ଦିଲ୍ଲୀରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର କମିଲା: ପ୍ରତି ୩ ଜଣରେ ଜଣେ ସଂକ୍ରମିତ

ନୂଆଦିଲ୍ଲୀ, ୧୩।୬: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏଠାରେ ଗତ ୧୨ ଦିନ ମଧ୍ୟରେ ମେ ୩୦ଠାରୁ ସଂକ୍ରମଣ ହାରରେ ୨୧ ପ୍ରତିଶତ ବୃଦ୍ଧି ହୋଇଛି। ମେ ୩୦ରେ ସଂକ୍ରମଣ ହାର ୧୪ ପ୍ରତିଶତ ଥିବାବେଳେ ଜୁନ୍‌ ୧୨ରେ ଏହା ୩୫ ପ୍ରତିଶତରେ ପହଞ୍ଚିଛି। ଅପରପକ୍ଷରେ ସୁସ୍ଥ ହେଉଥିବା ଆକ୍ରାନ୍ତଙ୍କ ହାର ୮ ପ୍ରତିଶତରୁ କମରେ ପହଞ୍ଚିଛି। ଜୁନ ୧୧ରେ ଏଠାରେ ପ୍ରଥମ ଥର ପାଇଁ ସଂକ୍ରମଣ ହାର ୩୫ରେ ପହଞ୍ଚିଥିଲା। ଶୁକ୍ରବାର ୫ ହଜାର ୯୪୭ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୨ ହଜାର ୧୩୭ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଏବେ ରାଜଧାନୀରେ ପ୍ରତି ୩ ଜଣରେ ଜଣେ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବା ତେଲ: କମୁନି ଦର

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯(ବ୍ୟୁରୋ): ମୁଣ୍ଡ ଉପରେ ଭୋଟ ଥିଲେ ଜରୁରୀ ସାମଗ୍ରୀଗୁଡ଼ିକର ଆକାଶଛୁଆଁ ଦରଦାମ୍‌ ଶାସକ ଦଳର ବିଜୟ ଆଶାକୁ ମଳିନ କରିଦିଏ। ଉତ୍ତର ପ୍ରଦେଶ ସମେତ ୫...

ଚର୍ଚ୍ଚାରେ ଫଳ ଦୋକାନୀ: କଦଳୀ ଝୁଲାଇ ବୋର୍ଡରେ ଲେଖିଲେ ଏମିତି

ଚେନ୍ନାଇ,୨୩।୫: ଦେଶରେ କରୋନାର ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସାମ୍ନା କରିବାକୁ ପଡୁଛି। କରୋନା ଯୋଗୁ ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌...

ଯୋଗୀ ୧ ନମ୍ବର ମୁଖ୍ୟମନ୍ତ୍ରୀ, ଚତୁର୍ଥରେ ନବୀନ

ନୂଆଦିଲ୍ଲୀ,୨୪ା୧:ଇଣ୍ଡିଆ ଟୁଡେ ମୁଡ୍‌ ଅଫ୍‌ ଦି ନେଶନ ପକ୍ଷରୁ ଜାନୁୟାରୀରେ କରାଯାଇଥିବା ସର୍ଭେ ଅନୁଯାୟୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ଭାବେ...

‘ବୈଜ୍ଞାନିକ ଗବେଷଣା ନିର୍ଦ୍ଦେଶ ଅନୁସାରେ କରାଯିବା ଅନୁଚିତ’

ନୂଆଦିଲ୍ଲୀ,୪।୭: ମହାମାରୀ କରୋନା ଭୂତାଣୁକୁ ରୋକିବା ଲାଗି ପ୍ରସ୍ତୁତ କରାଯାଉଥିବା ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ସିପିଏମ୍‌ ମହାସଚିବ ସୀତାରାମ ୟେଚୁରୀ କହିଛନ୍ତି, ଭାରତୀୟ...

୧୫୦ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଏଏପି…

ଲକ୍ଷ୍ନୌ, ୧୬।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ପକ୍ଷରୁ ୧୫୦ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଉତ୍ତରପ୍ରଦେଶ ପ୍ରଭାରୀ ଏବଂ...

ପୁଣି ଅଶାନ୍ତ ଜାମିଆ ପରିସର

ନୂଆଦିଲ୍ଲୀ,୩।୨: ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ବିଳମ୍ବିତ ରାତିରେ ପୁଣି ଗୁଳି ଫୁଟିଛି। ଫଳରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।...

କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ...

ସୁନ୍ଦରପଦା, ଯଦୁପୁରରୁ ହଟିଲା ଆବଦ୍ଧାଞ୍ଚଳ କଟକଣା

ଭୁବନେଶ୍ୱର, ୧୩ା୪(ବ୍ୟୁରୋ): ଭୁବନେଶ୍ୱରର ଦୁଇଟି ଅଞ୍ଚଳ ସୁନ୍ଦପରଦା ଓ ଯଦୁପୁର-ବେଗୁନିଆରୁ କଣ୍ଟେନ୍‌ମେଣ୍ଟ ଅଞ୍ଚଳ ବା ଆବଦ୍ଧାଞ୍ଚଳ କଟକଣା ହଟଛି। ସମ୍ପୃକ୍ତ ଅଞ୍ଚଳରେ ନିୟୋଜିତ ଡାକ୍ତରୀ ଟିମ୍‌ଙ୍କ...

Advertisement
Archives

Model This Week