Posted inଜାତୀୟ

ଦିଲ୍ଲୀରେ ଆଇଏସ୍‌ଆଇ ତାଲିମ୍‌ ପ୍ରାପ୍ତ ୨ ଆତଙ୍କବାଦୀ: ଜାରି ହେଲା ସ୍କେଚ୍‌

ନୂଆଦିଲ୍ଲୀ,୨୯।୮: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ତାଲିମ୍‌ ପ୍ରାପ୍ତ ୨ ଆତଙ୍କବାଦୀଙ୍କୁ ଦିଲ୍ଲୀ ପଠାଯାଇଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଇତିମଧ୍ୟରେ ଦିଲ୍ଲୀ ଆସିଥିବା ଆତଙ୍କବାଦୀ ଅକରମ କୁରେଶି ଏବଂ ତାଙ୍କ ସହଯୋଗୀ ଆଇଏସ୍‌ଆଇ ଇସାରାରେ ବଡ଼ ଧରଣର ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରିଥିବା ଗୋଇନ୍ଦା ରିପୋର୍ଟରେ ପ୍ରକାଶ ପାଇଛି। ଇତିମଧ୍ୟରେ ଦୁଇ ଆତଙ୍କବାଦୀଙ୍କ ସ୍କେଚ୍‌ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ପାଟ୍ରୋଲିଂ ଦଳଙ୍କୁ ସଜାଗ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ପ୍ରଦାନ କରାଯାଇଥିବା ଗହଣା ୭ ବର୍ଷ ପାଇଁ ସ୍ତ୍ରୀଙ୍କ ନାମରେ ରହୁ…

ନୂଆଦିଲ୍ଲୀ,୬।୧୨: ଯୌତୁକ ଭଳି ସାମାଜିକ ଅପରାଧକୁ ରୋକିବା ପାଇଁ ବିବାହରେ ପ୍ରଦାନ କରାଯାଇଥିବା ଗହଣା ୭ ବର୍ଷ ପାଇଁ ସ୍ତ୍ରୀଙ୍କ ନାମରେ ରହୁ ବୋଲି ଏକ...

ମହଙ୍ଗା ହେବ ଖାଦ୍ୟ

ନୂଆଦିଲ୍ଲୀ,୨୫ା୪: ଗତ କିଛିମାସ ହେଲା ଭାରତରେ ଖାଦ୍ୟ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପକ୍ଷରୁ ଜାରି...

ଦୁଇ ସାଙ୍ଗ ମିଶି ହାରିଲେ ଜୀବନ, କାରଣ ଜାଣି ହେବେ ଚକିତ

ଲକ୍ଷ୍ନୌ,୨୧।୯: ଉତ୍ତର ପ୍ରଦେଶ ବହରାଇଚ୍‌ରେ ଏକ ଅଭାବନୀୟ ଘଟରା ଘଟିଛି। ଦୁଇ ନାବଳିକା ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଦୁହିଁଙ୍କ ବନ୍ଧୁତାକୁ ପରିବାର ଲୋକେ...

ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ଦେଇପାରିବେ କରୋନା ପୀଡ଼ିତ !

ପାଟନା,୨୩।୬: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ଏହି ନିର୍ବାଚନରେ ମତଦାତାଙ୍କ ପାଇଁ ନିୟମରେ କିଛିଟା ପରିବର୍ତ୍ତନ କରାଯାଇଥିବା ସୂଚନା...

ସପ୍ତାହେ ସ୍କୁଲ୍‌ ବନ୍ଦ, ଘରୁ କାମ କରିବେ କର୍ମଚାରୀ

ନୂଆଦିଲ୍ଲୀ,୧୩।୧୧: ଦିଲ୍ଲୀର ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ ଉଦ୍‌ବେଗ ପ୍ରକାଶ କରିବା ସହ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏନେଇ ଦିଲ୍ଲୀ ସରକାର ଜରୁରୀ...

ଚାଇନା ନାଗରିକଙ୍କଠାରୁ ମିଳିଲା ଭାରତୀୟ ଆଧାର କାର୍ଡ: ୨ ଗିରଫ

କୋଲକାତା,୧୭।୩: ପଶ୍ଚିମବଙ୍ଗର ସିଲିଗୁଡିି ଜିଲାରେ ପୋଲିସ ଦୁଇ ଚାଇନା ନାଗରିକଙ୍କୁ ଗିରଫ କରିଛି। ରାଜ୍ୟର ବାଗଡୋଗ୍ରା ବିମାନବନ୍ଦରରେ ଥିବା ସିଲିଗୁଡି ମହାନଗର ପୋଲିସ ଏହି ଚାଇନା...

ଚିନ୍ତାରେ ଲାଲୁ, ବଢିଲା ସୁଗାର-ବିପି

ପାଟନା,୨୨ ।୨: ଗୋଖାଦ୍ୟ ଦୁର୍ନିତି ମାମଲରେ ସୋମବାର ଆରଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ୫ ବର୍ଷ ଜେଲ ଓ...

କେହି ସୀମା ଲଂଘିବା ଅନୁଚିତ

ନୂଆଦିଲ୍ଲୀ,୧୧ା୮: ଇସ୍ରାଏଲର ଏନ୍‌ଏସ୍‌ଓ ଗ୍ରୁପ୍‌ ପକ୍ଷରୁ ପ୍ରସ୍ତୁତ ପେଗାସସ୍‌ ସ୍ପାଏଓ୍ବେରର ସରକାରୀ ବ୍ୟବହାର ନେଇ ତଦନ୍ତ କରାଇବା ଲାଗି ଦାଏର ଏକାଧିକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ର...

Advertisement
Archives

Model This Week