Posted inଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ: ୭୦ରୁ ୨୦ରେ ପ୍ରାର୍ଥୀ ଦେଇପାରେ କଂଗ୍ରେସ

ନୂଆଦିଲ୍ଲୀ,୧୧।୧: ପାଖେଇ ଆସିଲାଣି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେ ସବୁ ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀ ଯୋଗାଡରେ ଲାଗି ପଡିଛନ୍ତି। ଦିଲ୍ଲୀ ବିଧାନସଭାର ୭୦ଆସନ ମଧ୍ୟରୁ କଂଗ୍ରେସ ୨୦ରେ ପ୍ରାର୍ଥୀ ଦେବ ବୋଲି କୁହାଯାଉଛି। କଂଗ୍ରେସ ଗୋଟିଏ ପଟେ ଶାସକ ଆମ୍‌ ଆଦମୀ ପାର୍ଟି(ଏଏପି)କୁ କ୍ଷମତାଚ୍ୟୁତ କରିବାକୁ ଚାହୁଁଥିବା ବେଳେ ସେପଟେ ଭାରତୀୟ ଜନତା ପାର୍ଟି(ଭାଜପା) ସହ କଡା ଟକ୍କର ଦେବ ବୋଲି ଆଲୋଚନା ହେଉଛି। ଶନବାର ରାତି ସୁଦ୍ଧା କଂଗ୍ରେସ ତା’ର ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଶୀରେ ୯ ବର୍ଷୀୟଙ୍କ ମୃତ୍ୟୁ

ଲକ୍ଷ୍ନୌ, ୧ା୮: ସ୍ବାଧୀନତା ସଂଗ୍ରାମୀ ଶହୀଦ ଭଗତ ସିଂଙ୍କ ଚରିତ୍ରରେ ଅଭିନୟ ପାଇଁ ପୂର୍ବାଭ୍ୟାସ କରିବାବେଳେ ସତସତିକା ଜୀବନ ହରାଇଛନ୍ତି ଜଣେ ୯ ବର୍ଷର ବାଳକ।...

ବ୍ରିଜରେ ଫସିଲା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୫।୧୦ : ବ୍ରିଜ ତଳେ ଫସିଥିବା ଏୟାର ଇଣ୍ଡିଆର ଏକ ବିମାନକୁ ନେଇ ଏବେ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ହେଉଛି। ଭାଇରାଲ ହେଉଥିବା ଏକ...

ଅରୁଣ ଜେଟଲୀ: ଛାତ୍ରନେତାରୁ ଅର୍ଥମନ୍ତ୍ରୀ; ୪୫ ବର୍ଷର ରାଜନୈତିକ ଜୀବନ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶନିବାର ପରଲୋକ ହୋଇଛି। ୧୯୫୨ ଡିସେମ୍ବର ୨୮ରେ ସେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତା ରତ୍ନପ୍ରଭା ଏବଂ...

ବଦଳିଲା ନିୟମ: ୧୬ ନୁହେଁ ୨୪ ଡିଗ୍ରୀରେ ଚାଲିବ ଏସି

ନୂଆଦିଲ୍ଲୀ,୭।୧: ଚଳିତବର୍ଷ ଯେଉଁମାନେ ନିଜ ଘର ପାଇଁ ନୂଆ ଏୟାର କଣ୍ଡିସନର(ଏସି) କିଣିବେ ସେମାନେ ଆରମ୍ଭରୁ ୨୪ ଡିଗ୍ରୀ ସେଲସିୟସ ତାପମାତ୍ରାରୁ ଏହାକୁ ଚଲାଇବେ। ସବୁ...

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୨।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତିି। ରାଷ୍ଟ୍ରପତି ଏହି...

ଚନ୍ନୀ କ୍ୟାବିନେଟର ଶପଥ ଗ୍ରହଣ ପୂର୍ବରୁ ପୁଣି ବିବାଦ

ଚଣ୍ଡିଗଡ଼,୨୬ ।୯: ରାଣା ଗୁରଜିତ ସିଂଙ୍କୁ ମନ୍ତ୍ରୀ ପଦ ମିଳିବା ଖବର ଜଣାପଡିବା ପରେ ଆମ ଆଦମୀ ପାର୍ଟିରୁ ଆସି କଂଗ୍ରେସରେ ଯୋଗ ଦେଇଥିବା ସୁଖପାଲ...

ଅପରାଧିଙ୍କ ସହ ପ୍ରଥମ ରାତି କାଟିଲେ ଅଭିନେତ୍ରୀ

କୋଟା,୧୭।୧୨: ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ନେଇ ବିବାଦୀୟ ଟିପ୍ପଣି ଦେଇଥିବା ମହଙ୍ଗା ପଡିଛି। ଏହି ମାମଲାରେ ତାଙ୍କୁ...

ଦୋଷ ଲୁଚାଇବାକୁ ଯାଇ ଅଭିଯୋଗ

ନୂଆଦିଲ୍ଲୀ, ୯ା୯: ଭାରତୀୟ ସେନା ବେଆଇନ ଭାବେ ବାସ୍ତବ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ର ପାଙ୍ଗୁଙ୍ଗଶୋକୁ ଅତିକ୍ରମ କରିଛି ବୋଲି ଚାଇନା ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଭାରତ...

Advertisement
Archives

Model This Week