Posted inଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ: କେଜରିଓ୍ବାଲଙ୍କୁ ଟାର୍ଗେଟ କଲେ ନଡ୍ଡା

ନୂଆଦିଲ୍ଲୀ,୪।୨:ଦିଲ୍ଲୀ ବିଧାନସଭା ନିର୍ବାନକୁ ନେଇ ପ୍ରଚାର ମଇଦାନରେ ଏବେ ଅଛନ୍ତି ସବୁ ଷ୍ଟାର ପ୍ରଚାରକ। ଏହି କ୍ରମରେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁ ରାଜନୈତିକ ଦଳ ବଳ ଲଗାଇଛନ୍ତି। ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା)ର ଅଧ୍ୟକ୍ଷ ଜେପି ନଡ୍ଡା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲଙ୍କୁ ଟାର୍ଗେଟ କରିଛନ୍ତି। ନଡ୍ଡା କହିଛନ୍ତି କେଜରିଓ୍ବାଲ ଦିଲ୍ଲୀରେ ୧୫ ଲକ୍ଷ ସିସିଟିଭି କ୍ୟାମେରା ଲଗାଇବା ସହ ସବୁଠି ଓ୍ବାଇ ଫାଇ ସୁବିଧା ଯୋଗାଇ ଦେବାକୁ କଥା ଦେଇଥିଲେ। ହେଲେ ଏପର୍ଯ୍ୟନ୍ତ ସେ କାହିଁକି ଏହା ପୂରଣ କରିପାରି ନାହାନ୍ତି ବୋଲି ନଡ୍ଡା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ…

ନିର୍ବାଚନ କମିଶନରଙ୍କ ନୂଆ ନିୟମ, ରାତିରେ ବାଇକ ଚଳାଇବା ଉପରେ ଲାଗିଲା ବ୍ୟାନ୍

କୋଲକାତା,୨୧।୪: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଦୁଇଚକିଆ ଯାନ ଉପରେ ନିର୍ବାଚନ କମିଶନର ବ୍ୟାନ କରିଛନ୍ତି । ଏହା ସହିତ ମୁକ୍ତ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ…

୨ ମାସ ପୂର୍ବେ ଗଢିଥିଲେ ସୁଖର ସଂସାର, ହଠାତ୍‌ ଶାଶୁ ଘରେ ହୋଇଗଲେ ଅଚେତ୍‌, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ବଢିଲା ସସ୍‌ପେନ୍ସ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମର ନବବିବାହିତା ଲିପ୍ସା ବିଷୋୟୀ(୨୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦିଗପହଣ୍ଡି ଥାନା ଆଙ୍କୋରଡ଼ା…

CSKକୁ ଲାଗିଲା ବଡ଼ ଝଟକା, ସିଜନରୁ ବାଦ ପଡିଲେ ସର୍ବାଧିକ ସ୍କୋର୍ କରିଥିବା ଖେଳାଳୀ

ନୂଆଦିଲ୍ଲୀ,୨୧।୪: ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ୨୦୨୬ ଆଇପିଏଲ ସିଜିନ୍ ଭଲ ନଥିଲା। ଚଳିତ ସିଜିନ୍ ମଧ୍ୟଭାଗରେ, ଚେନ୍ନାଇ ଦଳ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି…

୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ: ଯୌତୁକ ପ୍ରଥା ବିରୋଧରେ ବଡ଼ ସାମାଜିକ ବାର୍ତ୍ତା

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମଙ୍ଗଳବାର ବରଗଡ଼ ଜିଲା ମୁଖ୍ୟାଳୟସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। କାର୍ଯ୍ୟକ୍ରମରେ ବରଗଡ଼…

ସମ୍ପତ୍ତି ଭାଗବଣ୍ଟାକୁ ନେଇ ମହାଭାରତ: ବଡ଼ ଭାଇର ଚୋଟରେ ସାନ ଭାଇ, ମାଉସୀ ଶାଶୁ ଲହୁଲୁହାଣ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ମଙ୍ଗଳବାର ସକାଳେ ପାରିବାରିକ ହିଂସା କାରଣରୁ ବଡ଼ଭାଇ ବି.ଦଣ୍ଡ ରେଡ୍ଡୀଙ୍କ କାତି ଚୋଟରେ ସାନଭାଇ…

‘ଯୁଦ୍ଧବିରତି ଉଲ୍ଲଂଘନ କଲେ ଉପଯୁକ୍ତ ଜବାବ ଦେବୁ..’, ଆମେରିକାକୁ ଇରାନର ଚେତାବନୀ

ତେହରାନ,୨୧।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ ଏବଂ ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପୁଣିଥରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଉଭୟ ପକ୍ଷ ଦ୍ୱାରା ଗ୍ରହଣ…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ବିବାହ କଲେ ୩୯ ଯୋଡି, ଯୋଗ ଦେଲେ ବିଧାୟକ ଲକ୍ଷ୍ମଣ ବାଗଙ୍କ ସହ …

ବଲାଙ୍ଗୀର, ୨୧।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର କୋଶଳ କଳା ମଣ୍ଡଳ ପଡ଼ିଆରେ ମଙ୍ଗଳବାର ଏକ ଅଭିନବ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri