Posted inଜାତୀୟ

ଦିଲ୍ଲୀ ଦଙ୍ଗା ପୀଡିତଙ୍କୁ ମିଳୁଛି ରନ୍ଧା ଖାଦ୍ୟ

ନୂଆଦିଲ୍ଲୀ,୨୮।୨: ଉତ୍ତର-ପୂର୍ବ ଦିଲ୍ଲୀରେ ଗତ ୫ ଦିନ ହେବ ଉପୁଜିଥିବା ଦଙ୍ଗାରେ ଅନେକ ଲୋକ ସେମାନଙ୍କ ଜୀବିକା ହରାଇଥିବା ବେଳେ କେତେକ ବାସହରା ମଧ୍ୟ ହୋଇ ପଡିଛନ୍ତି। ଏମାନଙ୍କୁ ଏବେ ଦିଲ୍ଲୀ ଶିଖ ଗୁରୁଦ୍ୱାର ମ୍ୟାନେଜମେଣ୍ଟ କମିଟି ପକ୍ଷରୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି। ଶିବ ବିହାର ଅଞ୍ଚଳରେ ଥିବା ଲୋକଙ୍କୁ ଏହି ଖାଦ୍ୟ ଶୁକ୍ରବାର ବଣ୍ଟନ କରାଯାଇଛି। ସୂଚନାଯୋଗ୍ୟ, ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀରେ ଦଙ୍ଗା ପରିସ୍ଥିତି ଉପୁଜିଥିବା ବେଳେ ଏବେସୁଦ୍ଧା ଏଠାରେ ୪୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଆଫ୍ରିକୀୟ ଦେଶ ଗସ୍ତରେ ରାଷ୍ଟ୍ରପତି କୋବିନ୍ଦ

ନୂଆଦିଲ୍ଲୀ,୨୮।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ୩ ଆଫ୍ରିକୀୟ ଦେଶ ଗସ୍ତରେ ବାହାରିଛନ୍ତି। ରାଷ୍ଟ୍ରପତି ବେନିନ୍‌, ଜାମ୍ବିଆ ଏବଂ ଗ୍ୟୁନିଆ ଆଦି ରାଷ୍ଟ୍ର ଗସ୍ତ କରିବାର...

ଆପରାଧିକ ପ୍ରକ୍ରିୟା (ପରିଚୟ) ବିଲ୍‌ ରାଜ୍ୟ ସଭାରେ ଗୃହୀତ

ନୂଆଦିଲ୍ଲୀ,୬।୪: ଆପରାଧିକ ପ୍ରକ୍ରିୟା (ପରିଚୟ) ବିଲ୍‌, ୨୦୨୨ ଲୋକ ସଭା ପରେ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ରାଜ୍ୟ...

ପଦ୍ମ ଧରିଲେ ଅଭିନେତା ସନ୍ନି

ନୂଆଦିଲ୍ଲୀ,୨୩।୪: ଚଳିତ ଲୋକ ସଭା ନିର୍ବାଚନ ଅବସରରେ କେତେଜଣ ବଲିଉଡ୍‌ ତାରକା ରାଜନୀତିରେ ପାଦ ରଖିଛନ୍ତି। ଏହି କ୍ରମରେ ମଙ୍ଗଳବାର ପଦ୍ମ ଧରିଛନ୍ତି ବଲିଉଡ୍‌ ଅଭିନେତା...

ରାତାରାତି କୋଟିପତି ହେଲେ କଶ୍ମୀର ଯୁବକ

ଅନନ୍ତନାଗ,୨୩।୫: ସମଗ୍ର ବିଶ୍ୱ କ୍ରିକେଟ୍‌ ଜଗତର ଆଖି ଏବେ ଭାରତରେ ଖେଳାଯାଉଥିବା ଆଇପିଏଲ୍‌ ୨୦୨୨ ଉପରେ ଅଛି। ଏହି ଲିଗରେ ବିଭିନ୍ନ ଦେଶର ଖେଳାଳିମାନେ କୋଟି...

କରୋନା କଟକଣା ମଧ୍ୟରେ ପାଳନ ହେଲା ଖ୍ରୀଷ୍ଟମାସ, ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୫ ।୧୨: କରୋନା କଟକଣା ମଧ୍ୟରେ ସାରା ବିଶ୍ୱରେ ପାଳନ କରାଯାଇଛି ବଡଦିନ ବା ଖ୍ରୀଷ୍ଟମାସ । ସାରା ଦେଶରେ ପ୍ରଭୁ ଯିଶୁଙ୍କ ଏହି ଜନ୍ମଦିନକୁ...

ମମତା-ରାହୁଲଙ୍କୁ ଟାର୍ଗେଟ କଲେ ଶାହା

ଭୋପାଳ,୧୨।୧: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ମଧ୍ୟପ୍ରଦେଶର ଜବଲପୁରରେ ଏକ ଜନସଭାକୁ ସମ୍ବୋଧନ କରିବା ଅବସରରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ପୂର୍ବତନ...

ଅଓ୍ବନ୍ତୀପୁରାରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୮।୧୦: ଜମ୍ମୁ-କଶ୍ମୀର ଅଓ୍ବନ୍ତୀପୁରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଅଓ୍ବନ୍ତୀପୁରା ସହର...

ମଞ୍ଚ ଉପରେ କଂଗ୍ରେସ ସମର୍ଥକ ନେତାଙ୍କୁ ଆକ୍ରମଣ କଲେ ବାଘେଲଙ୍କ ସମର୍ଥକ

ରାୟପୁର,୨୪ ।୧୦: ଛତିଶଗଡ଼ର ଜଶପୁରରେ ରବିବାର କଂଗ୍ରେସର ଏକ କାର୍ଯ୍ୟକ୍ରମରେ ସିଂହଦେବ ଓ ବାଘେଲ ସମର୍ଥକଙ୍କ ମଧ୍ୟରେ ହାତାହାତି ହୋଇଯାଇଛି । ତାହା ପୁଣି ମଞ୍ଚ...

Advertisement
Archives

Model This Week