Posted inଜାତୀୟ

ଦିଲ୍ଲୀ ଗାନ୍ଧିନଗର ମାର୍କେଟରେ ନିଆଁ

ନୂଆଦିଲ୍ଲୀ,୧୩।୮: ମଙ୍ଗଳବାର ସକାଳେ ଦିଲ୍ଲୀର ଗାନ୍ଧିନଗର ମାର୍କେଟରେ ଭିଷଣ ନିଆଁ ଲାଗିଛି। ଏହାକୁ ଲିଭାଇବା ପାଇଁ ୨୧ଟି ଦମକଳ ନିୟୋଜିତ ଥିବା ସୂଚନା ମିଳିଛି। ଏପର୍ଯ୍ୟନ୍ତ ଏଥିରେ କେହି ମୃତାହତ ହୋଇ ଥିବା ସୂଚନା ମିଳି ନ ଥିବା ବେଳେ କ୍ଷୟକ୍ଷତିର ପରିମାଣ ମଧ୍ୟ ଆକଳନ କରାଯାଇନାହିଁ। ସୂଚନାଯୋଗ୍ୟ, ଏହି ମାର୍କେଟ ଦିଲ୍ଲୀର ଶାହଦରା ଅଞ୍ଚଳରେ ଥିବା ବେଳେ ଏହା ଏସିଆର ସବୁଠାରୁ ବଡ ଟେକ୍ଟଟାଇଲ୍‌ ମାର୍କେଟ ଭାବେ ପରିଛିତ ପ୍ରତିଦିନ ଏଠାରୁ ୧୦ରୁ ୨୦ ହଜାର ଲୋକ କିଣାକିଣି ପାଇଁ ଆସିଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କା ଭଳି ପରିସ୍ଥିତିକୁ ସାମ୍ନା କରିବାକୁ ପଡିବ ମୋଦିଙ୍କୁ: ଟିଏମସି ବିଧାୟକ

କୋଲକାତା,୧୦ ।୭: ଶ୍ରୀଲଙ୍କାର ଆର୍ଥିକ ସଙ୍କଟ ବେଳକୁ ବେଳ ଖରାପ ହେବାରେ ଲାଗିଛି । ଏବେ ପରିସ୍ଥିତି ଏପରି ହୋଇଛି ଯେ ଶେଷକୁ ରାଷ୍ଟ୍ରପତିଙ୍କୁ ଅଣ୍ଡରଗ୍ରାଉଣ୍ଡ...

ବିହାର ନିର୍ବାଚନ: ଭାଜପା-ଜେଡ଼ିୟୁ ମଧ୍ୟରେ ଆସନ ବୁଝାମଣାରେ ସହମତି !

ପାଟନା, ୨୮।୯: ବିହାର ବିଧାନ ସଭା ନିର୍ବାଚନ ପାଇଁ ଭାଜପା ଏବଂ ଜେଡ଼ିୟୁ ମଧ୍ୟରେ ଆସନ ବୁଝାମଣାରେ ସହମତି ପ୍ରକାଶ ପାଇଥିବା କୁହାଯାଉଛିି। ରାଜ୍ୟରେ ମୋଟ...

ବର୍ଷେ ପାଇଁ ନଡ୍ଡାଙ୍କ ହାତରେ କ୍ଷମତା ରହିବା ସମ୍ଭାବନା, ପରେ ଡୋର ଧରିପାରନ୍ତି ଧର୍ମେନ୍ଦ୍ର…

ନୂଆଦିଲ୍ଲୀ, ୨୯।୮ : ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ୨୦୨୪ ଲୋକସଭା ନିର୍ବାଚନ ପର୍ଯ୍ୟନ୍ତ ଦଳର ଦାୟିତ୍ୱ ଗ୍ରହଣ କରିପାରନ୍ତି।...

୩,୫୦୦ ଭାଜପା କର୍ମୀଙ୍କ ନାଁରେ ମାମଲା

ଚେନ୍ନାଇ, ୨୩।୨: ତାମିଲନାଡ଼ୁରେ ଡିଏମ୍‌କେ କାଉନ୍‌ସିଲରଙ୍କ ମାଡ଼ରେ ପ୍ରାଣ ହରାଇଥିବା ଯବାନଙ୍କୁ ନ୍ୟାୟ ପ୍ରଦାନ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଥିବା ୩,୫୦୦ ଭାଜପା କର୍ମୀଙ୍କ ବିରୋଧରେ...

ରାଜୌରୀ ଆକ୍ରମଣ ଘଟଣାରେ ୫୦ ଅଟକ

ଜମ୍ମୁ,୧୧ା୧: ଜମ୍ମୁ-କଶ୍ମୀରର ରାଜୌରୀ ଜିଲାରେ ଜାନୁୟାରୀ ୧ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାରେ ରାଜ୍ୟ ପୋଲିସ ୫୦ ଜଣଙ୍କୁ ଅଟକ ରଖି ଜେରା କରୁଛିି। ରାଜୌରୀର...

ବିଶ୍ୱଜିତ୍‌ ଚାଟାର୍ଜୀ ଶ୍ରେଷ୍ଠ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ

ପଣଜୀ, ୧୭ା୧: ଗୋଆରେ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ସମାରୋହ (ଆଇଏଫଏଫଆଇ)ର ୫୧ତମ ସଂସ୍କରଣ ଆୟୋଜିତ ହୋଇଛି। ମହୋତ୍ସବରେ ହିନ୍ଦୀ ଓ ବଙ୍ଗଳା ଚଳଚ୍ଚିତ୍ର ଜଗତର ଜଣାଶୁଣା...

‘ରାହୁଲ ଯାହା ନିଷ୍ପତ୍ତି ନେବେ ତାକୁ ମାନିବି’

ଚଣ୍ଡିଗଡ଼/ନୂଆଦିଲ୍ଲୀ,୬।୨: ପଞ୍ଜାବ ବିଧାନସଭା ନିର୍ବାଚନରେ କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନକୁ ନେଇ ବିବାଦ ଦେଖାଦେଇଛି। ଅନ୍ୟପକ୍ଷେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ...

ମେ’ରୁ ଚାଇନା ସୀମାରେ ସଡ଼କ ନିର୍ମାଣ, ବିଆର୍‌ଓ ପ୍ରକଳ୍ପକୁ ମଞ୍ଜୁରୀ…

ନୂଆଦିଲ୍ଲୀ, ୨୫।୪ : ରଣନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ଥିବା ଚାଇନା ସୀମାରେ ସଡ଼କ ନିର୍ମାଣ ହେବାକୁ ଯାଉଛି। ଏଥିପାଇଁ ବିଆରଓର ଗୋଟିଏ ପ୍ରକଳ୍ପ ଅନୁମୋଦନ ହୋଇଥିବାବେଳେ...

Advertisement
Archives

Model This Week