ଦିଲ୍ଲୀ ଦଙ୍ଗାପୀଡ଼ିତ ବିଏସ୍‌ଏଫ୍‌ ଯବାନଙ୍କୁ ସହାୟତା: ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୩(ବ୍ୟୁରୋ): ଓଡ଼ିଶାରେ କାର୍ଯ୍ୟରତ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ଯବାନ ମହମ୍ମଦ ଅନିଶଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଦେବାପାଇଁ ଘୋଷଣା କରିଛନ୍ତି।
ନବମ ବାଟାଲିୟନରେ କାର୍ଯ୍ୟରତ ଅନିଶଙ୍କ ଘର ନୂଆଦିଲ୍ଲୀରେ। ନିକଟରେ ଦିଲ୍ଲୀରେ ହୋଇଥିବା ସାମ୍ପ୍ରଦାୟିକ ଦଙ୍ଗାରେ ତାଙ୍କ ଘର ପୋଡ଼ି ଦିଆଯାଇଥିବାରୁ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ଅନିଶଙ୍କ ସହ କଥା ହୋଇ ସାନ୍ତ୍ୱନା ଦେଇଛନ୍ତି। ଅନିଶ ମାଓବାଦୀପ୍ରବଣ ମାଲକାନଗିରି ଜିଲାରେ କାର୍ଯ୍ୟରତ ଅଛନ୍ତି। ସେ ମଧ୍ୟ ସ୍ବାଭିମାନ ଅଞ୍ଚଳର ସୁରକ୍ଷା ଦାୟିତ୍ୱ ତୁଲାଇଛନ୍ତି। ଏଥିପାଇଁ ଗୁରୁପ୍ରିୟା ସେତୁ ନିର୍ମାଣ ସୁରୁଖୁରୁରେ ହୋଇପାରିଛି। ଫେବୃୟାରୀ ୨୫ରେ ଉତ୍ତର-ପୂର୍ବ ଦିଲ୍ଲୀର ଖଜରୀଖାସ୍‌ ଅଞ୍ଚଳରେ ଅନିଶଙ୍କ ଦୁଇମହଲା ଘରକୁ ଦଙ୍ଗାକାରୀ ପୋଡ଼ି ଦେଇଛନ୍ତି। ବିଏସ୍‌ଏଫ୍‌ ତରଫରୁ ମଧ୍ୟ ଆର୍ଥିକ ସହାୟତା ପ୍ରଦାନ ସହ ଉକ୍ତ ଘରକୁ ମରାମତି କରିବା ପାଇଁ ବିଏସ୍‌ଏଫ୍‌ ଇଞ୍ଜିନିୟରଙ୍କୁ ପଠାଇବାକୁ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲିଙ୍ଗରାଜଙ୍କ ଜମିରେ ରହିତାଦେଶ ପ୍ରସଙ୍ଗ:ଶୁକ୍ରବାରକୁ ଘୁଞ୍ଚିଲା ଶୁଣାଣି

ପୁରୁଣା ଭୁବନେଶ୍ୱର, ୬। ୮ (ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲଙ୍ଗରାଜଙ୍କ ନୂଆଗାଁ ମୌଜା ଗଙ୍ଗୁଆ ବ୍ରିଜ୍‌ ନିକଟରେ ରହିଥିବା ଏ୨.୬୩୦ ଡିସିମିଲ ପରିମିତ ଜାଗାରେ ବେଆଇନ ଗୃହ...

ଠିକା ନିଯୁକ୍ତିକୁ ନେଇ ବିରୋଧୀଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟରେ ଠିକା ନିିଯୁକ୍ତି ଉଠିଗଲା। ସରକାର ଐତିହାସିକ ନିଷ୍ପତ୍ତି ନେଲେ। କିିଛି କର୍ମଚାରୀ ମିଠା ବାଣ୍ଟିଲେ, ବାଜା ବଜାଇ ନାଚିଲେ। ମାତ୍ର ଆହୁରି ଅନେକ...

୪ରୁ ୭ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ...

ଶିକ୍ଷକମାନେ ସାଧନା କରନ୍ତୁ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ବକ୍ସି ଜଗବନ୍ଧୁ ଇଂଲିଶ୍‌ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ ଡ୍ରିମ୍‌ସ୍କେପ୍‌-୨୦୧୯ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର...

ଅଣ୍ଟା ସଳଖି ପାରୁନାହାନ୍ତି ପାନଚାଷୀ

  ଭୋଗରାଇ,୨୬।୫(ଡି.ଏନ.ଏ.)-କରୋନା ପାଇଁ ସାରାଦେଶ ୨ମାସ ଧରି ଲକ୍‌ଡାଉନ ରହିବା ଯୋଗୁୁ ଏହାର ସିଧାସଳଖ ପ୍ରଭାବ ପାନଚାଷୀ ଓ ବ୍ୟବସାୟୀଙ୍କ ଉପରେ ପଡ଼ିଛି। ବାଲେଶ୍ୱର ଜିଲା...

ଭୋଟ୍‌ ମାଗିବା ଆଳରେ ଟଙ୍କା, ଅଳଙ୍କାର ଲୁଟ୍‌

କୋଡ଼ିଙ୍ଗା,୧୬।୨(ଡି.ଏନ୍‌.ଏ.): ଭୋଟ୍‌ ମାଗିବା ଆଳରେ ଘରୁ ଲୁଟିନେଲେ ଅଳଙ୍କାର ଓ ନଗଦ ୭୦ ହଜାର ଟଙ୍କା। ଏପରି ଘଟଣା ନବରଙ୍ଗପୁର ଜିଲା କୋଡିଙ୍ଗା ଥାନା ଜାହାଜଭଟ୍ଟାରେ...

ସରକାରୀ କାର୍ଯ୍ୟରେ ପାରିଶ୍ରମିକ ପାଇ ନ ଥିବା ଡ୍ରାଇଭରଙ୍କ ଧାରଣା

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ନିର୍ବାଚନ, ଭିଭିଆଇପିଙ୍କ ସୁରକ୍ଷା ଓ କାରକେଡ୍‌ ଭଳି ବିଭିନ୍ନ ସରକାରୀ କାର୍ଯ୍ୟ ପାଇଁ ସରକାରଙ୍କ ପକ୍ଷରୁ ଘରୋଇ ଗାଡ଼ିକୁ ନିୟୋଜିତ କରାଯାଉଛି। ଏଥିନିମନ୍ତେ ଆରଟିଓ...

ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

Advertisement
Archives

Model This Week