Posted inଜାତୀୟ

ଦିଲ୍ଲୀରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ: ମୋଦି, ସୋନିଆଙ୍କୁ କରିବେ ସାକ୍ଷାତକାର

ନୂଆଦିଲ୍ଲାୀ,୨୧।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବେସେନା ମୁଖ୍ୟ ଉଦ୍ଧବ ଠାକରେ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟକ୍ରମ ଅନୁସାରେ ଉଦ୍ଧବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନମୂଳକ ସାକ୍ଷାତକାର କରିବେ। ମୋଦିଙ୍କୁ ଭେଟିବା ପରେ ଦିଲ୍ଲୀ ସଫଦରଜଙ୍ଗ ଲେନ୍‌-୧୫ରେ ଥିବା ଶିବସେନାର ମୁଖପାତ୍ର ସଞ୍ଜୟ ରାଉତଙ୍କ ସରକାରୀ ବାସଭବନରେ ଉଦ୍ଧବ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରିବେ। ଏନେଇ ସଞ୍ଜୟ ରାଉତ ଟୁଇଟ କରି ସୂଚନା ଦେଇଛନ୍ତି। ଏହାପରେ ସେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ଭାଜପାର ବରିଷ୍ଠ ନେତାଙ୍କୁ ଲାଲକୃଷ୍ଣ ଆଡଭାନୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ହେବା ପରେ ଉଦ୍ଧବଙ୍କ ଏହା ପ୍ରଥମ ଦିଲ୍ଲୀ ଗସ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌ଏଫ୍‌ର ଆଉ ୩୭ ଯବାନ କରୋନା ପଜିଟିଭ

ନୂଆଦିଲ୍ଲୀ,୪।୫: ତ୍ରିପୁରାରେ ବର୍ଡର ସୁକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଆଉ ୩୭ ଜଣ ଯବାନ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଏବେ ବିଏସ୍‌ଏଫ୍‌ର ମୋଟ ୫୪ ଯବାନ କରୋନା...

ତ୍ରିପୁରା ବିଧାନସଭା ନିର୍ବାଚନ ୨୦୨୩: କଂଗ୍ରେସ ୧୭ ଆସନ ଲାଗି ପ୍ରାର୍ଥୀ ତାଲିକା ଘୋଷଣା କଲା…

ଅଗରତାଲା,୨୮।୧ : ତ୍ରିପୁରା ବିଧାନସଭା ନିର୍ବାଚନ ୨୦୨୩ ପାଇଁ ୧୭ ଜଣ ପ୍ରାର୍ଥୀଙ୍କ ତାଲିକା କଂଗ୍ରେସ ଘୋଷଣା କରିଛି। ସୁଦୀପ ରୟ ବର୍ମନ ଅଗରତାଲାରୁ ପ୍ରତିଦ୍ୱନ୍ଦ୍ୱିତା...

ରାହୁଲ ଗାନ୍ଧୀଙ୍କ ଭାବନା ସାଇବାବାଙ୍କ ସହ ସମାନ, ତାଙ୍କୁ ଆଶୀର୍ବାଦ ମିଳିବ: ରବର୍ଟ ଭଦ୍ରା

ଅହମଦନଗର,୩୧ ।୧୦: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ୱାମି ତଥା ବିଜନେସମ୍ୟାନ ରବର୍ଟ ଭଦ୍ରା ରବିବାର ଏକ ବଡ ବୟାନ ଦେଇଛନ୍ତି । ସେ...

କରୋନା ଭାଇରସ ପାଇଁ ଟିକା ନୁହେଁ ଯଥେଷ୍ଟ: ସାର୍ସ-ମର୍ସଠାରୁ ଅଧିକ ବେଗରେ ହେଉଛି ସଂକ୍ରମଣ!

ନୂଆଦିଲ୍ଲୀ,୨୫।୪: କରୋନା ଭାଇରସର ଚିକିତ୍ସା ପାଇଁ ଏବେ ସାରା ବିଶ୍ୱର ବିକାଶଶୀଳ ଦେଶ ଗବେଷଣାରେ ଲାଗି ପଡିଛନ୍ତି। ଏହାର ଭ୍ୟାକସିନ୍‌ ଓ ଔଷଧ ପ୍ରସ୍ତୁତି ଯେତେଶୀଘ୍ର...

ଦୁଇ ଥର ଅଲିମ୍ପିକ୍ସ ପଦକଧାରୀଙ୍କୁ ଖୋଜୁଛି ପୋଲିସ

ନୂଆଦିଲ୍ଲୀ, ୧୦।୫- ଦୁଇ ଥର ଅଲିମ୍ପିକ୍ସ ପଦକ ବିଜେତା କିମ୍ବଦନ୍ତୀ ରେସଲର ସୁଶୀଲ କୁମାରଙ୍କ ବିରୋଧରେ ଲୁକଆଉଟ୍‌ ନୋଟିସ ଜାରି କରିଛି ଦିଲ୍ଲୀ ପୋଲିସ। ଦିଲ୍ଲୀର...

୫ ବର୍ଷରେ ୩୦୭ ସିଆର୍‌ପିଏଫ୍‌-ଆସାମ ରାଇଫଲ୍ସ ଯବାନ ହୋଇଛନ୍ତି ଶହୀଦ୍‌…

ନୂଆଦିଲ୍ଲୀ,୨୦।୭ : ଗତ ୫ ବର୍ଷ ମଧ୍ୟରେ ୩୦୭ ଜଣ ସିଆର୍‌ପିଏଫ୍‌ ଏବଂ ଆସାମ ରାଇଫଲ୍ସ ଯବାନ ଶହୀଦ ହୋଇଛନ୍ତି। ଏନେଇ ରାଜ୍ୟ ସଭାରେ ଏକ...

୭ ରାଜ୍ୟରେ ୪୩ ପୋଲ: ସୀମାରେ ଶୀଘ୍ର ପହଞ୍ଚିବ ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୨୪।୯: ଏଲ୍‌ଏସିରେ ଏଣିକି ଭାରତୀୟ ଯବାନଙ୍କ ପାଖରେ ଶୀଘ୍ର ଆବଶ୍ୟକ ସହାୟତା ତଥା ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଅରୁଣାଚଳଠାରୁ ଲଦାଖ ମଧ୍ୟରେ ସଡ଼କ ପଥର ବିକାଶ...

ଭୋଟ ଗଣନା ବେଳେ ଲାଠିଚାର୍ଜ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଫଳାଫଳର ଚିତ୍ର ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଗରିଷ୍ଠତା ସହ ସରକାର...

Advertisement
Archives

Model This Week