Posted inଜାତୀୟ

ଦିଲ୍ଲୀ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧୧।୧୦: ରାଜଧାନୀ ଦିଲ୍ଲୀ ଶାସ୍ତ୍ରୀ ପାର୍କ ଅଞ୍ଚଳରେ ଥିବା କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପବନର ତୀବ୍ର ବେଗ ଯୋଗୁ ଏହି ନିଆଁ ବିକରାଳ ରୂପ ନେଇ ଚାରିଆଡେ ବ୍ୟାପି ଯାଇଥିଲା। ଖବରପାଇ ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀର ୧୨ଟି ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନ ଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ଆଖପାଖ ଅଞ୍ଚଳକୁ ଖାଲି କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

ଆମେରିକୀୟ ବାୟୁସେନା ଘାଟିରେ କ୍ଷେପଣାସ୍ତ୍ର ମାଡ଼

ତେହେରାନ,୧୦।୯: ଜୋର୍ଡାନସ୍ଥିତ ଏକ ଆମେରିକୀୟ ବାୟୁସେନା ଘାଟି ଉପରେ ଇରାନର ସାମରିକ ଆକ୍ରମଣରେ ଆମେରିକାର ଏକାଧିକ ଯୁଦ୍ଧ ବିମାନ କ୍ଷତିଗ୍ରସ୍ତ ହୋଇଛି। ସିବିଏସ୍‌ ରିପୋର୍ଟ ଅନୁଯାୟୀ ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri