Posted inଜାତୀୟ

ଦିଲ୍ଲୀ ସେଲ୍ସଟ୍ୟାକ୍ସ ଅଫିସରେ ନିଆଁ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀ ଆଇଟିଓରେ ଥିବା ସେଲ୍ସଟ୍ୟାକ୍ସ ଅଫିସରେ ଗୁରୁବାର ସକାଳେ ନିଆଁ ଲାଗିଥିବା ସୂଚନା ମିଳିଛି। ଏହି ଖବର ମିଳିବା ପରେ ସେଠାରେ ୫ ଦମକଳ ଗାଡି ପହଞ୍ଚି ନିଆଁକୁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଥିଲେ। ଏହାପରେ ୧୩ ମହଲାରୁ ଧୂଆଁ ବାହାରୁ ଥିବା ସୂଚନା ଦେଇଛନ୍ତି ଅଗ୍ନିଶମ ବାହିନୀ। ତେବେ ପ୍ରାୟ ୧ ଘଣ୍ଟା ପରେ ନିଆଁକୁ ଆୟତ୍ତ କରାଯାଇଥିବା ବେଳେ ଏଥିରେ କେହି ମୃତାହତ ହେବାର ସୂଚନା ମିଳି ନାହିଁ। ଅନ୍ୟପଟେ ନିଆଁ ଲାଗିବାର କାରଣ ମଧ୍ୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜୟସାଲମେର ଗଲେ କଂଗ୍ରେସ ବିଧାୟକ

ଜୟସାଲମେର/ଜୟପୁର, ୧।୮(ପି.ଟି.): ରାଜସ୍ଥାନରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ଜୟପୁର-ଦିଲ୍ଲୀ ଜାତୀୟ ରାଜପଥ ପାର୍ଶ୍ୱ ଏକ ହୋଟେଲରେ ଅବସ୍ଥାନ କରୁଥିବା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମର୍ଥକ...

ପ୍ରଦୂଷଣ ରୋକୁଛନ୍ତି ଏହି ଗଣେଶ

ଅକୋଲା: ଗଣେଶ ବିସର୍ଜନ ଏବେ ଦେଶରେ ଧୁମଧାମରେ ଚାଲିଛି। ମୃଣ୍ମୟ ମୂର୍ତ୍ତିକୁ ବିସର୍ଜନ କରିବା ପରେ ଜଳ ପ୍ରଦୂଷଣ ବୃଦ୍ଧି ହେଉଥିବାରୁ ଏଥିପାଇଁ ସବୁ ସ୍ତରରେ...

କରୋନା ଭଳି ବ୍ୟାପୁଛି ଇନ୍‌ଫ୍ଲୁଏଞ୍ଜା ଭାଇରସ, ସତର୍କ ରହିବକୁ କହିଲେ ଏମ୍ସର ପୂର୍ବତନ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୭।୩: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଛି। ହେଲେ ଥଣ୍ଡା,କାଶ ଏବଂ ଜ୍ୱର ମାମଲା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏଚ୍‌୩ଏନ୍‌୨ ଭାଇରସ...

କରୋନା ଟୀକା ପ୍ରଥମେ ଦିଆଯିବ ଏସବୁ ଲୋକଙ୍କୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨୯।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ପ୍ରତିଷେଧକ ଟୀକା ପ୍ରସ୍ତୁତି ହୋଇ ସାରିଛି। ମଣିଷଙ୍କଠାରେ...

ବିଚାର ବିଭାଗୀୟ ହାଜତକୁ ଗଲେ ଗାଳି ଦେଉଥିବା ମହିଳା

ନୋଏଡା,୨୧ ।୮: ଉତ୍ତର ପ୍ରଦେଶର ନୋଏଡାରେ ଗାର୍ଡଙ୍କୁ ଗାଳି ଦେଉଥିବା ମହିଳା ଭବ୍ୟା ରାୟଙ୍କୁ କୋର୍ଟ ୧୪ ଦିନିଆ ଜୁଡିସିଆଲ କଷ୍ଟୋଡିକୁ ପଠାଇ ଦେଇଛନ୍ତି ।...

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌, ୨୪ ଘଣ୍ଟାରେ ୯୧୭ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୦।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ଅସଦାଚରଣ ମାମଲା, ପାଇଲଟଙ୍କ ନିଲମ୍ବନ ବିରୋଧରେ ହେବ ଆଇନଗତ କାର୍ଯ୍ୟାନୁଷ୍ଠାନ

ମୁମ୍ବାଇ,୨୨ ।୧: ଏୟାର ଇଣ୍ଡିଆର ଏକ ବିମାନରେ ଗତ ନଭେମ୍ବରରେ ହୋଇଥିବା ପରିସ୍ରା ମାମଲାରେ ବିମାନର ମୁଖ୍ୟ ପାଇଲଟଙ୍କ ଲାଇସେନ୍ସ ନିଲମ୍ବନ କରିବା ମାମଲାରେ ଇଣ୍ଡିଆ...

ହିମାଳୟ ପାଇଁ ଖୋଲିବ ଜଳବାୟୁ କେନ୍ଦ୍ର

ନୂଆଦିଲ୍ଲୀ, ୧୫।୧୨(ପି.ଟି.): ହିମାଳୟ ପାର୍ବତ୍ୟାଞ୍ଚଳ ପାଇଁ ଏକ ଆଞ୍ଚଳିକ ଜଳବାୟୁ କେନ୍ଦ୍ର ଖୋଲିବା ଲାଗି ଭାରତ ସରକାର ଯୋଜନା କରୁଛନ୍ତି। ଏହା କେବଳ ଆମ ଦେଶକୁ...

Advertisement
Archives

Model This Week