ଦିଲ୍ଲୀରେ ବସିବ ଜେଜେପିର ବୈଠକ

ନୂଆଦିଲ୍ଲୀ,୨୫।୧୦: ହରିୟାଣା ବିଧାନସଭା ନିର୍ବାଚନର ଫଳାଫଳ ପରେ ଏବେ କିଏ ସରକାର ଗଢିବ ତା’ ଉପରେ ସମସ୍ତଙ୍କ ନଜର। କାରଣ ଏଠି କାହାକୁ ସଂଖ୍ୟା ଗରିଷ୍ଠତା ମିଳି ନ ଥିବାରୁ ଏବେ କେନ୍ଦ୍ର ଶାସିତ ଭାଜପା ଓ ବିରୋଧୀ କଂଗ୍ରେସର ନଜର ଜନନାୟକ ଜନତା ପାର୍ଟି(ଜେଜେପି) ଓ ସ୍ବାଧିନ ପ୍ରାର୍ଥୀଙ୍କ ଉପରେ। ଏବେ ଜେଜେପି କାହାକୁ ସମର୍ଥନ କରିବ ତାହା ମଧ୍ୟ ବଡ ପ୍ରଶ୍ନ। କାରଣ ଉଭୟ ପଟୁ ଜେଜେପିକୁ ନିମନ୍ତ୍ରଣ ମିଳିଥିବା ବେଳେ ତାହା ନିର୍ଭର କରୁଛନ୍ତି ଦଳ ମୁଖିଆ ଦୁଷ୍ୟନ୍ତ ଚୌତାଲାଙ୍କ ଉପରେ। ଦଳ ପକ୍ଷରୁ ଶୁକ୍ରବାର ଦଳୀୟ କାର୍ଯ୍ୟାଳୟରେ ବିଧାୟକମାନଙ୍କ ସହ ଚୌତାଲା ବିଜୟର ଖୁସି ମନାଇଥିବା ବେଳେ ଦିଲ୍ଲୀରେ ଶୁକ୍ରବାର ଦଳର ଜାତୀୟ କାର୍ଯ୍ୟକାରୀ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଏହାପରେ ହୁଏତ ଜେଜେପି କାହାକୁ ସମର୍ଥନ କରିବ ତାହା ସ୍ପଷ୍ଟ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri