ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬ (ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରୁ ଫେରିଛନ୍ତି। ଏକ ଦେଶ, ଏକ ନିର୍ବାଚନ ପ୍ରସଙ୍ଗରେ ହୋଇଥିବା ବୈଠକରେ ଯୋଗ ଦେବା ପାଇଁ ନବୀନ ବୁଧବାର ଦିଲ୍ଲୀ ଗସ୍ତ କରିଥିଲେ। କେନ୍ଦ୍ର ସରକାରଙ୍କ ଏହି ପ୍ରସ୍ତାବକୁ ବିଜେଡି ପକ୍ଷରୁ ସମର୍ଥନ କରାଯାଇଥିଲା। ରାଜ୍ୟରେ ୨୦୦୪ରୁ ଏକ ସାଙ୍ଗରେ ବିଧାନସଭା ଓ ଲୋକ ସଭା ନିର୍ବାଚନ ହୋଇ ଆସୁଛି।
ନବୀନ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ରାଜ୍ୟ ସଭା ପ୍ରାର୍ଥୀମାନଙ୍କ ନାମ ଘୋଷଣା କରିବେ ବୋଲି ଜଣାପଡିଛି। ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ଦଳର ସାଂଗଠନିକ ପରିବର୍ତ୍ତନ ସହ ନିଗମ ଅଧ୍ୟକ୍ଷ ପଦ ନେଇ ପଦକ୍ଷେପ ନିଆଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୂଳ ସାର୍ଟିଫିକେଟ୍‌ ପାଇଁ ଅଣ୍ଡରଟେକିଂ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଯୁକ୍ତ୩ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ବତ୍ତର୍ମାନ କୋଭିଡ୍‌-୧୯ ମହାମାରୀ ପାଇଁ ଛାତ୍ରୀଛାତ୍ରଙ୍କୁ ଅରିଜନାଲ ମାର୍କଶିଟ୍‌, ସାର୍ଟିଫିକେଟ୍‌, ମାଇଗ୍ରେଶନ ସାର୍ଟିଫିକେଟ୍‌ ଇତ୍ୟାଦି ମିଳିବାରେ...

ବ୍ୟାନ୍‌ ସତ୍ତ୍ୱେ ଗୁଟ୍‌ଖା ଖୁଲମଖୁଲା ବିକ୍ରି : ଯାଞ୍ଚ ରିପୋର୍ଟ ଦେବେ ଅତିରିକ୍ତ ଡିଜି

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ରାଜ୍ୟରେ ଗୁଟ୍‌ଖା ବ୍ୟାନ୍‌ ସତ୍ତ୍ୱେ ଖୁଲମ୍‌ଖୁଲା ବିଭିନ୍ନ ସ୍ଥାନରେ ବିକ୍ରି ଚାଲିଛି। ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ବିଭାଗ ଆଇନ୍‌ ମୁତାବକ ସ୍ବାସ୍ଥ୍ୟ...

ଖୁଲୁଡି ହେବ ଅଗ୍ରଣୀ ପର୍ଯ୍ୟଟନୀ ସ୍ଥଳୀ; ଭିତ୍ତିଭୂମି ବିକାଶ ପାଇଁ ଖର୍ଚ୍ଚ ହେବ ୫ କୋଟି: ବିଧାୟକ

ପାଲଲହଡା,୨୯।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ପ୍ରସିଦ୍ଧ ଶୈବପୀଠ ଝାରବେଡାସ୍ଥିତ ଖୁଲୁଡି ଗିରିଶ୍ୱର ମନ୍ଦିରର ବିକାଶ ପାଇଁ ଆଗାମୀ ୫ ବର୍ଷରେ ୫ କୋଟିରୁ ଊର୍ଦ୍ଧ୍ୱ...

ଆଜି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ସାରା ରାଜ୍ୟରେ ଅସହ୍ୟ ଖରା ସହ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ସ୍ଥିତିରେ ଆଜି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭାବେ ଭୁବନେଶ୍ୱର...

୮ ରାଜ୍ୟକୁ ଗଲା ୧୬୭୬ ମେଟ୍ରିକ ଟନ୍‌ ଅକ୍ସିଜେନ୍‌

ଭୁବନେଶ୍ୱର, ୨୮ା୪(ବ୍ୟୁରୋ): ସାମ୍ପ୍ରତିକ କୋଭିଡ୍‌ ସ୍ଥିତିରେ ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି। ଏଭଳି ସଙ୍କଟ ସମୟରେ ଓଡ଼ିିଶା ସହଯୋଗର ହାତ ବଢାଇଛି। ଅଭାବ ଦେଖାଦେଇଥିବା...

ମୁକ୍ତ ହେଲେ ୫ କଏଦୀ

ବାରଙ୍ଗ,୨୫।୧୧(ଡି.ଏନ.ଏ): ଜାମୁଝରିସ୍ଥିତ ବିଜୁ ପଟ୍ଟନାୟକ ମୁକ୍ତାକାଶ କାରାଶ୍ରମରୁ ତିନିଦିନ ମଧ୍ୟରେ ୫ଜଣ କଏଦୀ ମୁକ୍ତ ହୋଇଛନ୍ତି। ଭୁବନେଶ୍ୱର ସ୍ବତନ୍ତ୍ର ଜେଲରୁ ୨୦୧୦ରେ ଏଠାକୁ ଆସିଥିବା ଦୀପକ...

ଗିରଫ ହେଲେ ସୈତାନ ବାପା

ଟେନ୍‌ସା,୨ା୫(ଡି.ଏନ୍‌.ଏ.): ମଦନିଶାରେ ତିନି ୩ ନିଷ୍ପାପ ସନ୍ତାନଙ୍କୁ ହତ୍ୟା କରି ଜଙ୍ଗଲରେ ଲୁଚି ରହିଥିବା ସୈତାନ ବାପାଙ୍କୁ ଜଙ୍ଗଲ ଭିତରୁ ଗିରଫ କରିଛି କୋଇଡା ପୋଲିସ।...

ମାନସ ହତ୍ୟା ମାମଲା: ଚାନ୍ଦବାଲି ଥାନାରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌

ଚାନ୍ଦବାଲି,୨୪।୩ (ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନରେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଛନ୍ତି। ବୁଧବାର କ୍ରାଇମବ୍ରାଞ୍ଚର ତଦନ୍ତ...

Advertisement
Archives

Model This Week