Posted inଜାତୀୟ

ଦିଲ୍ଲୀର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଟକ

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଦିଲ୍ଲୀର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅନିଲ ଚୌଧୁରୀଙ୍କୁ ରବିବାର ପୋଲିସ ଅଟକ ରଖିଛି। ପୋଲିସର ସୂଚନା ଅନୁଯାୟୀ, ଅନିଲ ଦିଲ୍ଲୀରୁ ଶ୍ରମିକଙ୍କୁ ନିଜ ଗାଡିରେ ନେଇ ଦିଲ୍ଲୀ-ଉତ୍ତରପ୍ରଦେଶ ସୀମାରେ ଥିବା ଗାଜିପୁରରେ ଶନିବାର ଓ ରବିବାର ପହଞ୍ଚାଇଥିଲେ। ଏହି ସମୟରେ ସେ ପୋଲିସର ନିୟମକୁ ମଧ୍ୟ ବେଖାତିର କରିଥିଲେ। ଏହାପରେ ଗାଜିପୁରରେ ଶ୍ରମିକଙ୍କର ଭିଡ ହେବା ସହ ସୋସିଆଲ ଡିଷ୍ଟାନସିଂର ଖୋଲାଖୋଲି ଉଲ୍ଲଂଘନ କରାଯାଇଥିଲା ବୋଲି ପୋଲିସ କହିଛି। ଏହି ଅଭିଯୋଗରେ ଏବେ ପୋଲିସ ଅନିଲଙ୍କୁ ଅଟକ ରଖିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିତାଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ଯୋଗୀ

ଲକ୍ଷ୍ନୌ,୨୦।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପିତା ଆନନ୍ଦ ସିଂ ବିଷ୍ଟଙ୍କର ସୋମବାର ୮୯ ବର୍ଷ ବୟସରେ ପରଲୋକ ହୋଇଛି। ସେ ଦିଲ୍ଲୀର ଅଲ୍‌ ଇଣ୍ଡିଆ...

କ୍ୟାବିନେଟ ବୈଠକରେ ଯୋଗଦେଲେନି ସିଦ୍ଧୁ

ଅମୃତସର, ୬।୬: ଭାଜପା ଛାଡି କଂଗ୍ରେସ ଯୋଗ ଦେବା ପରେ ନବଜୋତ ସିଂ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ପଞ୍ଜାବ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିବା...

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୨।୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ତ୍ରାଲ୍‌ରେ ରବିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। କିଛି ଆତଙ୍କବାଦୀ...

ଭାରତ ଆସିବେନି ଇସ୍ରାଏଲ ପ୍ରଧାନମନ୍ତ୍ରୀ: ୫ ଦିନ ପୂର୍ବରୁ ବାତିଲ କଲେ ଯାତ୍ରା

ନୂଆଦିଲ୍ଲୀ,୩।୯: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନ୍‌ୟାମିନ୍‌ ନୋତାନେହୁଙ୍କ ଭାରତ ଗସ୍ତ ବାତିଲ ହୋଇଛି। ଯାତ୍ରାର ୫ ଦିନ ପୂର୍ବରୁ ଏହାକୁ ବାତିଲ କରାଯାଇଥିବା ନେଇ ଜଣାପଡ଼ିଛି। ମଙ୍ଗଳବାର...

ଚୋକ୍‌ସି, ମାଲ୍ୟାଙ୍କ ସମେତ ଖିଲାପକାରୀଙ୍କୁ ଋଣ କ୍ଷମା

ନୂଆଦିଲ୍ଲୀ,୨୯।୪: ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଅନାଦାୟ ଋଣ(ଏନ୍‌ପିଏ) ସ୍ତର ବଢ଼ିବା ଆଶଙ୍କା ରହିଛି। ଏଭଳି ସ୍ଥଳେ ବୃହତ୍‌ ପରିମାଣର ଋଣ ନେଇ ପରିଶୋଧ କରି...

ଆଳୁ ଚାଷୀଙ୍କ ଭୋକିଲା ପେଟରେ ପେପ୍ସିକୋର ଆଇନ ଛାଟ: ଚିପ୍ସ୍‌ରେ ବ୍ୟବହୃତ କିସମ ପାଇଁ ମାଗିଲା କ୍ଷତିପୂରଣ

ଅହମ୍ମଦାବାଦ,୨୫।୪: ଦେଶରେ ଚାଷୀ ଆତ୍ମହତ୍ୟା ଏବେ ବି ଥମିନି। ଚାଷୀ ଫସଳ ଅମଳ ପାଇଁ ଋଣ ପରିଶୋଧ କରିବାକୁ ଅକ୍ଷମ ହେଉଛନ୍ତି। ଆବଶ୍ୟକତା ଅନୁସାରେ ଫସଲ...

ଦୁଇ ହାତ ନ ଥିବା ଦିବ୍ୟାଙ୍ଗ ଯୁବକ ଗୋଡ଼ ଆଙ୍ଗୁଳିରେ ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୨୩।୪: ଭୋଟ ଦେବା ପାଇଁ ଦେଶର ଲୋକଙ୍କ ମଧ୍ୟରେ ଦେଖା ଦେଇଛି ପ୍ରବଳ ଉତ୍ସାହ। ବିଭିନ୍ନ ପ୍ରତିବନ୍ଧକ ସତ୍ତ୍ୱେ ଉତ୍ସାହ ଫିକା ପଡ଼ିନି। ବିହାର ମଧୁବନରେ...

ଅନ୍ନଦାତାଙ୍କ ଆନ୍ଦୋଳନକୁ ସଫଳ କରିବାକୁ ଆହ୍ୱାନ ଦେଲେ ରାହୁଲ, ପ୍ରିୟଙ୍କା

ନୂଆଦିଲ୍ଲୀ,୮ ।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି କୃଷକମାନେ ଆନ୍ଦୋଳନ ଚଲାଇଥିବା ବେଳେ ମଙ୍ଗଳବାର ଭାରତ ବନ୍ଦ ଡାକରା ଦେଇଛନ୍ତି । ଏହି...

Advertisement


Archives

Model This Week