ଢ଼ାକାରୁ ଆସି ଜମ୍ମୁ-କଶ୍ମୀରର...

ବେତନ ଦିଅ, ଫେରିବାକୁ ବାଧ୍ୟ କରନାହିଁ

ଶ୍ରୀନଗର,୧୭।୨:ପ୍ରଧାନମନ୍ତ୍ରୀ ପ୍ୟାକେଜ୍‌ରେ ନିଯୁକ୍ତି ପାଇଥିବା କଶ୍ମୀରୀ ପଣ୍ଡିତ କର୍ମଚାରୀମାନେ ଶିବରାତ୍ରି ପୂର୍ବରୁ ସେମାନଙ୍କ ବକେୟା ବେତନ ପ୍ରଦାନ କରିବା ସହ ସୁରକ୍ଷାଗତ କାରଣରୁ କଶ୍ମୀର ଫେରିବା...

ନୀତିନ ପଟେଲ ହୋଇପାରନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ

ଅହମଦାବାଦ, ୧୨।୯: ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ବିଜୟ ରୂପାନୀଙ୍କ ଇସ୍ତଫା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଏହି...

ବିବିସି ଡକ୍ୟୁମେଣ୍ଟାରୀ ଉପରେ ରୋକକୁ ନେଇ କେନ୍ଦ୍ରକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ ।୨: ୨୦୦୨ ଗୁଜରାଟ ଦଙ୍ଗା ଉପରେ ନିର୍ମାଣ କରାଯାଇଥିବା ବିବିସି ଡକ୍ୟୁମେଣ୍ଟାରୀ ଉପରେ ରୋକ ଲଗାଇବା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ କେନ୍ଦ୍ରକୁ ନୋଟିସ ଜାରି...

‘ପ୍ରଥମ ଦୁଇ ପର୍ଯ୍ୟାୟରେ ଶତକ କରିଛୁ’

ଲକ୍ଷ୍ନୌ,୨୦।୨: “ଆମେ ପ୍ରଥମ ଦୁଇ ପର୍ଯ୍ୟାୟ ମତଦାନରେ ଶତକ ହାସଲ କରିଛୁ। ପରବର୍ତ୍ତୀ ଦୁଇ ପର୍ଯ୍ୟାୟରେ ମଧ୍ୟ ସମାଜବାଦୀ ପାର୍ଟି ନେତୃତ୍ୱାଧୀନ ମେଣ୍ଟ ଅନ୍ୟଠାରୁ ଆଗରେ...

Advertisement
Archives

Model This Week