Posted inଜାତୀୟ

ଦିଲ୍ଲୀରେ ‘ବିଟିଂ ଦ ରିଟ୍ରିଟ୍‌’ ଉତ୍ସବ ସମାପନ

ନୂଆଦିଲ୍ଲୀ,୨୯।୧: ଦିଲ୍ଲୀର ରାଜପଥରେ ବୁଧବାର ସନ୍ଧ୍ୟାରେ ‘ବିଟିଂ ଦ ରିଟ୍ରିଟ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ରାଇସିନା ରୋଡ୍‌ସ୍ଥିତ ରାଷ୍ଟ୍ରପତି ଭବନ ସାମ୍ନାରେ ଏହାର ପ୍ରଦର୍ଶନ ସହ ୭୧ତମ ସାଧାରଣତନ୍ତ୍ର ଦିବସ ମଧ୍ୟ ଶେଷ ହୋଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଯୋଗଦେଇଥିଲେ। ସାଧାରଣତନ୍ତ୍ର ଦିବସର ୪ ଦିନ ପରେ ରାଜପଥରେ ସ୍ଥଳ ସେନା, ବାୟୁସେନା ଓ ନୌସେନା ପାରମ୍ପରିକ ବ୍ୟାଣ୍ଡ୍‌ର ତାଳେ ତାଳେ ମାର୍ଚ୍ଚପାଷ୍ଟ କରିଥିଲେ।

ସୂଚନାଯୋଗ୍ୟ, ସାଧାରଣତନ୍ତ୍ର ଦିବସ ପରେ ପ୍ରତି ବର୍ଷ ଜାନୁୟାରୀ ୨୯କୁ ‘ବିଟିଂ ଦ ରିଟ୍ରିଟ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ। ପ୍ରତିବର୍ଷ ୩ସେନା ରାଜପଥରେ ‘ବିଟିଂ ଦ ରିଟ୍ରିଟ’ କରିବା ପରେ ନିଜ କ୍ୟାମ୍ପ୍‌କୁ ଫେରିବା ସହ ଜାତୀୟ ପତାକାକୁ ଅବତରଣ କରିଥାନ୍ତି। ଏହା ସାଧାରଣତନ୍ତ୍ର ଦିବସ ଆୟୋଜନର ଔପଚାରିକ ଶେଷ ବୋଲି କୁହାଯାଏ। ଏହି ପରମ୍ପରା ଦୀର୍ଘ ଶହେ ବର୍ଷ ପୂର୍ବରୁ ପ୍ରଚଳିତ ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri