ଦିଲ୍ଲୀ-ଏନ୍‌ସିଆରରେ କରୋନା ସ୍ଥିତିକୁ ନେଇ ଶାହାଙ୍କ ବଡ଼ ବୈଠକ

ନୂଆଦିଲ୍ଲୀ,୧୮।୬: ଦେଶରେ କେରାନା ଭାଇରସ୍‌ ମାମଲା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀ ମଧ୍ୟ ପଛରେ ପଡ଼ିନାହିଁ। ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। କରୋନା ମୁକାବିଲା ନେଇ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏନ୍‌ସିଆର ଅଞ୍ଚଳର ଅଧିକାରୀଙ୍କ ସହ ଆଲୋଚନା କରୁଛନ୍ତି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସାମିଲ ହୋଇଛନ୍ତି। ସେହିପରି ଭିଡ଼ିଓ କନ୍‌ଫରେନ୍ସିଂ ଜରିଆରେ ଦିଲ୍ଲୀ, ନଏଡା, ଗାଜିଆବାଦ, ଗୁଡଗାଅଁ ଓ ଫରିଦାବଦ ସମେତ ଆଖପାଖ ଅନ୍ୟ ଜିଲାର ଜିଲାପାଳ ଓ ଡେପୁଟି କମିଶନରଙ୍କ ସହ ଶାହା ଆଲୋଚନା କରିବେ। ଅପରପକ୍ଷେ ଏହି ବୈଠକରେ ବିଭାଗୀୟ ସ୍ତରର ଅଧିକାରୀ ଓ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦୩ ସମ୍ମୁଖରେ ୫୨ ରହିବ ଅଧିକ ଓଜନଦାର୍‌: ରାହୁଲ

ନୂଆଦିଲ୍ଲୀ, ୧।୬: ସଂସଦରେ ଭାଜପାର ୩୦୩ ସଦସ୍ୟ ରହିଛନ୍ତି। ଅପରପକ୍ଷରେ କଂଗ୍ରେସ ସଦସ୍ୟ ସଂଖ୍ୟା ୫୨ ରହିଛି। ୩୦୩ ସମ୍ମୁଖରେ ୫୨ ଅଧିକ ଓଜନଦାର୍‌ ରହିବ...

ଘଡଘଡି ମାରିବା ସମୟରେ କାନରେ ଲଗାଇଥିଲେ ଇୟରଫୋନ୍‌, ଘଟିଲା ଏମିତି

ନୋଏଡା,୫।୧: ଗ୍ରେଟର ନୋଏଡାରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ କାନରେ ଇୟରଫୋନ୍‌ ଲଗାଇବା ମହଙ୍ଗା ପଡିଛନ୍ତି। ବଜ୍ରପାତ ସମୟରେ କାନରେ ଇୟରଫୋନ ବିସ୍ଫୋରଣ...

ଭାଜପା ଏମ୍‌ପିଙ୍କୁ ହତ୍ୟା ଧମକ

ଲକ୍ଷ୍ନୌ,୧୩।୮: ଉତ୍ତରପ୍ରଦେଶର ଭଦୋହିରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏମ୍‌ପି ରମେଶ ବିନ୍ଦଙ୍କୁ ହତ୍ୟା ମିଳିଛି। ଏନେଇ ସେ ଗୋପିଗଞ୍ଜ ପୋଲିସ ଷ୍ଟେଶନରେ ଏକ ମାମଲା...

ବିମାନରେ ମହିଳା ଯାତ୍ରୀଙ୍କୁ ଅସଦାଚରଣ, ଅଭିଯୁକ୍ତ ପ୍ରଫେସର ଗିରଫ

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀରୁ ମୁମ୍ବାଇ ଅଭିମୁଖେ ଯାଉଥିବା ବିମାନରେ ଯୌନ ଉତ୍ପୀଡ଼ନ ଅଭିଯୋଗରେ ଜଣେ ପ୍ରଫେସରଙ୍କୁ ଗିରଫ କରାଯାଇଛି। ଉଡ଼ାଣ ସମୟରେ ପ୍ରଫେସର ଜଣେ ୨୪ ବର୍ଷ...

ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ ସେନାରେ ଭର୍ତ୍ତି କରିବାକୁ ଇଛା ପ୍ରକାଶ କଲେ ସ୍ତ୍ରୀ

କାନପୁର,୫।୮: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ଆତଙ୍କବାଦୀ ଆକ୍ରମଶରେ ଶହୀଦ ହୋଇଥିବା ପ୍ରଦୀପ ଯାଦବଙ୍କ ସ୍ତ୍ରୀ ନୀରଜ ଯାଦବ ଶନିବାର ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି। ପୁଅକୁ କୋଳରେ...

ରାମ ଜନ୍ମଭୂମିକୁ ବୋମାରେ ଉଡ଼ାଇଦେବାକୁ ଧମକ

ଅଯୋଧ୍ୟା,୨।୨: ଉତ୍ତରପ୍ରଦେଶ ଅଯୋଧ୍ୟାର ରାମ ଜନ୍ମଭୂମିକୁ ବୋମାରେ ଉଡ଼ାଇଦେବାକୁ ମିଳିଛ ଧମକ। ରାମ ଜନ୍ମଭୂମିର ୟୋଲୋ ଜୋନ ଅଞ୍ଚଳ ସ୍ଥିତ ରାମଲାଲା ସଦନରେ ରହୁଥିବା ମନୋଜ...

ନକଲି ନର୍ସିଂହୋମରେ ୭ ଶିଶୁଙ୍କୁ ଜୀବନ ଗଲା: ଡାକ୍ତରଙ୍କ ନାହିଁ ଡିଗ୍ରୀ, ନର୍ସ ୧୦ମ ଫେଲ୍‌

ଭୋପାଳ,୨୩।୫: ମଧ୍ୟପ୍ରଦେଶ ରାଜଗଡ଼ରେ କରୋନା ସମୟରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ନକଲି ନର୍ସିଂହୋମ ଏବଂ ଡାକ୍ତରଙ୍କ ଯୋଗୁ ୭ ଶିଶୁ...

୫ ଶହ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

Advertisement
Archives

Model This Week