ଦିଲ୍ଲୀ ହିଂସା ନେଇ ଅନୁପମ-ଚେତନ ମୁହାଁମୁହିଁ

ନୂଆଦିଲ୍ଲୀ,୨୭।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସା ଥମିବାର ନା ଧରୁନି। ଏହାକୁ ନେଇ ବଲିଉଡ୍‌ ଅଭିନେତା ଅନୁପମ ଖେର୍‌ ଏବଂ ଲେଖକ ଚେତନ ଭଗତ ମୁହାଁମୁହିଁ ହୋଇଛନ୍ତି। ଚେତନ ଟୁଇଟ୍‌ କରି କହିଥିଲେ ଯେ, ଦୁନିଆ ଚନ୍ଦ୍ରରେ ପହଞ୍ଚିଥିବାବେଳେ ଆମେ ଏବେ ବି ହିନ୍ଦୁ-ମୁସଲମାନ୍‌ କହି ବୁଲୁଛେ। ଇତିମଧ୍ୟରେ ଦେଶର ସ୍ବାଧିନତାକୁ ୭୨ ବର୍ଷ ବିତି ଯାଇଛି ମାତ୍ର ଆମର ମନୋଭାବରେ ପରିବର୍ତ୍ତନ ଆସିନି। ଏହାକୁ ନେଇ ଅନୁପମ ଟୁଇଟ୍‌ କରିଛନ୍ତି, ଏପରି ମନ୍ତବ୍ୟ ଦେଇ କୋଟିକୋଟି ଭାରତୀୟଙ୍କ ମନରେ ଦୁଃଖ ଦେବା ଠିକ୍‌ ନୁହେଁ। ଏହାର ଉତ୍ତରରେ ଚେତନ କହିଛନ୍ତି ଯେ, ସାର୍‌ ଆପଣ ଯାହା କହୁଛନ୍ତି ତାହା ଠିକ। ତେବେ ଆମେ କାହିଁକି ହିନ୍ଦୁ-ମୁସଲମାନ୍‌ କହି ବୁଲୁଛେ। ଟୁଇଟରରେ ଦୁଇ ଜଣ ମନ୍ତବ୍ୟ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ ଆୟୋଗଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ...

କଂଗ୍ରେସ ଏହି ଖୁସିକୁ ସହି ପାରିଲା ନାହିଁ, କାହିଁକି ଏମିତି କହିଲେ କଙ୍ଗନା

ଶିମଲା,୨୯।୩: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ନେଇ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ...

କଂଗ୍ରେସ ପରେ ବଢିଲା ଏହି ଦଳର ମୁଣ୍ଡବ୍ୟଥା, ଆୟକର ବିଭାଗରୁ ମିଳିଲା ନୋଟିସ

ନୂଆଦିଲ୍ଲୀ,୨୯।୩: କଂଗ୍ରେସ ପରେ ଏବେ ଅନ୍ୟ ଏକ ଦଳର ସମସ୍ୟା ବଢିଥିବା ସୂଚନା ମିଳିଛି। ଏହି ପାର୍ଟିକୁ ଆୟକର ବିଭାଗ ପକ୍ଷରୁ ଏକ ନୋଟିସ ମଧ୍ୟ...

ଆସିଲା ମୁଖତାର ଅନସାରୀଙ୍କ ପୋଷ୍ଟ ମର୍ଟମ ରିପୋର୍ଟ, ଏହି କାରଣ ପାଇଁ ହୋଇଛି ମୃତ୍ୟୁ

ବାନ୍ଦା,୨୯।୩: ମାଫିଆ ମୁଖତାର୍‌ ଅନସାରୀଙ୍କ ଶବ ବ୍ୟବଚ୍ଛେଦ ପରେ ହୃଦ୍‌ଘାତ ହେତୁ ତାଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ପୋଷ୍ଟମର୍ଟମ ଘରୁ ବାହାରକୁ ଆସିଥିବା ଡାକ୍ତରମାନେ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ଏହି ରାଜ୍ୟରେ ଭାଜପାକୁ ହେଲା ପ୍ରାର୍ଥୀଙ୍କ ଅଭାବ, କଂଗ୍ରେସ ନେତାଙ୍କୁ ବାଣ୍ଟିଦେଲା ୬୦ଭାଗ ଟିକେଟ୍‌!

ନୂଆଦିଲ୍ଲୀ,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ପାର୍ଟିର ନେତାଙ୍କ ମଧ୍ୟରେ ଦଳବଦଳ କାର୍ଯ୍ୟକ୍ରମ ଖୁବ୍‌ ଜୋର୍‌ରେ ଜାରି ରହିଛି। ତେବେ...

ସର୍ବ ସମ୍ମୁଖରେ ବିଜୟ ଦେବାକୋଣ୍ଡାଙ୍କୁ ‘ଡାର୍ଲିଂ’ ବୋଲି ଡାକିଲେ ରଶ୍ମିକା

ଚେନ୍ନାଇ:ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ଅଭିନେତା ବିଜୟ ଦେବରକୋଣ୍ଡା ସେମାନଙ୍କ ଲଭ ଲାଇଫକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି। ଯଦିଓ ଉଭୟ ନିଜ ରିଲେସନଶିପକୁ ନିଶ୍ଚିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri