Posted inଜାତୀୟ

ଦିଲ୍ଲୀରେ ସିଲିଣ୍ଡର ବ୍ଲାଷ୍ଟ: ୪ଆହତ

ନୂଆଦିଲ୍ଲୀ,୧୪।୧: ଗତ କିଛି ଦିନରୁ ଦିଲ୍ଲୀରେ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସୁଛି। ଇତିମଧ୍ୟରେ ପଶ୍ଚିମ ଦିଲ୍ଲୀର ଉତ୍ତମ ନଗର ଅଞ୍ଚଳର ଏକ ଘରେ ସିଲିଣ୍ଡର ବ୍ଲାଷ୍ଟ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ୪ଜଣ ଆହତଙ୍କ ମଧ୍ୟରେ ଜଣେ ୧୪ବର୍ଷର ନାବାଳିକା ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ ୪ଜଣ ଘରେ ଥିବା ବେଳେ ହଠାତ୍‌ ଏଲ୍‌ପିଜି ସିଲିଣ୍ଡର ବ୍ଲାଷ୍ଟ ହୋଇଥିଲା। ଏହି ଅଗ୍ନିକାଣ୍ଡରେ ୪ଜଣ ଜଳିଯାଇଥିଲେ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ ଦିନଦୟାଲ ଉପାଧ୍ୟାୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଆହତ ପପୁ(୪୨)ଙ୍କ ଶରୀର ଓ ବାବୁଲାଲ(୪୦)ଙ୍କ ଶରୀର ୨୫ ପ୍ରତିଶତ ଜଳିଯାଇଛି। ସେହିପରି ରାଜେନ୍ଦ୍ର(୪୦)ଙ୍କ ଶରୀର ୪୦ପ୍ରତିଶତ ଜଳିଯାଇଥିବା ବେଳେ ଆରତୀ (୧୪)ଙ୍କ ଶରୀର ୧୦ ପ୍ରତିଶତ ଜଳିଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହରିବଂଶଙ୍କୁ ଏନ୍‌ଡିଏର ସମର୍ଥନ

ନୂଆଦିଲ୍ଲୀ, ୧୦।୯(ପି.ଟି.): ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏନ୍‌ଡିଏ ଏବଂ ବିରୋଧି ମେଣ୍ଟ ମଧ୍ୟରେ ଏବେ ଅଙ୍କକଶା ଜୋର...

ଗୁଜରାଟ ଦଙ୍ଗା ପରେ ମୋଦିଙ୍କୁ ବରଖାସ୍ତ କରିବାକୁ ଚାହୁଁଥିଲେ ବାଜପେୟୀ: ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୧୧ା୫: ଗୁଜରାଟ ଦଙ୍ଗା ପରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବରଖାସ୍ତ କରିବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଚାହୁଁଥିଲେ। ଏନେଇ ପୂର୍ବତନ...

ଆଜି ଦେଶରେ ୨,୬୨୮ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ଦୁଇ ହଜାରେ ତଳେ ଉପରେ ରହୁଛି।...

ମୁଖ୍ୟମନ୍ତ୍ରୀଙ୍କ ଖସିଗଲା ଗୋଡ଼

ଡେରାଡୁନ୍‌,୧୯।୪: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏକ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅବସରରେ ହଠାତ୍‌ ତାଙ୍କ ପାଦ...

ସିଏଏ ଶୁଣାଣି ଅକ୍ଟୋବର ୩୧ରେ

ନୂଆଦିଲ୍ଲୀ,୧୨।୯: ନାଗରିକତ୍ୱ (ସଂଶୋଧନ) ଆଇନ (ସିଏଏ)ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକର ଶୁଣାଣି ଅକ୍ଟୋବର ୩୧ରେ କରିବାକୁ ସୋମବାର ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି।...

ବେଆଇନ ଗୋରୁ ଚାଲାଣ ମାମଲାରେ ପ୍ରାଣୀଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ଗାଡ଼ି ମାଲିକ : ହାଇକୋର୍ଟ…

ମୁମ୍ବାଇ,୨୯।୧୨ : ବମ୍ବେ ହାଇକୋର୍ଟ କହିଛନ୍ତି ଯେ ବେଆଇନ ଗୋରୁ ଚାଲାଣ ମାମଲାରେ ବିଚାର ଶେଷ ନହେବା ପର୍ଯ୍ୟନ୍ତ ପ୍ରାଣୀଙ୍କର ପରିବହନ, ଚିକିତ୍ସା ତଥା ଯତ୍ନ...

ନିଆଁ ଲାଗିବା ପରେ ଭୁଶୁଡିଲା କାନ୍ଥ: ଉଦ୍ଧାର ବେଳେ ୨ ଦମକଳ କର୍ମଚାରୀ ମୃତ

ଶ୍ରୀନଗର,୧୨।୨: ଜମ୍ମୁର ତାଲାବ ତିଲୋ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବିଲଡିଂରେ ନିଆଁ ଲାଗିବା ପରେ ଏହାର କାନ୍ଥ ଭୁଶୁଡିପଡ଼ିଛି। ଏଥିରେ ୨ଦମକଳ କର୍ମଚାରୀଙ୍କ...

ସଦସ୍ୟଙ୍କଠାରୁ ୫୦ ଲକ୍ଷ ବିଶ୍ୱସ୍ତତା ସତ୍ୟପାଠ ମାଗିଲେ ଉଦ୍ଧବ…

ମୁମ୍ବାଇ,୨୧।୭ : ଶିବସେନାର ବିଧାୟକ ଏବଂ ଏମ୍‌ପିମାନେ ଉଦ୍ଧବ ଠାକରେଙ୍କଠାରୁ ଦୂରେଇବାରେ ଲାଗିଛନ୍ତି। ଏପରିସ୍ଥଳେ ଉଦ୍ଧବ ଦଳର ସଦସ୍ୟଙ୍କ ଉପରେ ଭରସା କରିବା ଆରମ୍ଭ କରିଛନ୍ତି।...

Advertisement
Archives

Model This Week