ଦିଲ୍ଲୀ ହସ୍ପିଟାଲର ୩୧ କର୍ମଚାରୀଙ୍କୁ କରୋନା

ନୂଆଦିଲ୍ଲୀ,୨୬।୪(ପି.ଟି.): ଦିଲ୍ଲୀର ବାବୁ ଜଗଜ୍ଜୀବନ ରାମ ହସ୍ପିଟାଲରେ ୧୧ ଡାକ୍ତରଙ୍କ ସମେତ ୩୧ କର୍ମଚାରୀ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ଏଲ୍‌ଏନ୍‌ଜେପି ହସ୍ପିିଟାଲ, ରାଜୀବ ଗାନ୍ଧୀ ସୁପର ସ୍ପେଶିଆଲିଟି ହସ୍ପିଟାଲ ଓ ଅନ୍ୟ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟମାନଙ୍କୁ କ୍ୱାରାଣ୍ଟାଇନ କେନ୍ଦ୍ରକୁ ପଠାଇଦିଆଯାଇଛି। ଗୁରୁବାର ଉକ୍ତ ହସ୍ପିଟାଲର ୭ ଡାକ୍ତର ଓ ୭ କର୍ମଚାରୀଙ୍କୁ କରୋନା ସଂକ୍ରମିତ ହୋଇଥିବାବେଳେ ଶନିବାର ତାହା ୩୧କୁ ବୃଦ୍ଧି ପାଇଛି। ଏତେସଂଖ୍ୟାରେ ସଂକ୍ରମଣର ସମ୍ଭାବ୍ୟ କାରଣ ଉତ୍ତର ଦିଲ୍ଲୀର ଜାହାଙ୍ଗୀରପୁରୀ ଅଞ୍ଚଳରେ ଗୋଷ୍ଠୀ ସଂକ୍ରମଣ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି। ଲକ୍ଷଣ ନ ଥାଇ ଆସୁଥିବା ଅନେକ ଲୋକ ସଂକ୍ରମଣ ବଢ଼ାଉଥିବା ହସ୍ପିଟାଲର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଅସ୍ତିତ୍ୱ ହରାଇବ ୯୪ ବର୍ଷ ପୁରୁଣା ଏହି ବ୍ୟାଙ୍କ: ୭ ଲୋକ ମିଶି କରିଥିଲେ ଆରମ୍ଭ

ନୂଆଦିଲ୍ଲୀ,୨୫।୧୧: ସଙ୍କଟ ମଧ୍ୟରେ ଫସିଥିବା ୯୪ ବର୍ଷ ପୁରୁଣା ବ୍ୟାଙ୍କ ଲକ୍ଷ୍ମୀ ବିଳାସ ବ୍ୟାଙ୍କର ମିଶ୍ରଣ ଡିବିଏସ ବ୍ୟାଙ୍କ ଇଣ୍ଡିଆ ସହ ହୋଇଛି। ଏହି ମିଶ୍ରଣକୁ...

ଜମ୍ମୁ-କଶ୍ମୀରରେ ଖୋଲିଲା ସ୍କୁଲ, ହଜ୍‌ ଯାତ୍ରା ସାରି ଫେରୁଥିବା ଯାତ୍ରୀଙ୍କୁ ମିଳିବ ପାସ୍‌

ନୂଆଦିଲ୍ଲୀ, ୯।୮: ଜମ୍ମୁ-କଶ୍ମୀରରେ ୧୪୪ ଧାରା ଲାଗୁ ହୋଇଥିବା ସତ୍ତ୍ୱେ ଶୁକ୍ରବାର ସମସ୍ତ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ଖୋଲିଛିି। ଜମ୍ମୁ-କଶ୍ମୀର ମୁଖ୍ୟ ଶାସନ ସଚିବ...

ଜେଡିୟୁର ଗୁରୁତ୍ୱପୂର୍ଣ୍ଣ ବୈଠକ: ନୀତୀଶଙ୍କ ସହ ଅଛନ୍ତି ପ୍ରଶାନ୍ତ କିଶୋର

ପାଟନା,୯।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅଧ୍ୟକ୍ଷତାରେ ରବିବାର ପାଟନାରେ ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ...

କୋଭିଡ୍‌-୧୯: ଦକ୍ଷିଣ ଆଫ୍ରିକାର ଶ୍ରୀଲଙ୍କା ଗସ୍ତ ସ୍ଥଗିତ

ଜୋହାନ୍ସବର୍ଗ,୨୦।୪(ପି.ଟି.): କୋଭିଡ୍‌- ୧୯ ସଂକ୍ରମଣ କାରଣରୁ ଦକ୍ଷିଣ ଆଫ୍ରିକାର ଶ୍ରୀଲଙ୍କା ଗସ୍ତକୁ ସ୍ଥଗିତ ରଖାଯାଇଛି। ଜୁନ୍‌ରେ ଦକ୍ଷିଣ ଆଫ୍ରିକା ଶ୍ରୀଲଙ୍କା ଗସ୍ତରେ ଯିବାର କାର୍ଯ୍ୟକ୍ରମ ଥିଲା।...

ପ୍ରସ୍ତୁତି ଲାଗି ଯଥେଷ୍ଟ ସମୟ ଥିଲା

ନୂଆଦିଲ୍ଲୀ,୨୫ା୩: ଭାରତରେ ଏବେ ଚାରିଆଡ଼େ ଭୟ ଓ ଆତଙ୍କର ପରିବେଶ। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ଭାଇରସ୍‌ରେ ୫୧୧ ଆକ୍ରାନ୍ତ ହେବା ପରେ...

ଏହି ରାଜ୍ୟରେ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

ଲକ୍ଷ୍ନୌ,୧୫।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହା ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। କରୋନା ଚେନ୍‌କୁ ଭାଙ୍ଗିବା ବିଭିନ୍ନ ରାଜ୍ୟର...

କରୋନା ଭାଇରସ: ସିଲ୍‌ ହେଲା ଉଦ୍ଧବ ଠାକରେଙ୍କ ଘର ‘ମାତୋଶ୍ରୀ’

ମୁମ୍ବାଇ,୭।୪: କରୋନା ଭାଇରସ ମହାରାଷ୍ଟ୍ରରେ ଅଧିକ ପରିମାଣରେ ଲୋକଙ୍କ ମଧ୍ୟରେ ଦେଖାଯିବା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପାଇଁ ଏକ ଚ୍ୟାଲେଞ୍ଚ ହୋଇ ଠିଆ ହୋଇଛି ବୋଲି...

ସିଏଏ ଏବଂ ଏନ୍‌ଆର୍‌ସି ପରେ ଏବେ ଏନ୍‌ପିଆର୍‌ ପାଇଁ ମୋଦି ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୨୧।୧୨: ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକତା ରେଜିଷ୍ଟର (ଏନ୍‌ଆର୍‌ସି) ନେଇ ଦେଶବ୍ୟାପି ନିଆଁ ଜଳୁଛି। ପରିସ୍ଥିତି ଏପର୍ଯ୍ୟନ୍ତ ନିୟନ୍ତ୍ରଣକୁ ଆସି ନ...

Advertisement


Archives

Model This Week

Why Dharitri