Posted inଜାତୀୟ

ଦିଲ୍ଲୀ ହିଂସା: ୮ ଦିନ ହେଲା ସ୍ତ୍ରୀ-୪ ପିଲାଙ୍କ ବାଟ ଚାହିଁ ବସିଛନ୍ତି ରିକ୍ସା ଚାଳକ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ହିଂସାରେ ଇତିମଧ୍ୟରେ ୪୫ଟି ମୃତଦେହ ଉଦ୍ଧାର ହୋଇଛି। ଫେବୃୟାରୀ ୨୩ରେ ସ୍ତ୍ରୀ ଓ ୪ ପିଲାଙ୍କଠାରୁ ଅଲଗା ହୋଇଯାଇଥିବା ରିକ୍ସା ଚାଳକ ମଇନୁଦ୍ଦିନ୍‌ ଏବେ ମୁସ୍ତଫାବାଦ ଅଞ୍ଚଳର ଏକ ନାଳ କଡ଼ରେ ପଡ଼ି ରହିଛନ୍ତି। ଆଖିରୁ ତାଙ୍କର ଲୁହ ଶୁଖୁନି। ଏପର୍ଯ୍ୟନ୍ତ ତାଙ୍କ ସ୍ତ୍ରୀ ଏବଂ ପିଳାଙ୍କ ସନ୍ଧାନ ମିଳିପାରି ନ ଥିବାରୁ ସେ ବ୍ୟସ୍ତ ବିବ୍ରତ ହୋଇଯାଇଛନ୍ତି। ହିଂସାରୁ ରକ୍ଷା ପାଇଁ ପିଲାଙ୍କୁ ନେଇ ସୁରକ୍ଷିତ ସ୍ଥାନକୁ ପଳାଇବା ଲାଗି ସ୍ତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ହିଂସା ଥମିଛି ତେବେ ତାଙ୍କ ପରିବାର ସଦସ୍ୟଙ୍କ କୌଣସି ଖୋଜ୍‌ ଖବର ମିଳିନି। ହିଂସା ପୂର୍ବରୁ ଘର ପାଇଁ ସେ ୨୦୦୦ ଟଙ୍କାର ରାଶନ ଆଣିଥିଲେ। ମାତ୍ର ଦଙ୍ଗାକାରୀ ଘର ସହିତ ସେସବୁ ଜଳାଇ ଦେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ

ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା...

କୁର୍ଲିସ ରେଷ୍ଟୁରାଣ୍ଟ ଭାଙ୍ଗିବା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୯: ଗୋଆର କୁର୍ଲିସ ରେଷ୍ଟୁରାଣ୍ଟ ଭାଙ୍ଗିବାକୁ ନେଇ ସୁପ୍ରିମକୋର୍ଟ ସ୍ଥଗିତଦେଶ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ନ୍‌ଶୁକ୍ରବାର ହେବ। ପରିବେଶ ନିୟମ...

ଭିଜା ବାତିଲ ଯୋଗୁ କ୍ଷତି ହେବ ୮୫୦୦ କୋଟି

ନୂଆଦିଲ୍ଲୀ,୧୩।୩(ପି.ଟି.): କରୋନା ମହାମାରୀ ଭାରତୀୟ ପର୍ଯ୍ୟଟନ, ବିମାନ ଚଳାଚଳ ସେକ୍ଟରକୁ ବଡ଼ ଧରଣର କ୍ଷତି ପହଞ୍ଚାଇବାକୁ ଯାଉଛି। ସଂକ୍ରମଣ ଭୟରେ ସରକାର ମାସେ ପାଇଁ ଭିଜା ସ୍ଥଗିତ...

ଉଜବେକିସ୍ତାନ ଯିବା ପୂର୍ବରୁ ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୫ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଉଜବେକିସ୍ତାନ ଯିବା ପୂର୍ବରୁ ତାଙ୍କର ଏକ ବୟାନ ଜାରି କରିଛନ୍ତି । ମୋଦି କହିଛନ୍ତି, ମୁଁ ସାଂଘାଇ...

ଅନ୍ତର୍ଜାତୀୟ ମଞ୍ଚରେ କଶ୍ମୀର ପ୍ରସଙ୍ଗକୁ ନେଇ ପୁଣି ପାକିସ୍ତାନ ଉପରେ ବର୍ଷିଲା ଭାରତ

ନୂଆଦିଲ୍ଲୀ/ନ୍ୟୁୟର୍କ,୭।୨: ଆଜିକାଲି ପାକିସ୍ତାନ ଏହାର ଅସ୍ତିତ୍ୱ ପାଇଁ ସଂଗ୍ରାମ କରୁଛି ଏବଂ ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଛି। ଏହା ସତ୍ତ୍ୱେ ପାକିସ୍ତାନ କଶ୍ମୀର ପ୍ରସଙ୍ଗ ଅନ୍ତର୍ଜାତୀୟ...

ଫେକ୍‌ ନ୍ୟୁଜ୍‌ ହଟାଇ ନ ଥିବାରୁ ସୋସିଆଲ ମିଡିଆକୁ ତାଗିଦ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨ା୨: ନିକଟରେ କେନ୍ଦ୍ର ସରକାରଙ୍କ ଅଧିକାରୀ ଏବଂ ଆମେରିକାର ବୃହତ ଟେକ୍ନୋଲୋଜି କମ୍ପାନୀଗୁଡିକର ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ବୈଠକ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ହୋଇଛି। କେନ୍ଦ୍ରୀୟ ଅଧିକାରୀମାନେ...

କୃଷି ଆଇନ ପ୍ରତ୍ୟାହାର ବିଲ୍‌ ଲୋକସଭାରେ ପାରିତ…

ନୂଆଦିଲ୍ଲୀ,୨୯।୧୧: ସଂସଦର ଶୀତକାଳୀନ ଅଧିବେଶନରେ କୃଷି ଆଇନ ପ୍ରତ୍ୟାହାର ବିଲ୍‌ ଲୋକସଭାରେ ସୋମବାର ପାରିତ ହୋଇଛି। ବିନା ଚର୍ଚ୍ଚାରେ ପ୍ରତ୍ୟାହାର ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରାଯାଇଛି।...

ସିକ୍କିମ, ଆସାମ, ବିହାରରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୨।୭: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶୁକ୍ରବାର ସିକ୍କିମ, ଆସାମ ଓ ବିହାରରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏହାସହ କୋଙ୍କଣ,...

Advertisement
Archives

Model This Week