ଦିଲ୍ଲୀରେ ବଢୁଛି କରୋନା ମୃତକଙ୍କ ସଂଖ୍ୟା: ଅନ୍ତିମ ସଂସ୍କାର ପାଇଁ କବରସ୍ତାନରେ ସ୍ଥାନର ଅଭାବ

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣ ଯୋଗୁ ଦିଲ୍ଲୀରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ କବରସ୍ତାନରେ ସ୍ଥାନର ଅଭାବ ଦେଖାଦେଇଛି। ସ୍ଥାନୀୟ ଜଦିଦ୍‌ କବରସ୍ତାନରେ ଗତ ଅଢ଼େଇମାସ ମଧ୍ୟରେ ସର୍ବାଧିକ ମୃତକଙ୍କ ଅନ୍ତିମ ସଂସ୍କାର କରାଯାଇଛି। ଏଠାରେ ମୁଖ୍ୟତଃ ପୁରୁଣା ଦିଲ୍ଲୀ ବାସିନ୍ଦାଙ୍କର ଅନ୍ତିମ ସଂସ୍କାର କରାଯାଇଥାଏ। କରୋନା ମୃତକଙ୍କୁ ସହରର ବିଭିନ୍ନ ସ୍ଥାନରୁ ଏଠାକୁ ଅଣାଯାଉଛି। କବରସ୍ତାନର ୪୫ ଏକର ଜମି ମଧ୍ୟରୁ କରୋନା ମୃତକଙ୍କ ପାଇଁ ୫ ବିଘା ଅଲଗା କରାଯାଇଛି। ତେବେ ଇତିମଧ୍ୟରେ ୫ ବିଘା ମଧ୍ୟରୁ ୭୫ ପ୍ରତିଶତ ପୂରଣ ହୋଇସାରିଥିବା ଏଠାରେ କବର ଖୋଳିକା କାମ କରୁଥିବା ମହମ୍ମଦ ଶମିମ୍‌ କହିଛନ୍ତି। ସେ ନିଜେ ୩୦୦ ମୃତକଙ୍କୁ କବର ଦେଇଛନ୍ତି। ପ୍ରଥମେ ଏଠାରେ କରୋନା ସଂକ୍ରମିତଙ୍କୁ କବର ଦେବା ଳାଗି ମନା କରାଯାଇଥିଲା। ଡାକ୍ତରମାନେ ବୁଝାଇଥିଲେ। ଏହାପରେ ଶମିମ୍‌ ଏପରି କରିବାକୁ ଅଣ୍ଟା ଭିଡ଼ିଥିଲେ। ଲକ୍‌ଡାଉନ୍‌ ଖୋଲିବା ପରେ ଏଠାକୁ ପ୍ରତିଦିନ ୧୦ରୁ ୧୨ ମୃତ ଦେହକୁ ଅନ୍ତିମ ସଂସ୍କାର ପାଇଁ ଅଣାଯାଉଛି। ଗତ ୩ ପିଢ଼ି ଧରି ତାଙ୍କ ବଂଶ ଏଭଳି କବର ଖୋଳିବା କାମ କରୁଥିବା ଶମିମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତ୍ର ୯ରୁ ଭୋର୍‌ ୫: ଘରୁ ବାହାରିବା ମନା

ଚଣ୍ଡିଗଡ଼,୧୮।୩: ପଞ୍ଜାବରେ କରୋନା ସଂକ୍ରମଣ ବଢ଼ିଚାଲିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ହଜାର ୪୫...

ଫଡ଼ନଭିସଙ୍କ ଫୋନ୍‌ ଟାପିଂ ମାମଲାର ହେବ ସିବିଆଇ ଯାଞ୍ଚ୍‌, ଶିନ୍ଦେ ସରକାରଙ୍କ ନିର୍ଦ୍ଦେଶ…

ମୁମ୍ବାଇ, ୨୩।୭ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ସରକାର ରାଜ୍ୟ ପୋଲିସକୁ ଦୁଇଟି ମାମଲାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରିବା ଲାଗି ନିର୍ଦ୍ଦେଶ...

‘ପ୍ରସ୍ତୁତ ହୁଅନ୍ତୁ, ଖୁବଶୀଘ୍ର ଆରମ୍ଭ ହେବ ନିଯୁକ୍ତି ପ୍ରକ୍ରିୟା’

ନୂଆଦିଲ୍ଲୀ,୧୭।୫: କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଆରମ୍ଭ କରିବାକୁ ଘୋଷଣା କରାଯାଇଛି। ଏହି ଯୋଜନା...

ଏଣିକି ଟ୍ରେନରେ ଖାଦ୍ୟ ହେବ ମହଙ୍ଗା

ମୁମାଇ,୧୫।୧୧: ଟ୍ରେନରେ ଯାତ୍ରା କରିବା ସମୟରେ ଏବେ ଚା’ ଜଳଖିଆ ଓ ଭୋଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ରେଲୱେ ବୋର୍ଡର ପର୍ଯ୍ୟଟନ ଓ...

ପ୍ରଥମଥର ଏମ୍‌ପି ହୋଇଥିବା ନକୁଲ ନାଥଙ୍କୁ ସଂସଦ ପର୍ଯ୍ୟନ୍ତ ଛାଡିବାକୁ ଆସିଲେ ବାପା

ନୂଆଦିଲ୍ଲୀ,୧୭।୬: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଓ ତାଙ୍କ ପୁଅ ନକୁଲ ନାଥ ସୋମବାର ସଂସଦ ଭବନ ପହଞ୍ଚିଥିଲେ। ନକୁଳ ନାଥ ୧୭ତମ ଲୋକ ସଭା...

ପୋଲିସ କର୍ମଚାରୀଙ୍କୁ ସିପିଙ୍କ ଟାର୍ଗେଟ: ଏଣିକି ଫିଟ୍‌ନେସ୍‌ ନଥିଲେ ଅବସର !

ଭୁବନେଶ୍ୱର,୧୭।୭(ବ୍ୟୁରୋ): କମିଶନରେଟ ପୋଲିସର ସମସ୍ତ କର୍ମଚାରୀଙ୍କୁ ଦିଆଗଲା ଫିଟ୍‌ନେସ୍‌ ଟାର୍ଗେଟ। ଏନେଇ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଶୁକ୍ରବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ସେ କହିଛନ୍ତି, ଏକ...

ପରିଜନଙ୍କୁ ଶେଷଥର ସାକ୍ଷାତ୍‌ କରିବାକୁ ନିର୍ଭୟା ଦୋଷୀଙ୍କୁ ଅନୁମତି ଦେଲେ ଜେଲ ପ୍ରଶାସନ

ନୂଆଦିଲ୍ଲୀ,୨୨।୨: ବହୁ ଚର୍ଚ୍ଚିତ ନିଭୟା ଗଣବଳାତ୍କାର ମାମଲାର ୪ ଦୋଷୀ ଏବେ ଫାଶୀଦଣ୍ଡ ପାଇଁ ଦିନ ଗଣୁଛନ୍ତି। ଆସନ୍ତା ମାର୍ଚ୍ଚ ୩ ସକାଳ ୬ଟାରେ ଏମାନଙ୍କୁ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୫ ଜୀବନ

ଜୟପୁର,୧।୧: ରାଜସ୍ଥାନର ହନୁମାଗଡରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ କାର ଏବଂ ଟ୍ରଲି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ...

Advertisement
Archives

Model This Week