ଦିଶା ପଟାନୀ ଖୋଲିଲେ ଫିଟନେସର ରାଜ୍‌

ବଲିଉଡ୍‌ର ହଟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ଦିଶା ପଟାନୀ ଆଗାମୀ ଫିଲ୍ମ ‘ମଲାଙ୍ଗ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଅବସରରେ ନିଜ ଫିଟନେସର ରାଜ୍‌ ଖୋଲିଛନ୍ତି ଦିଶା। ସୁନ୍ଦର ସ୍ବାସ୍ଥ୍ୟ ପାଇଁ ସେ ପ୍ରତିଦିନ ଜିମ ଯିବା ସହ ଯୋଗାଭ୍ୟାସ ମଧ୍ୟ କରିଥାନ୍ତି। ସପ୍ତାହରେ ଅତି କମରେ ୪ଦିନ ଜିମ ଯାଇଥାନ୍ତି। ପ୍ରୋଟିନ ଓ ଭିଟାମିନ ଯୁକ୍ତ ଖାଦ୍ୟ ଉପରେ ଧ୍ୟାନ ଦେଇଥାନ୍ତି। ଏହାସହ ସୁସ୍ଥ ଶରୀର ପାଇଁ ବିଶ୍ରାମ ଅତ୍ୟନ୍ତ ଜରୁରୀ ବୋଲି ଦିଶା କହିଛନ୍ତି। ମୋହିତ ସୁରୀଙ୍କ ନିର୍ଦ୍ଦେଶିତ ‘ମଲାଙ୍ଗ’ରେ ଦିଶାଙ୍କ ବ୍ୟତୀତ ଆଦିତ୍ୟ ରୟ କପୁର ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ମିନା କୁମାରୀଙ୍କ ବାୟୋପିକରେ କ୍ରିତି ସାନନ

ମୁମ୍ବାଇ: ଇଣ୍ଡିଆନ ଫିଲ୍ମ ଇଣ୍ଡଷ୍ଟ୍ରିର ସବୁଠାରୁ ରେସପେକ୍ଟ ଭେଟେରାନ ଆକ୍ଟ୍ରେସଙ୍କ ମଧ୍ୟରୁ ଜଣେ ହେଉଛନ୍ତି ମିନା କୁମାରୀ। ଫିଲ୍ମରେ ପାଓ୍ବାରଫୁଲ ଚରିତ୍ରରେ ଅଭିନୟ କରୁଥିବାରୁ ତାଙ୍କୁ...

ତାନାଜିର ଟ୍ରେଲର ରିଲିଜ୍‌

ମୁମ୍ବାଇ: ମଲ୍ଟି ଷ୍ଟାର ଓ ଡ୍ରାମାରେ ଭରପୂର ଥିବା ଫିଲ୍ମ ‘ତାନାଜି: ଦ ଅନସଙ୍ଗ ଓ୍ବାରିୟର’ର ଟ୍ରେଲର ରିଲିଜ୍‌ ହୋଇଛି। ଟ୍ରେଲରଟି ୩ ମିନିଟ୍‌ ୨୧...

ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍‌କାଉଣ୍ଟରରେ ମୃତ୍ୟୁ ପରେ ଚର୍ଚ୍ଚାରେ ରୋହିତ ଶେଟ୍ଟୀ

ଉତ୍ତରପ୍ରଦେଶର ମେଷ୍ଟ ଓ୍ବାଣ୍ଟଡ ଗ୍ୟାଙ୍ଗଷ୍ଟର ବିକାଶ ଦୁବେଙ୍କ ଏନ୍‌କାଉଣ୍ଟରରେ ମୃତ୍ୟୁ ଘଟିଛି। ଏହି ସମୟରେ ସୋସିଆଲ ମିଡିଆରେ ରୋହିତ ଶେଟ୍ଟୀଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।...

ବିଦେଶରେ ଥାଇ ବି ଦୀପାବଳିକୁ ଭୁଲିନାହାନ୍ତି ପ୍ରିୟଙ୍କା, ପ୍ରଶଂସକଙ୍କ ପାଇଁ ଲେଖିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ସ୍ବାମୀ ନିକ୍‌ ଜୋନାସଙ୍କ ସହ ଲସ୍‌ଏଞ୍ଜେଲସରେ ରହୁଛନ୍ତି। କିନ୍ତୁ ଏହି ଅଭିନେତ୍ରୀ ଭାରତୀୟ ସଂସ୍କୃତିକୁ ଆଦୌ ଭୁଲିନାହାନ୍ତି। ଅନେକ...

ଐଶ୍‌ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍‌, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ

ବମ୍ବେ: ବଲିଉଡ୍‌ର ଚର୍ଚ୍ଚିତ ପ୍ରେମ କାହାଣୀ ଭିତରୁ ସଲମାନ ଖାନ-ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କ ଅନ୍ୟତମ। ଏକ ସମୟରେ ସେମାନଙ୍କ ବ୍ରେକ୍‌ଅପ୍‌ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଥିଲା।...

ଚର୍ଚ୍ଚାରେ କୁବ୍ରାଙ୍କ ଅଣ୍ଡର ୱାଟର ଫଟୋ ଶୁଟ୍‌

ମୁମ୍ବାଇ: ବଲିଉଡ୍ ମୁଭି ‘ରେଡି’ରୁ ନିଜର ବଲିଉଡ୍ ଜର୍ଣ୍ଣି ଆରମ୍ଭ କରିଥିବା କୁବ୍ରା ସେଠ ଅଧିକାଂଶ ସମୟରେ ରହିଥାଆନ୍ତି ଚର୍ଚ୍ଚାରେ । ଏହା କେବଳ ତାଙ୍କ...

ଛାତ୍ରଙ୍କୁ ୧୫ ଲକ୍ଷ ଟଙ୍କା ଦେବେ ‘ଦ କଶ୍ମୀର ଫାଇଲ୍ସ’ର ନିର୍ଦ୍ଦେଶକ

ମୁମ୍ବାଇ: ବହୁ ଚର୍ଚ୍ଚିତ ବଲିଉଡ ମୁଭି ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ଚର୍ଚ୍ଚାରେ ଥିବା ଏହାର ନିର୍ଦ୍ଦେଶକ ଏବେ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି । ଫିଲ୍ମ...

ଜାପାନରେ ବନ୍ଦହେଲା ଏକ ସିନେମା ହଲ୍‌, ଶେଷଥର ଲାଗି ଏଠାରେ ପ୍ରଦର୍ଶିତ ହୋଇଥିଲା ଅମୀରଙ୍କ ଏହି ସୁପରହିଟ୍‌ ଫିଲ୍ମ

ମୁମ୍ବାଇ: ଜାପାନର ଓସାକା ସହରରେ ଥିବା ଏକ ସିନେମା ହଲ୍‌ ବନ୍ଦ ହୋଇଯାଇଛି। ୨୯ ଫେବୃୟାରୀରେ ଏନେଇ ଏକ ଟୁଇଟ୍‌ କରାଯାଇଥିଲା। ଏଥିରେ ଲେଖାଥିଲା ‘ଫ୍ୟୁଜ୍‌...

Advertisement
Archives

Model This Week