ଦିଲ୍ଲୀରେ ସଙ୍କଟ: ନୂଆ ୧୮୬ କରୋନା ସଂକ୍ରମିତଙ୍କଠାରେ ନ ଥିଲା ପୂର୍ବରୁ କୌଣସି ଲକ୍ଷଣ

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ସଂକ୍ରମଣର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଦେଶରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହାରରେ କେତେକ ରାଜ୍ୟରେ ହ୍ରାସ ପରିଲକ୍ଷିତ ହେବାରେ ଲାଗିଛି। ତେବେ ଇତିମଧ୍ୟରେ ଦିଲ୍ଲୀରେ ନୂଆ ସଙ୍କଟ ଦେଖାଦେଇଛି। ଏଠାରେ ୧୮୬ ନୂଆ କରୋନା ସଂକ୍ରମିତଙ୍କଠାରେ ପୂର୍ବରୁ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥିଲା। ମାତ୍ର ପରେ ସେମାନଙ୍କ ନମୁନା ପରୀକ୍ଷାରୁ କରୋନା ପଜିଟିଭ୍‌ ରିପୋର୍ଟ ମିଳିଥିଲା। ଏହାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଚିନ୍ତା ମଧ୍ୟ ବଢ଼ିବାରେ ଲାଗିଛି। ସେ କହିଛନ୍ତି ଯେ, ଲକ୍‌ ଡାଉନ୍‌ ଯୋଗୁ ଲୋକଙ୍କ ପାଇଁ ଅସୁବିଧା ତ ନିଶ୍ଚିତ ହେଉଛି। ତେବେ ଏହା ସଂକ୍ରମଣ କମାଇବାରେ ମଧ୍ୟ ବିଶେଷ ଉପଯୋଗୀ ହେଉଛି। ଏହା ହୋଇ ନ ଥିଲେ ଏବେ ଅଧିକ ସଂଖ୍ୟକ ସଂକ୍ରମିତଙ୍କୁ ହସ୍ପିଟାଲରେ ଦେଖିବାକୁ ମିଳିଥାନ୍ତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଲାଜ ଲାଗୁନି…’, କଙ୍ଗନାଙ୍କ ମୁଣ୍ଡକୁ ଉଠିଗଲା ରାଗ: ଅଧିକାରୀଙ୍କୁ ମନ ଇଚ୍ଛା ଶୁଣାଇଦେଲେ

ମଣ୍ଡି,୮।୯: ହିମାଚଳ ପ୍ରଦେଶର ମଣ୍ଡିରୁ ଭାଜପା ସାଂସଦ କଙ୍ଗନା ରାଣାୱତ ଜିଲା ବିକାଶ ସମନୱୟ ଓ ନିରୀକ୍ଷଣ କମିଟି (ଦିଶା) ବୈଠକରେ ଅଧିକାରୀଙ୍କ କାର୍ଯ୍ୟଶୈଳୀକୁ ନେଇ କଡ଼ା…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri