Posted inଜାତୀୟ

ଦିଲ୍ଲୀ ପ୍ରଦୂଷଣ ରୋକିବାକୁ ସରକାର ଯଜ୍ଞ କରନ୍ତୁ, ଇନ୍ଦ୍ର ଭଗବାନ ସବୁ ଠିକ୍‌ କରିଦେବେ: ଭାଜପା ମନ୍ତ୍ରୀ

ଲକ୍ଷ୍ନୌ,୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ହ୍ରାସ କରିବା ଲାଗି ଭାଜପାର ଜଣେ ମନ୍ତ୍ରୀ ଏକ ଅଜବ ଯୁକ୍ତି ବାଢିଛନ୍ତି। ପ୍ରଦୂଷଣରୁ ମୁକ୍ତି ପାଇଁ ସରକାର ଯଜ୍ଞ କରନ୍ତୁ, ଇନ୍ଦ୍ର ଭଗବାନ ସନ୍ତୁଷ୍ଟ ହୋଇ ବର୍ଷା କରାଇବେ ବୋଲି ଉତ୍ତରପ୍ରଦେଶ ମନ୍ତ୍ରୀ ସୁନୀଲ ଭରାଲା ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରଦୂଷଣରୁ ବର୍ତ୍ତିବା ପାଇଁ ବର୍ଷା ହେବା ନିହାତି ଜରୁରୀ। ଆମ ପରମ୍ପରା ଅନୁଯାୟୀ, ବର୍ଷା ପାଇଁ ଇନ୍ଦ୍ର ଦେବତାଙ୍କୁ ସନ୍ତୁଷ୍ଟ କରିବା ନିହାତି ଆବଶ୍ୟକ। ତେଣୁ ଯଜ୍ଞ କଲେ ଭଗବାନ ଇନ୍ଦ୍ର ଖୁସି ହେବେ। ତାଙ୍କ କୃପାରୁ ବର୍ଷା ହୋଇ ପ୍ରଦୂଷଣ ହ୍ରାସ ପାଇବ ବୋଲି ଭରାଲା ମତ ଦେଇଛନ୍ତି। ଚାଷୀମାନେ ଫସଲ ଅବଶେଷକୁ କ୍ଷେତରେ ଜାଳି ଦେଉଥିବାରୁ ପ୍ରଦୂଷଣ ବଢୁଛି ଯାହା କୁହାଯାଉଛି ତାହା ଠିକ୍‌ ନୁହେଁ। ଏହା ଏକ ପ୍ରାକୃତିକ ବ୍ୟବସ୍ଥା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ଧର୍ମ ପ୍ରତି ସହିଷ୍ଣୁତା ଦେଶରେ ସୃଷ୍ଟି କରିଛି ଭିନ୍ନତାରେ ଏକତା…

ମାଡ୍ରାସ୍‌, ୬।୨ : ଦେଶରେ ଅନ୍ୟ ଧର୍ମ ପ୍ରତି ଜନସାଧାରଣଙ୍କ ମଧ୍ୟରେ ଦେଖାଦେଉଥିବା ସହିଷ୍ଣୁତା ଆଚରଣ ଯୋଗୁ ଭିନ୍ନତାରେ ଏକତା ସୃଷ୍ଟି ହୋଇପାରିଛି। ଏଭଳି ମନୋଭାବ...

କର୍ନାଟକ ନିର୍ବାଚନରେ ୟେଦୁରପ୍ପା ରହିବେ ଭାଜପାର ପୋଷ୍ଟର ବୟ

ବେଙ୍ଗାଲୁରୁ,୨୭।୨: କର୍ନାଟକର ୪ଥର ଥିବା ମୁଖ୍ୟମନ୍ତ୍ରୀ ଥିବା ତଥା ଭାଜପାର ବରିଷ୍ଠ ନେତା ବି.ଏସ୍‌ ୟେଦୁରପ୍ପାଙ୍କୁ ୮୦ ବର୍ଷ ବୟସ ହେଲାଣି। ଏହାସତ୍ତ୍ୱେ ମଧ୍ୟ ସେ...

କୃଷକଙ୍କ ବାଡ଼ିରେ ଫଳିଛି ୩ କେଜିର ଲେମ୍ବୁ, ଦେଖିବା ପାଇଁ ନାହିଁ ନ ଥିବା ଭିଡ଼

ଚଣ୍ଡିଗଡ଼,୨୬ା୧୨: ହରିୟାଣାର ଆଦାମପୁରର କିଶନଗଡ଼ ଗ୍ରାମ ନିବାସୀ କୃଷକ ବିଜେନ୍ଦ୍ର ଥୋରିଙ୍କ ବାଡ଼ିରେ ଏକ ଚମତ୍କାରିତା ଦେଖିବାକୁ ମିଳିଛି। ଯେଉଁଠାରେ ଲେମ୍ବୁଗୁଡ଼ିକ ତରଭୁଜ ଆକାରର ଫଳିଛି।...

ଆମେରିକା-ବ୍ରାଜିଲକୁ ପୁଣି ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ,୬।୮: କରୋନା ମହାମାରୀ ଏବେ ଦେଶରେ ଯେଉଁ ପରିମାଣରେ ବୃଦ୍ଧି ପାଇବାରେ ଲାଗିଛି ତାହା ସମସ୍ତଙ୍କୁ ଚକିତ କରି ଦେଇଛି। ଏବେସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ...

ବିଦେଶରେ ହିନ୍ଦୀ ସିନେମା ସଙ୍ଗିତରେ ଝୁମିଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୧୯ ।୧୦: ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଏବେ ଇସ୍ରାଏଲ ଗସ୍ତରେ ଅଛନ୍ତି । ଜୟଶଙ୍କର ଓ ତାଙ୍କ ପ୍ରତିନିଧି ମଣ୍ଡଳଙ୍କୁ ଇସ୍ରାଏଲରେ ଯେଉଁଭଳି ଭାବରେ...

ସିବିଆଇ ପଚରା ଉଚରା ପୂର୍ବରୁ କାହିଁକି ଅଭିଶେକଙ୍କ ଘରେ ପହଞ୍ଚିଲେ ମମତା

କୋଲାକାତା,୨୩ ।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ହଠାତ୍ ଭଣଜା ଅଭିଶେକ ବାନାର୍ଜୀଙ୍କ ଘରେ ପହଞ୍ଚିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।...

ଦେଶର ସମ୍ପତ୍ତିକୁ ପୁଞ୍ଜିପତିଙ୍କ ହାତକୁ ଟେକି ଦେଉଛନ୍ତି ମୋଦି ସରକାର : ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧।୨: ପାର୍ଲାମେଣ୍ଟରେ ସୋମବାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ। ଏହାକୁ ସମାଲୋଚନା କରିଛନ୍ତି କଂଗ୍ରେସ ନେତା ରାହୁଲ...

ସିଆର୍‌ପିଏଫ୍‌ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ…

ଶ୍ରୀନଗର,୧୦।୮: ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ଯବାନ ଆହତ ହୋଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ...

Advertisement
Archives

Model This Week