Posted inଜାତୀୟ

ଦିଲ୍ଲୀ ଦଙ୍ଗା ନେଇ ବିବାଦୀୟ ମନ୍ତବ୍ୟ: ଇରାନ ରାଷ୍ଟ୍ରଦୂତଙ୍କୁ ସମନ ଜାରି

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ଦଙ୍ଗା ନେଇ ଇରାନ ବହିର୍ବ୍ୟାପାର ମନ୍ତ୍ରୀ ଜାଭେଦ୍‌ ଜାରିଫ୍‌ ଟୁଇଟ୍‌ କରି ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଏହାକୁ ନେଇ ଭାରତ ପକ୍ଷରୁ ଦିଲ୍ଲୀରେ ଅବସ୍ଥାପିତ ଥିବା ଇରାନ ରାଷ୍ଟ୍ରଦୂତ ଅଲୀ ଚେଗେନିଙ୍କୁ ମଙ୍ଗଳବାର ସମନ ଜାରି କରାଯାଇଛି। ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗରେ ହସ୍ତକ୍ଷେପ କରିବା ଅନୁଚିତ ଦର୍ଶାଇ ଅଲୀଙ୍କୁ ଜବାବ ତଲବ ଲାଗି ସମନ ଜାରି ହୋଇଛି। ସୋମବାର ଇ ଜାଭେଦ୍‌ ଜାରିଫ୍‌ ଭାରତରେ ମୁସଲମାନ୍‌ଙ୍କ ଉପରେ ହେଉଥିବା ହିଂସାକୁ ଇରାନ ନିନ୍ଦା କରୁଥିବା ଟୁଇଟ୍‌ କରି କହିଥିଲେ। ଏହାକୁ ନେଇ ଭାରତ ପକ୍ଷରୁ ଆପତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ: ଦେଶରେ ସୁସ୍ଥ ହାର ୪୦.୨୩ ପ୍ରତିଶତ

ନୂଆଦିଲ୍ଲୀ,୨୧।୫: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୦୦୨ଜଣ କରୋନା ସଂକ୍ରମିତ ସୁସ୍ଥ ହେବା ପରେ ଏବେ ଦେଶରେ ସୁସ୍ଥ ହାର ୪୦.୨୩ ପ୍ରତିଶତ ହୋଇଛି...

ସଭର୍‌କରଙ୍କ ବିରୋଧୀ ଆଣ୍ଡାମାନ ଜେଲ୍‌ରେ ୨ ଦିନ କାଟନ୍ତୁ: ରାଉତ

ମୁମ୍ବାଇ,୧୮।୧(ପି.ଟି.): ହିନ୍ଦୁତ୍ୱ ବିଚାରଧାରା ସମ୍ପନ୍ନ ଭି.ଡି. ସଭର୍‌କରଙ୍କୁ ଭାରତରତ୍ନ ପ୍ରଦାନ କରିବା ଲାଗି ଶିବସେନା ନେତା ସଞ୍ଜୟ ରାଉତ ଦାବି କରିଛନ୍ତି। ଏହାକୁ ବିରୋଧ କରୁଥିବା...

ମସ୍‌ଜିଦରେ ମହିଳାଙ୍କ ପ୍ରବେଶ କଟକଣାକୁ ଚ୍ୟାଲେଞ୍ଜ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଦେଶର ମସ୍‌ଜିଦଗୁଡ଼ିକରେ ମୁସଲମାନ ମହିଳାଙ୍କ ପ୍ରବେଶ ଉପରେ କଟକଣା ରହିଛି। ଏଭଳି ‘ଅସାମ୍ବିଧାନିକ’ କଟକଣା ଯୋଗୁ ଜୀବନଧାରଣ, ସମାନତା ଓ ଲିଙ୍ଗଗତ ନ୍ୟାୟ ଭଳି...

୧୪ ଦିନ ପୂର୍ବରୁ ସରିଲା ଅମରନାଥ ଯାତ୍ରା: ନିରାଶ ହୋଇ ଫେରିଲେ ଶ୍ରଦ୍ଧାଳୁ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ସନ୍ଦେହରେ ଅମରନାଥ ଯାତ୍ରାକୁ ବନ୍ଦ କରିଦିଆଯାଇଛି। ଅଗଷ୍ଟ ୧୫ ଏହି ଯାତ୍ରା ଶେଷ ହେବାକୁ ଥିବା ବେଳେ ଏହାକୁ ୧୩...

ରାଜ୍ୟପାଳଙ୍କୁ ଭେଟିଲେ ଭାଜପା ନେତା

ମୁମ୍ବାଇ,୨୪।୩: ମହାରାଷ୍ଟ୍ରରେ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କ ନେତୃତ୍ୱରେ ଭାଜପା ନେତା ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଭେଟି ଦାବିପତ୍ର...

ପଶ୍ଚିମବଙ୍ଗରେ ସ୍ଲୋଗାନ ଯୁଦ୍ଧ

କୋଲକାତା,୬ା୬: ଲୋକ ସଭା ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ବିବାଦ ଶେଷ ହେବାର ନାଁ ନେଉନାହିଁ।...

ମହାରାଷ୍ଟ୍ର ଡ୍ରାମା: ଭାଜପାର ନା ପରେ, ଶିବସେନାକୁ ସରକାର ଗଢିବା ପାଇଁ ପଚାରିଲେ ରାଜ୍ୟପାଳ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ଏବେ ହାଇଭୋଲଟେଜ୍‌ ରାଜନୈତିକ ଡ୍ରାମା ଚାଲିଛି। ରବିବାର ଭାଜପା ସରକାର ଗଢିବା ପାଇଁ ମନା କରିଦେବା ପରେ ରାଜ୍ୟପାଳ ଭଗତ ସିଂହ କୋଶିୟାର...

ତ୍ରିଶଂକୁ ଫଳାଫଳ ହେଲେ ସରକାର ଗଠନ ପାଇଁ ତୁରନ୍ତ ରାଷ୍ଟ୍ରପତିଙ୍କ ନିକଟରେ ଆବେଦନ କରିବ କଂଗ୍ରେସ

ନୂଆଦିଲ୍ଲୀ,୨୩।୫: ତ୍ରିଶଂକୁ ଫଳାଫଳ ହେଲେ ସରକାର ଗଠନ ଲାଗି ପ୍ରଥମେ ରାଷ୍ଟ୍ରପତିଙ୍କ ନିକଟରେ କଂଗ୍ରେସ ଆବେଦନ କରିବ ବୋଲି ସୂଚନା ମିଳିଛି। ଏନ୍‌ଡିଏକୁ ଯଦି ବହୁମତ...

Advertisement


Archives

Model This Week