ଦିଲ୍ଲୀ ମରକଜରେ ସାମିଲ ହୋଇଥିବା ହଜାରେ କରୋନା ସଂକ୍ରମିତ ସୁସ୍ଥ

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ନିଜାମୁଦ୍ଦିନ ସ୍ଥିତ ତବଲିଘି ଜମାତ ସହ ଜଡ଼ିତ ଥିବା ଲୋକଙ୍କୁ ନେଇ ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ତବଲିଘି ଜମାତ ସହ ଜଡ଼ିତ ଥିବା ପ୍ରାୟ ୧ହଜାର କରୋନା ସଂକ୍ରମିତ ରୋଗୀ ସୁସ୍ଥ ହୋଇଥିବା ନେଇ ବୁଧବାର ଦିଲ୍ଲୀର ସ୍ବାସ୍ଥ୍ୟ ଓ ଗୃହମନ୍ତ୍ରୀ ସତେନ୍ଦ୍ର ଜୈନ ସୂଚନା ଦେଇଛନ୍ତି। ଏଥିସହ ସେ କହିଛନ୍ତି, ସୁସ୍ଥ ହୋଇଥିବା ରୋଗୀ ଏବେ ସେମାନଙ୍କ ଘରକୁ ଯାଇପାରିବେ ଏବଂ ଯେଉଁମାନଙ୍କ ଉପରେ ମାମଲା ରହିଛି ପୋଲିସ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ କରିପାରିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ମାର୍ଚ୍ଚ ଶେଷ ସପ୍ତାହରେ ନିଜାମୁଦ୍ଦିନ ସ୍ଥତ ତବଲିଘି ଜମାତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ହଜାର ହଜାର ସଂଖ୍ୟାରେ ଲୋକମାନେ ଯୋଗଦେଇଥିବା ବେଳେ ପ୍ରାୟ ୪ହଜାର ଉର୍ଦ୍ଧ୍ୱ ଲୋକ ଧରାପଡ଼ିଥିଲେ। ସେଥିମଧ୍ୟରୁ ଏକ ହଜାରରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା। ଏହାପରେ ଅନ୍ୟମାନଙ୍କୁ ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିଲା। ତେବେ ସୁସ୍ଥ ହୋଇଥିବା ବ୍ୟକ୍ତି ଓ କ୍ୱାରାଣ୍ଟାଇନ୍‌ ସମୟ ସୀମା ଶେଷ କରିଥିବା ଜମାତିଙ୍କୁ ଘରକୁ ଯିବା ପାଇଁ ଦିଲ୍ଲୀ ସରକାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୦୦ଭାରତୀୟ ଛାତ୍ରୀଛାତ୍ର କାନାଡାରୁ ହେବେ ବିତାଡିତ,ନକଲି ଅଫର ଲେଟର ମାଧ୍ୟମରେ ଆଡମିଶନ ଅଭିଯୋଗ, କେନ୍ଦ୍ରର ସହାୟତା ଲୋଡିଲା ପଞ୍ଜାବ…

ନୂଆଦିଲ୍ଲୀ,୭।୬ : କାନାଡାରେ ପଢୁଥିବା ପ୍ରାୟ ୭୦୦ ଭାରତୀୟ ଛାତ୍ରୀଛାତ୍ର ଦେଶକୁ ପ୍ରତ୍ୟାବର୍ତ୍ତନ ହେବାର ଆଶଙ୍କା ଦେଖାଦେଇଛନ୍ତି। କାରଣ ସେଠାରେ ଥିବା ସରକାର ସେମାନଙ୍କୁ ନିଜ...

୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୮ା୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶନାମା ବଳରେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। କେତେଜଣ...

ଶିବ କୁମାରଙ୍କ ଗିରଫ ନେଇ କର୍ନାଟକରେ ହିଂସାକାଣ୍ଡ: ଜଳିଲା ୨ ବସ୍‌, ସ୍କୁଲ-କଲେଜ ବନ୍ଦ

ବେଙ୍ଗାଲୁରୁ,୪।୯: କର୍ନାଟକ କଂଗ୍ରେସର ବରିଷ୍ଠ ନେତା ଡି.କେ.ଶିବକୁମାରଙ୍କ ଗିରଫ ପରେ ସ୍ଥିତି ଅଣାୟତ୍ତ ହୋଇଛି। ଏଠାରେ କଂଗ୍ରେସ ସମର୍ଥକଙ୍କ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି। ରାମନଗରରେ...

ନିମନ୍ତ୍ରଣ ପତ୍ରରେ ‘ସିଏଏ’କୁ ସମର୍ଥନ ଜଣାଇଲେ ବର

ନରସିଂପୁର,୧୮।୧: ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଏପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ କେତେକ ସ୍ଥାନରେ ଏହାକୁ ସମର୍ଥନ ମଧ୍ୟ...

କଂଗ୍ରେସର ଝୁମ୍ପୁଡ଼ି ବସ୍ତି ରାଜନୀତି

ନୂଆଦିଲ୍ଲୀ, ୮।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟିବା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି...

ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟରେ ୧୩ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୨।୬: ରାଜଧାନୀ ଦିଲ୍ଲୀର ଉପରାଜ୍ୟପାଳ ଅନିଲ ବୈଜଲଙ୍କ କାର୍ଯ୍ୟାଳୟରେ କରୋନା ତା’ର ଉପସ୍ଥିତି ଜାହିର କରିଛି। ଏଠାରେ ଏକାଥରକେ ୧୩ ଜଣ କରୋନାରେ ପୀଡ଼ିତ ଥିବା...

ଘନଉଛି ଶିଶୁ ଅପପୁଷ୍ଟି ସଙ୍କଟ

ନୂଆଦିଲ୍ଲୀ, ୯ା୫(ଆଇଏଏନ୍‌ଏସ୍‌) : କରୋନାର ଘାତକ ଦ୍ୱିତୀୟ ଲହର ଆଗକୁ ଭାରତ ପାଇଁ ଆହୁରି ମାରାତ୍ମକ ସ୍ଥିତି ସୃଷ୍ଟି କରିବ। ବିଶେଷକରି ୫ ବର୍ଷରୁ କମ୍‌...

ରବିନା ଟଣ୍ଡନଙ୍କ ବିରୋଧରେ ମାମଲା

ବିଡ୍‌ (ମହାରାଷ୍ଟ୍ର),୨୯ା୧୨: ବଲିଉଡ୍‌ ଅଭିନେତ୍ରୀ ରବିନା ଟଣ୍ଡନ, ଚଳଚ୍ଚିତ୍ର ନିର୍ଦ୍ଦେଶକ ଫାରା ଖାନ୍‌ ଏବଂ ହାସ୍ୟାଭିନେତା ଭାରତୀ ସିଂଙ୍କ ବିରୋଧରେ ଶନିବାର ମହାରାଷ୍ଟ୍ରର ବିଡ୍‌ରେ ମାମଲା...

Advertisement
Archives

Model This Week