Posted inଜାତୀୟ

ଦିଲ୍ଲୀ ନିର୍ବାଚନ: ଭୋଟ ହାର ଘୋଷଣାରେ ବିଳମ୍ବ ନେଇ ଅସନ୍ତୋଷ ପ୍ରକାଶ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୯ା୨: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦିଲ୍ଲୀ ବିଧାନସଭାର ୭୦ ଆସନରେ ନିର୍ବାଚନ ଶେଷ ହୋଇଛି। ଇତିମଧ୍ୟରେ ୧୭ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ନିର୍ବାଚନ ଆୟୋଗ ଚୂଡାନ୍ତ ଭୋଟିଂ ପ୍ରତିଶତ ଘୋଷଣା କରି ନ ଥିବାରୁ ଏହାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ। ସେ ଏହାକୁ ନେଇ ଆଶ୍ଚର୍ଯ୍ୟ ପ୍ରକଟ କରିଛନ୍ତି। ଏପର୍ଯ୍ୟନ୍ତ ନିର୍ବାଚନ ଆୟୋଗ ଔପଚାରିକ ଭାବେ ଭୋଟିଂ ପ୍ରତିଶତ କାହିଁକି ଘୋଷଣା କରୁନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ସାଧାରଣତଃ ନିର୍ବାଚନ ଶେଷ ପରେ ଭୋଟ ପ୍ରତିଶତ ଘୋଷଣା କରାଯାଇଥାଏ। କିନ୍ତୁ ଦିଲ୍ଲୀରେ ଏପର୍ଯ୍ୟନ୍ତ ତାହା ହୋଇନାହିଁ। ଯାହାକୁ ନେଇ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପକ୍ଷରୁ ଏହା ଭିତରେ କିଛି ଷଡଯନ୍ତ୍ର ଚାଲିଥିବା ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବାସୀଙ୍କୁ ହାତ ଯୋଡ଼ିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୪ : ଦିଲ୍ଲୀରେ ୬ ଦିନିଆ ଲକ୍‌ଡାଉନ ଘୋଷଣା ହେବା ପରେ ହଜାର ହଜାର ସଂଖ୍ୟାରେ ପ୍ରବାସୀ ଶ୍ରମିକମାନେ ଘରକୁ ଫେରିବା ପାଇଁ ଆନନ୍ଦ ବିହାର...

ଫିଲ୍ମ ନିର୍ଦ୍ଦେଶକ ପିନାକି ଚୌଧୁରୀଙ୍କ ପରଲୋକ…

କୋଲକାତା,୨୫।୧୦ : ବଙ୍ଗଳା ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ପିନାକି ଚୌଧୁରୀଙ୍କର ସୋମବାର ପରଲୋକ ଘଟିଛି। କୋଲକାତାରେ ତାଙ୍କ ବାସଭବନରେ ସେ ଶେଷ...

ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଲେ ମାଓବାଦୀ

ରାଞ୍ଚି,୩୧।୧୨: ଝାଡ଼ଖଣ୍ଡରେ ମାଓବାଦୀମାନେ ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଗାଡ଼ି ପୋଡ଼ିଛନ୍ତି। ଲାଟେହାର ଜିଲାର ମହୁଆ ମିଲାନ ରେଲଓ୍ବେ ଷ୍ଟେଶନ ନିକଟରେ ମାଓବାଦୀଙ୍କ ଗରିଲା ବାହିନୀ...

କ୍ଷମା ମାଗିଲେ ଫରହା

ମୁମ୍ବାଇ,୨୭।୧୨: ଟେଲିଭିଜନ ଶୋ’ ମାଧ୍ୟମରେ ଏକ ବିବାଦୀୟ ଟିପ୍ପଣୀ ଦେଇ ଚର୍ଚ୍ଚାକୁ ଆସିଥିବା ବଲିଉଡ୍‌ ନିର୍ଦ୍ଦେଶିକା ତଥା ପ୍ରଯୋଜିକା ଫରହା ଖାଁ ଶୁକ୍ରବାର ଏଥିପାଇଁ କ୍ଷମା...

ଦୁର୍ବଳ ହେଉଛି ଟଙ୍କା

ନୂଆଦିଲ୍ଲୀ,୧୫ା୭:ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ କ୍ରମାଗତ ହ୍ରାସ ପାଇବାରେ ଲାଗିଛି। ଏପରିକି ଲଗାତର ୪ର୍ଥ କାର୍ଯ୍ୟଦିବସ ଗୁରୁବାରରେ ଟଙ୍କାର ମୂଲ୍ୟ ଦୁର୍ବଳ ହୋଇ...

ସରକାରୀ କର୍ମଚାରୀଙ୍କୁ ୧୫ ବର୍ଷ ପୁରୁଣା ଗାଡି ଚଳାଇବା ମନା

ନୂଆଦିଲ୍ଲୀ,୧୩।୧୨: ସରକାରୀ କର୍ମଚାରୀମାନେ ୧୫ ବର୍ଷରୁ ଅଧିକ ପୁରୁଣା ଗାଡି ବ୍ୟବହାର କରିପାରିବେ ନାହିଁ। କେନ୍ଦ୍ର ସରକାର ଏନେଇ ବଡ ନିଷ୍ପତ୍ତି ନେଇଛନ୍ତି। ପ୍ରଦୂଷଣକୁ ହ୍ରାସ...

କର୍ନାଟକ ନିର୍ବାଚନରେ ପ୍ରିୟଙ୍କା ପାଖରେ ୧୫ ପ୍ରତିଶତ ମହିଳା ଟିକଟ…

ବେଙ୍ଗାଲୁରୁ,୨୫।୧ : ଚଳିତ ବର୍ଷ କର୍ନାଟକରେ ହେବାକୁ ଥିବା ବିଧାନସଭା ନିବ;ାଚନ ପାଇଁ କଂଗ୍ରେସ ଦଳ ପ୍ରସ୍ତୁତି ଆରମ୍ଭ କରିଛି। ମହିଳା କେନ୍ଦ୍ରିକ ରାଜନୀତିକୁ ଦଳର...

୨ ହଜାର ଟଙ୍କିଆ ନୋଟ ବଦଳାଇବା ନୁହେଁ ଜରୁରୀ ମାମଲା: ଶୁଣାଣି ପାଇଁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧।୬ : ପରିଚୟ ପତ୍ର ନ ଦେଖାଇ ୨ ହଜାର ଟଙ୍କିଆ ନୋଟ ବଦଳାଇବା ବିରୋଧରେ ଆବେଦନର ତୁରନ୍ତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି...

Advertisement
Archives

Model This Week