Posted inଜାତୀୟ

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାହୁଲ

ନୂଆଦିଲ୍ଲୀ,୨୦।୭: ଦୀର୍ଘ ୧୫ ବର୍ଷ କାଳ ଦିଲ୍ଲୀର ଶାସନ ଭାର ସମ୍ଭାଳିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦୀକ୍ଷିତଙ୍କ ବିୟୋଗରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୋକ ପ୍ରକାଶ କରିଛନ୍ତି। ରାହୁଲ ଟୁଇଟ୍‌ କରି ଲେଖିଛନ୍ତି କଂଗ୍ରେସ ତା’ର ଗେଲ୍ଲା ଝିଅକୁ ହରାଇଲା। ତାଙ୍କ ସହ ରାହୁଲ ଖୁବ୍‌ ଘନିଷ୍ଠ ଥିବା ସେ ଉଲ୍ଲେଖ କରିଛନ୍ତି। କେବଳ ରାହୁଲ ନୁହେଁ କଂଗ୍ରେସ ଦଳ ମଧ୍ୟ ଶିଲାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛି। ଦଳ ଜଣେ ଟାଣୁଆ ନେତାଙ୍କୁ ହରାଇଲା। ତେବେ ଦଳ ତାଙ୍କ ପରିବାର ସହ ସବୁବେଳେ ଅଛି ବୋଲି ଟୁଇଟ୍‌ କରି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକାରୁ ଚଣ୍ଡିଗଡ଼ ଆସିଥିବା ଜଣେ ବ୍ୟକ୍ତି କରୋନା ସଂକ୍ରମିତ

ଚଣ୍ଡିଗଡ଼,୩୦ ।୧୧: ଦକ୍ଷିଣ ଆଫ୍ରିକାରୁ ଭାରତ ଫେରିଥିବା ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ବ୍ୟକ୍ତି ଜଣକ ତାଙ୍କ...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ମୃତ୍ୟୁ ସଖ୍ୟା ୨ ହଜାର ଟପିଲା

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ଅଢେଇ ଲକ୍ଷରୁ ଅଧିକ ନୂତନ...

କୃଷି ଆଇନ-କୃଷକ ଆନ୍ଦୋଳନକୁ ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ ।୧: ମୋଦି ସରକାରଙ୍କନୂଆ କୃଷି ଆଇନକ ପ୍ରତ୍ୟାହାର ଦାବିରେ ପ୍ରାୟ ୪୭ ଦିନ ହେବ ବିଭିନ୍ନ ରାଜ୍ୟର କୃଷକ ଦିଲ୍ଲୀ ସୀମାରେ ଆନ୍ଦୋଳନ ଜାରି...

ଫାଇଜର କୋଭିଡ୍‌ ଟିକା ୯୦% ପ୍ରଭାବୀ

ନୂଆଦିଲ୍ଲୀ, ୧୦।୧୧: ଆମେରିକୀୟ ଫାର୍ମା କମ୍ପାନୀ ଫାଇଜର ଏବଂ ଜର୍ମାନ ସହଯୋଗୀ ବାୟୋଏନ୍‌ଟେକ୍‌ ମିଳିତ ଭାବେ ପ୍ରସ୍ତୁତ କରିଥିବା କୋଭିଡ୍‌-୧୯ ଟିକା ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ...

ଜାନୁୟାରୀ ୧୦ରେ ଚଳିତ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ଲାଗୁ ହେବନି ସୁତକ

ନୂଆଦିଲ୍ଲୀ,୭।୧: ଚଳିତ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ ଜାନୁୟାରୀ ୧୦ ତାରିଖ ମଧ୍ୟ ରାତ୍ରରେ ହେବ। ତେବେ ଏହା ଉପଛାୟା ଯୋଗୁ ହେଉଥିବାରୁ ଏହା ଭାରତରେ...

ଦରକାର ନାହିଁ ଜେଡ ସୁରକ୍ଷା: ଅସଦୁଦ୍ଦିନ

ନୂଆଦିଲ୍ଲୀ,୪ ।୨: ଏଆଇଏମଆଇଏମ୍ ଅଧ୍ୟକ୍ଷ ଓ ଏମ୍‌ପି ଅସଦୁଦ୍ଦିନ ଓୱାଇଇସି ଉତ୍ତର ପ୍ରଦେଶର ହାପୁଡରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଶୁକ୍ରବାର ଲୋକ ସଭାରେ...

୨୨ରେ କଂଗ୍ରେସ କାର୍ଯ୍ୟକାରୀ କମିଟିର ବୈଠକ

ନୂଆଦିଲ୍ଲୀ,୨୦।୧: ଆସନ୍ତା ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡ୍‌ବ୍ଲ୍ୟୁସି)ର ବୈଠକ । ଏହି ବୈଠକରେ ଦଳର ସାଂଗଠନିକ ନିର୍ବାଚନ ଲାଗି...

୩.୫ କୋଟି ରେଜିଷ୍ଟ୍ରେଶନ୍‌: ୨ ପ୍ରତିଶତରୁ କମ୍‌ ନେଇଛନ୍ତି ପ୍ରଥର ଡୋଜ୍‌ ଟିକା

ନୂଆଦିଲ୍ଲୀ,୩୦।୪:ସାରା ଦେଶରେ ୧୮ରୁ ୪୪ ବୟସ୍କ ପର୍ଯ୍ୟନ୍ତ ଲୋକଙ୍କୁ ଟିକାକରଣ କାର୍ଯ୍ୟକ୍ରମ ମେ ୧ରୁ ଆରମ୍ଭ କରାଯାଇଛି। ଗତ ଏପ୍ରିଲ ୨୮ରୁ ଟିକା ରେଜିଷ୍ଟ୍ରେଶନ ପ୍ରକ୍ରିୟା...

Advertisement
Archives

Model This Week