Posted inଜାତୀୟ

ଦିଲ୍ଲୀ-ଉତ୍ତର ପ୍ରଦେଶ ପୋଲିସ ହାଇଦ୍ରାବାଦ୍‌ ପୋଲିସଠାରୁ କିଛି ଶିଖିବା ଉଚିତ୍‌: ମାୟାବତୀ

ନୂଆଦିଲ୍ଲୀ, ୬।୧୨: ହାଇଦ୍ରାବାଦ ଡାକ୍ତରାଣୀ ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଅଭିଯୁକ୍ତ ଶୁକ୍ରବାର ଏନକାଉଣ୍ଟରେ ନିହତ ହୋଇଛନ୍ତି। ଏହି ଘଟଣାରେ ପରେ ରାଜନୈତିକ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି। ଅନେକ ଏହି ଘଟଣାର ଯାଞ୍ଚ୍‌ ଅପିଲ କରୁଥିବାବେଳେ ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଏହି ଘଟଣାରେ ଦିଲ୍ଲୀ ଏବଂ ଉତ୍ତର ପ୍ରଦେଶ ସରକାରଙ୍କୁ ଘେରିଛନ୍ତି। ସେ କହିଛନ୍ତି, ଦିଲ୍ଲୀ-ଉତ୍ତର ପ୍ରଦେଶ ପୋଲିସ ଅପରାଧୀଙ୍କ ଉପରେ କିଭଳି କାର୍ଯ୍ୟାନୁଷ୍ଠାନ କରାଯିବ ତାହା ହାଇଦ୍ରାବାଦ୍‌ ପୋଲିସଠାରୁ ଶିଖିବା ଉଚିତ୍‌। ଏହି ଦୁଇ ରାଜ୍ୟରେ ବଳାତ୍କାର ଅଭିଯୁକ୍ତଙ୍କ ସରକାର ଅତିଥି କରି ରଖିଛନ୍ତି। ଯଦି ହାଇଦ୍ରାବାଦ ପୋଲିସଙ୍କ ଭଳି କାର୍ଯ୍ୟାନୁଷ୍ଠାନ ନିଆଯିବ ତେବେ ଦେଶରୁ ବଳାତ୍କାର ଘଟଣା ଉପରେ ରୋକ ଲଗାଯାଇ ପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ତନାଗ ପଞ୍ଚାୟତ କାର୍ଯ୍ୟାଳୟରେ ଗ୍ରେନେଡ ଆକ୍ରମଣ: ସରପଞ୍ଚ ସମେତ ୨ମୃତ

ଶ୍ରୀନଗର,୨୬।୧୧: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମଙ୍ଗଳବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଅନନ୍ତନାଗରେ ଥିବା ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଆତଙ୍କବାଦୀମାନେ ଗ୍ରେନେଡ ମାଡ କରିଛନ୍ତି। ଏହି ଦୁର୍ଘଟଣାରେ ସରପଞ୍ଚ...

୨ ଖଲିସ୍ତାନୀ ଆତଙ୍କବାଦୀ ଗିରଫ

ନୂଆଦିଲ୍ଳୀ,୨୯।୧: ଦେଶର ରାଜଧାନୀ ଦିଲ୍ଲୀରୁ ଦୁଇ ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ଉଭୟ ଖାଲିସ୍ତାନୀ ଆତଙ୍କବାଦୀ ସଂଗଠନ ଶିଖ ଫର ଜଷ୍ଟିସ (ଏସ୍‌ଏଫ୍‌ଜେ)ର...

୭ ହଜାର କୋଟିର ବ୍ୟାଙ୍କ ଠକେଇ: ୧୫ ରାଜ୍ୟର ୧୮୭ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୫।୧୧: ବ୍ୟାଙ୍କରେ ହୋଇଥିବା ୭ ହଜାର କୋଟି ଟଙ୍କାର ଠକେଇ ପାଇଁ ସିବିଆଇ ପକ୍ଷରୁ ୧୫ ରାଜ୍ୟର ୧୮୭ ସ୍ଥାନରେ ଚଢ଼ାଉ କରାଯାଇଛି। ବ୍ୟାଙ୍କ ଦୁର୍ନୀତି...

ନୀତିନ ଗଡ଼କରୀଙ୍କୁ ହତ୍ୟା ଧମକ, କାର୍ଯ୍ୟାଳୟକୁ ଅଜଣା କଲ୍‌…

ନାଗପୁର,୧୪।୧ : କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ମୃତ୍ୟୁ ଧମକ ଦିଆଯାଇଛି। ନାଗପୁରରେ ଥିବା ଗଡକରୀଙ୍କ କାର୍ଯ୍ୟାଳୟକୁ ଦୁଇଥର ଫୋନ କରି ଧମକ ଦିଆଯାଇଛି।...

ବିଚାରପତି ମୁରଲିଧରଙ୍କ ବଦଳିକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିଶ ଏସ୍‌ ମୁରଲିଧରଙ୍କ ବଦଳିକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ରାତି ଅଧରେ ତାଙ୍କୁ ବଦଳି କରାଯାଇ ଏବେ...

ପିପିଇ କିଟ୍‌ ପିନ୍ଧି ମତଦାନ ପାଇଁ ପହଞ୍ଚିଲେ କରୋନା ପଜିଟିଭ୍‌ ବିଧାୟକ

ଭୋପାଳ,୧୯।୬: ଦେଶର ୮ଟି ରାଜ୍ୟର ୧୯ଟି ଆସନ ଲାଗି ଶୁକ୍ରବାର ମତଦାନ ଜାରି ରହିଛି। ମଧ୍ୟପ୍ରଦେଶରେ ମଧ୍ୟ ୩ଟି ଆସନ ପାଇଁ ମତଦାନ ହେଉଛି। ଇତିମଧ୍ୟରେ...

ଲୁଙ୍ଗି, ଚପଲ ପିନ୍ଧି ଗାଡି ଚଳାଇବା ଉପରେ ମତ ରଖିଲେ ପରିବହନ ମନ୍ତ୍ରୀ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଆରମ୍ଭ ହେବାପରେ ଲୋକଙ୍କ ବହୁ ସଂଖ୍ୟାରେ ଚାଲାଣ କଟୁଥିବା ଦେଖିବାକୁ ମିଳିଛି। ନିକଟରେ ଲୁଙ୍ଗି ଓ ଚପଲ...

ଅନ୍ତିମ ପର୍ଯ୍ୟାୟ ମତଦାନ: ସନ୍ଧ୍ୟା ୫ଟା ସୁଦ୍ଧା ୟୁପିରେ ୫୪.୧୮% ଭୋଟିଂ

ଲକ୍ଷ୍ନୌ,୭।୩: ଉତ୍ତରପ୍ରଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇଛି। ବାରାଣସୀ ସମେତ ଉତ୍ତରପ୍ରଦେଶର ୯ଟି ଜିଲାର ୫୪ଟି ବିଧାନସଭା ଆସନ ପାଇଁ...

Advertisement
Archives

Model This Week