ଦିଲ୍ଲୀ ହିଂସା, ସୁବର୍ଣ୍ଣପୁରରେ କଂଗ୍ରେସର ବିକ୍ଷୋଭ

ସୋନପୁର,୨୯।୨(ନି.ପ୍ର.)
ସିଏଏକୁ ନେଇ ଦେଶର ରାଜଧାନୀ ଅଶାନ୍ତ ହୋଇପଡିଛି। ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ ଲାଗିରହିଛି । ତେବେ ହିଂସା ରୋକିବା କ୍ଷେତ୍ରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବିଫଳ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି। ଶୁକ୍ରବାର କଂଗ୍ରେସ ନେତୃବୃନ୍ଦ ସୁବର୍ଣ୍ଣପୁର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଶାହାଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ପ୍ରାକ୍ତନ ବିଧାୟକ ବିନୋଦ ପାତ୍ର, ପ୍ରାକ୍ତନ ଜିଲା କଂଗ୍ରେସ କମିଟି ସଭାପତି ଶଙ୍କର ଦାଶ, ମାଧବ କୁମ୍ଭାର, ଟାଉନ ସଭାପତି ସୁଧୀରପଣ୍ଡା, ରାଜେଶ ମିଶ୍ର, ନିମାଇଁ ପାଣିଗ୍ରାହୀ, ସଂଗ୍ରାମ କେଶରୀ ନାଏକ, ଦୟାନିଧି ସାହୁ, ଧର୍ମେନ୍ଦ୍ର ମେହେର, ରାଜୁ ମେହେର, କୃଷ୍ଣଚନ୍ଦ୍ର ବାଘ, ମହମ୍ମଦ ଇମ୍ରାନ ଓ ପ୍ରେମାନନ୍ଦ ଜଟି ପ୍ରମୁଖ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣପୁରରେ ବନ୍ୟା ସ୍ଥିତି : ବଉରି ଯୋର ଉପରେ ୫ ଫୁଟର ପାଣି, ଯୋଗାଯୋଗ ବିଚ୍ଛିନ୍ନ

ସୋନପୁର,୭।୯(ନି.ପ୍ର.): ଲଗାଣ ବର୍ଷା ଓ ହୀରାକୁଦ ଡ୍ୟାମରୁ ବନ୍ୟାଜଳ ନିଷ୍କାସନ ଯୋଗୁ ସୁବର୍ଣ୍ଣପୁର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଶୁକ୍ରବାର ହୀରାକୁଦ ଡ୍ୟାମ୍‌ର ୧୨ଟି...

ସରକାରୀ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ସ୍ନେହଲତା

ବିନିକା, ୨।୩ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସାରଙ୍ଗପାଲି ଗାଁ ଗିରିଟିକ୍ରା ପଡ଼ାର ସ୍ବର୍ଗତ ବିହାରୀ କ୍ଷେତୀ ଆର ରଇବାରୀକଁର ଝି’ ହେଉଛନ୍‌ ସ୍ନେହଲତା...

ଖଣ୍ଡହତା ସେବା ସମବାୟ ସଭାପତିଙ୍କୁ ହତ୍ୟା ସନ୍ଦେହ

ଅମରପାଲି,୨୦।୯(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଖଣ୍ଡହତା ସେବା ସମବାୟ ସମିତିର ସଭାପତି ପ୍ରଦୀପ ବିଶ୍ୱାଳଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପ୍ରଦୀପଙ୍କ ଘର ଖଣ୍ଡହତା...

ମଣ୍ଡିରୁ ଉଠୁନି ଧାନ, ମିଲର୍ସଙ୍କୁ ଅନୁକମ୍ପା

ବରଗଡ଼ ଅଫିସ୍‌,୨୮।୧୨ ବରଗଡ଼ ଜିଲାରେ ଧାନ କିଣାବିକା ଅନିୟମିତତା ସାଧାରଣରେ ପରିଣତ ହୋଇଛି। ଧାନର ଅଭାବୀ ବିକ୍ରି, ମଲର୍ସଙ୍କ ମର୍ଜିରେ ଧାନକିଣା, ମଣ୍ଡିରେ କଟନୀଛଟନୀ ଭଳି...

ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଜବତ

ବିନିକା,୨୦ା୬(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବାଉଁଶୁଣି ଡୁଗୁମାଳି ଜଙ୍ଗଲରୁ ସୋମବାର ଭୋର୍‌ରୁ ୨୨ ବର୍ଷୀୟ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି ବିନିକା...

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବହୁ କୋଟି ଟଙ୍କାର ପାଇପ୍‌

ସୋନପୁର,୧୨ା୬(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ବେହେରାମାଲ ପଞ୍ଚାୟତ ଲଙ୍ଗଳକଣ୍ଟା ଗାଁ ନିକଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମେଗା ପାଣି ପ୍ରୋଜେକ୍ଟ ପାଇଁ ଗଚ୍ଛିତ...

ତରଭା ବ୍ଲକ କାର୍ଯ୍ୟାଳୟ ଶଟ୍‌ଡାଉନ

ତରଭା,୧୩ା୮(ଡି.ଏନ.ଏ.)  ସୁବର୍ଣ୍ଣପୁର ଜିଲାପାଳ ମୋନିଷା ବାନାର୍ଜୀଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ତରଭା ବ୍ଲକ କାର୍ଯ୍ୟାଳୟକୁ ୨୪ ଘଣ୍ଟା ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏଥିସହିତ ବ୍ଲକ କାର୍ଯ୍ୟାଳୟର...

ଦାଦର ଜଙ୍ଗଲରେ ନିଆଁ: ଲିଭାଇବାକୁ ଆସି ଫେରିଗଲେ ବନ କର୍ମଚାରୀ

ଅମରପାଲି, ୪।୩: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଳକ ଅନ୍ତର୍ଗତ ମୁର୍ଷୁଣ୍ଢୀର ଦାଦର ଜଙ୍ଗଲରେ ଲାଗିଛି ନିଆଁ। ନିଆଁ ଲାଗି ଜଙ୍ଗଲର ଗଛ ଲତା ଜଳି ଯାଉଥିବା...

Advertisement
Archives

Model This Week