ଦିଲ୍ଲୀ ନିର୍ବାଚନ ଫଳାଫଳକୁ ଦେଖି ପଞ୍ଜାବରେ ଉତ୍ସବର ମାହୋଲ

ଅମୃତସର,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ସକାଳୁ ଆରମ୍ଭ ହୋଇଛି। ଏବେ ଏହାର ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ସକାଳ ୧୧ଟା ସୁଦ୍ଧା ଆମ ଆଦମୀ ପାର୍ଟି(ଏଏପି) ପ୍ରାୟ ୫୦ ଆସନରେ ଆଗରେ ଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ମାତ୍ର ୧୮ ଆସନରେ ଆଗରେ ରହିଛି। ଏଏପିର ଏହି ସଫଳତାକୁ ଦେଖି ପଞ୍ଜାବର ଅମୃତସରରେ ଥିବା ଏଏପି କର୍ମୀମାନେ ଉତ୍ସବ ପାଳନ କରିବା ଆରମ୍ଭ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜି୍ୟକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?