Posted inଜାତୀୟ

ଦିଲ୍ଲୀ ନିର୍ବାଚନରେ ବୃଦ୍ଧ, ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ପୋଷ୍ଟାଲ ବାଲଟରେ ଦେଇପାରିବେ ଭୋଟ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ସୋମବାର ନିର୍ବାଚନ କମିଶନ ସୁନୀଲ ଅରୋରା ଖବରଦାତା ସମ୍ମିଳନୀ କରି ଆସନ୍ତା ବିଧାନସଭା ନିର୍ବାଚନ ଓ ଫଳାଫଳର ତାରିଖ ଘୋଷଣା କରିଛନ୍ତି। ଫେବୃଆରୀ ୮ରେ ମତଦାନ ହେବାକୁ ଥିବା ବେଳେ ୧୧କୁ ଫଳାଫଳ ଆସିବ। ଚଳିତଥର ବୃଦ୍ଧ ଓ ଦିବ୍ୟାଙ୍ଗମାନଙ୍କ ପାଇଁ ନିର୍ବାଚନ କମିଶନ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି। ରାଜଧାନୀରେ ରହୁଥିବା ୮୦ବର୍ଷ ବୟସରୁ ଊର୍ଦ୍ଧ୍ୱ ମତଦାତାଙ୍କୁ ଏବେ ମତଦାନ କେନ୍ଦ୍ରକୁ ଆଉ ଯିବାକୁ ପଡ଼ିବ ନାହିଁ। ଘରେ ବସି ସେମାନେ ପୋଷ୍ଟାଲ ବାଲଟ୍‌ ଜରିଆରେ ମତଦାନ କରିପାରିବେ। ଏହାଦ୍ୱାରା ଦିଲ୍ଲୀବାସୀଙ୍କୁ ଆଉ ଏକ ଲାଭ ମିଳିପାରିବ। ଦିଲ୍ଲୀର ୧.୪୬ କୋଟି ମତଦାତା ନିର୍ବାଚନ ସମୟରେ ଘରେ ବସି ଜାଣିପାରିବେ ଯେ ନିକଟ କେନ୍ଦ୍ରଗୁଡିକରେ କେତେ ଲମ୍ବା ଲାଇନ୍‌ ଲାଗିଛି ଓ କେତେଜଣ ମତଦାନ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୩ ସପ୍ତାହର ଭ୍ରୁଣର ଗର୍ଭପାତ କରାଇବାକୁ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହିଳା…

ନୂଆଦିଲ୍ଲୀ, ୧୯।୭ : ସହମତିରେ ଶାରୀରିକ ସମ୍ପର୍କ ଯୋଗୁ ଗର୍ଭବତୀ ହୋଇଥିବା ଜଣେ ଅବିବାହିତା ମହିଳାଙ୍କ ୨୩ ସପ୍ତାହର ଭ୍ରୁଣର ଗର୍ଭପାତ କରାଇବା ମାମଲାର ବିଚାର...

ମାନକୋଟ୍‌ରେ ଅସ୍ତ୍ରବିରତି ଉଲ୍ଲଂଘନ: ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ୍‌ରୁ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଏଠାରେ ପାକିସ୍ତାନ ପକ୍ଷରୁ ଜାଣିଶୁଣି ବାରମ୍ବାର ଅସ୍ତ୍ର ବିରତି ଉଲ୍ଲଂଘନ କରାଯାଉଛି।...

ସିବିଆଇକୁ ବିରୋଧ ବଢ଼ୁଛି

ନୂଆଦିଲ୍ଲୀ, ୧୧।୪:କେତେକ ନିର୍ଦ୍ଦିଷ୍ଟ ମାମଲାରେ ରାଜ୍ୟରେ ସିବିଆଇର ତଦନ୍ତ ଅଧିକାର ଏବେ ଦିନକୁ ଦିନ ସଙ୍କୁଚିତ ହେବାରେ ଲାଗିଛି। ଏକାଧିକ ରାଜ୍ୟ ସେମାନଙ୍କ ସାଧାରଣ ସହମତି...

ଭୁପେନ୍ଦ୍ର ପଟେଲଙ୍କ ଶପଥ ଗ୍ରହଣ ପୂର୍ବରୁ ଅହମଦାବାଦ ପହଞ୍ଚିଲେ ମୋଦି, ବିଲମ୍ବିତ ରାତିରେ କଲେ ରୋଡ ଶୋ’

ଅହମଦାବାଦ,୧୨ ।୧୨: ଗୁଜରାଟ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଐତିହାସିକ ବିଜୟ ପରେ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ଭୁପେନ୍ଦ୍ର ପଟେଲ...

ମୁଲାୟମଙ୍କ ଜନ୍ମଦିନ, ଲକ୍ଷ୍ନୌରେ କେକ କାଟିବେ ଅଖିଳେଶ

ଲକ୍ଷ୍ନୌ,୨୨ ।୧୧: ସମାଜବାଦୀ ପାର୍ଟିର ସଂସ୍ଥାପକ ମୁଲାୟମ ସିଂ ଯାଦବ ୮୩ ବର୍ଷରେ ପଦାର୍ପଣ କରିଛନ୍ତି । ତାଙ୍କ ଜନ୍ମଦିନ ପାଳନ କରିବାକୁ ମୁଲାୟମଙ୍କ ଭାଇ...

କର୍ନାଟକରେ କଂଗ୍ରେସକୁ ବୁଦ୍ଧି ଶିଖାଇଲେ ଜନତା: ମୋଦି

ବରହି,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୋଟିଏ ପଟେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଜନସଭାକୁ ଉଦ୍‌ବୋଧନ ଦେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଶ୍ରୀନଗରରେ ୨ ଡଜନ ଆତଙ୍କବାଦୀ: ଦୋକାନୀଙ୍କୁ ଦେଉଛନ୍ତି ଖୋଲା ଧମକ

ଶ୍ରୀନଗର,୧୬ା୯(ପି.ଟି.): ଶ୍ରୀନଗରରେ ଏବେ ଦୁଇ ଡଜନ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ସେମାନେ ସହର ଓ ଏହାର ଆଖପାଖରେ ଅବାଧରେ ବୁଲୁଛନ୍ତି ଏବଂ ବ୍ୟବସାୟୀମାନଙ୍କୁ ଦୋକାନ ନ...

ନବଜାତ ଶିଶୁ କଳାଧଳା ବ୍ୟତୀତ ଅନ୍ୟ ରଙ୍ଗ ଜାଣି ପାରନ୍ତି ନାହିଁ

ଶିଶୁ ଜନ୍ମ ହେବା ପରେ ତା’ର ବିଶେଷ ଯତ୍ନ ନିଆଯାଇଥାଏ। କାରଣ ସେ ପ୍ରକୃତି ସହ ଖାପ ନ ଖାଇବା ପର୍ଯ୍ୟନ୍ତ ତା’ର ବିଶେଷ ଧ୍ୟାନ...

Advertisement
Archives

Model This Week