Posted inଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ: ଭାଜପାର ଷ୍ଟାର୍‌ ପ୍ରଚାରକ ତାଲିକାରେ ମୋଦି, ଶାହା

ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କଂଗ୍ରେସ ପରେ ଭାଜପା ନିଜ ଷ୍ଟାର ପ୍ରଚାରକ ତାଲିକା ବୁଧବାର ଘୋଷଣା କରିଛି। ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ସମେତ ୩୦ ଜଣ ନେତାଙ୍କ ନାମ ରହିଛି। ବଲିଉଡ୍‌ ଅଭିନେତା ସନି ଦେଓଲ, ଅଭିନେତ୍ରୀ ହେମା ମାଳିନୀ, ଭୋଜପୁରୀ ଫିଲ୍ମ ଷ୍ଟାର ଦିନେଶ ଲାଲ ଯାଦବ, କ୍ରିକେଟର୍‌ ଗୌତମ ଗମ୍ଭୀର, ମଧ୍ୟ ଦଳ ପାଇଁ ପ୍ରଚାର କରିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଦିଲ୍ଲୀରେ ମୋଟ ୭୦ ଆସନ ପାଇଁ ଫେବୃୟାରୀ ୮ ତାରିଖରେ ହେବ ଭୋଟିଂ ହେବ। ଫେବୃୟାରୀ ୧୧ ତାରିଖରେ ହେବ ଭୋଟ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭୟ: ଇରାନ୍‌ରେ ଫସିଥିବା ଭାରତୀୟ, ଉଦ୍ଧାର ପାଇଁ ସରକାରଙ୍କୁ କଲେ ନିବେଦନ

ନୂଆଦିଲ୍ଲୀ,୨।୩: ଚାଇନାରେ ସୃଷ୍ଟ କରୋନା ଭାଇରସ୍‌ ଏବେ ମହାମାରୀର ରୂପ ନେଇଥିବା ବେଳେ ଅନ୍ୟ ଦେଶକୁ ମଧ୍ୟ ବ୍ୟାପିବାରେ ଲାଗିଛି। ଇରାନରେ କରୋନା ଭାଇରସ୍‌ରେ ପ୍ରଭାବିତ...

ଚେନ୍ନାଇରେ ପହଞ୍ଚିଲେ ମୋଦି

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜି ଜିନପିଙ୍ଗ୍‌ଙ୍କୁ ସ୍ବାଗତ କରିବା ପାଇଁ ଚେନ୍ନାଇରେ ପହଞ୍ଚିଛନ୍ତି। ଚାଇନା ରାଷ୍ଟ୍ରପତି ପାଖାପାଖି ୨ଟାବେଳେ ଆସି ଏଠାରେ...

୪ ଦିନିଆ ଭାରତ ଗସ୍ତରେ ନୂଆଦିଲ୍ଲୀ ପହଞ୍ଚିଲେ ବ୍ରାଜିଲ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୧: ବ୍ରାଜିଲ ପ୍ରଧାନମନ୍ତ୍ରୀ ଜେର ମେସିଆସ ବୋଲସୋନାରୋ ୪ ଦିନିଆ ଭାରତ ଗସ୍ତରେ ଶୁକ୍ରବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏଥର ସେ ସାଧାରଣତନ୍ତ୍ର ଦିବସର ଅତିଥି ହୋଇପାରନ୍ତି...

ବିଧାୟକ, ଏମ୍‌ପିଙ୍କ ବିରୋଧରେ ୫ ହଜାର ମାମଲା ଶୁଣାଣି ଅପେକ୍ଷାରେ

ନୂଆଦିଲ୍ଲୀ,୩।୨: ଦେଶର ପାର୍ଲାମେଣ୍ଟ ସଦସ୍ୟ (ଏମ୍‌ପି) ଏବଂ ବିଧାୟକମାନଙ୍କ ବିରୋଧରେ ମୋଟ ୪,୯୮୪ ମାମଲା ବିଚାରାଧୀନ ରହିଛି। ସେଥିରୁ ୧,୮୯୯ ମାମଲା ୫ ବର୍ଷରୁ ଊର୍ଦ୍ଧ୍ୱ...

ନ୍ୟାଶନାଲ ହେରାଲ୍ଡ ମାମଲା: ୟଙ୍ଗ ଇଣ୍ଡିଆ କାର୍ଯ୍ୟାଳୟ ସିଲ୍‌

ନୂଆଦିଲ୍ଲୀ,୩।୮: ନ୍ୟାଶନାଲ ହେରାଲ୍ଡ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ବୁଧବାର ଇଡି ହେରାଲ୍ଡ ହାଉସରେ ଅବସ୍ଥିତ ୟଙ୍ଗ ଇଣ୍ଡିଆର କାର୍ଯ୍ୟାଳୟକୁ...

ଗର୍ଲଫ୍ରେଣ୍ଡ କଥା ନ ହେବାରୁ ଏମିତି କାଣ୍ଡ ଘଟାଇଲେ ଯୁବକ

ଗାଙ୍ଗଟକ(ସିକ୍କିମ),୧୪।୧୨: ଗର୍ଲଫ୍ରେଣ୍ଡ କଥା ହେବାକୁ ମନା କରି ଦେବାରୁ ଜଣେ ଡାକ୍ତରଙ୍କ ସମେତ ହସ୍ପିଟାଲରେ ଦୁଇ ଜଣଙ୍କୁ ଛୁରାମାଡ଼ କରିଛନ୍ତି ଜଣେ ଯୁବକ। ଏଭଳି ଘଟଣା...

‘କଂଗ୍ରେସ ଏବେ ବି ବୃହତ୍‌ ବିରୋଧୀ ଦଳ’

ପାଟନା,୧୨।୯: ୨୦୨୪ସାଧାରଣ ନିର୍ବାଚନରେ ଭାଜପାକୁ ପରାସ୍ତ କରିବା ନିମନ୍ତେ ବିରୋଧୀ ଦଳଗୁଡ଼ିକୁ ଏକାଠି କରିବା ଲାଗି ଜୋର୍‌ଦାର ଉଦ୍ୟମ ଜାରି ରହିଛି। ନିକଟରେ ବିହାର ମୁଖ୍ୟମନ୍ତ୍ରୀ...

ଶିରିଡି ନ ଆସିବାକୁ ଅନୁରୋଧ କଲା ସାଇବାବା ସଂସ୍ଥାନ ଟ୍ରଷ୍ଟ

ମୁମ୍ବାଇ,୧୫।୩: ଦେଶରେ ଏବେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଥିବା ବେଳେ ଏହାକୁ ଆଉ ନ ବ୍ୟାପିବାକୁ ଚାଲିଛି ପ୍ରୟାସ। ଏହାକୁ ରୋକିବା ପାଇଁ...

Advertisement
Archives

Model This Week