ଦୀପକ ଯାହା ଚାହୁଁଥିଲେ..

ବେଳେ ବେଳେ ଖୋଜିବା ଚିଜ ବି ହାତପାହାନ୍ତାରେ ମିଳିଯାଏ। ୨୦୦୬ରୁ ତାଙ୍କର ଆକ୍ଟିଂ କ୍ୟାରିୟର ଆରମ୍ଭ ହୋଇଥିଲା। ହେଲେ ତାଙ୍କ ଅଭିନୀତ ‘ହର୍‌ କିସେ କି ହିସେ-କାମୟାବ’ର ସଫଳତାକୁ ନେଇ ସେ ବେଶ୍‌ ଖୁସ୍‌। ସେ ହେଲେ ଦୀପକ ଡୋବ୍ରିୟାଲ। ରେଡ୍‌ ଚିଲିଜ୍‌ ଏଣ୍ଟରଟେନ୍‌ମେଣ୍ଟ ବ୍ୟାନର ତଥା ଶାହରୁଖ୍‌ ଖାନଙ୍କ ପ୍ରଯୋଜନାରେ ଫିଲ୍ମଟି ବିଭିନ୍ନ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହୋଇ ପ୍ରଶଂସିତ ହୋଇଛି। ଏ ନେଇ ଦୀପକ କହନ୍ତି, ‘ଏହି ଫିଲ୍ମରେ ମୋତେ ଯେଉଁ ଭୂମିକା ମିଳିଛି ସେପରି ଏକ ରୋଲ୍‌ ପାଇଁ ମୁଁ ଅପେକ୍ଷା କରି ରହିଥିଲି। ଏହା ମୋ କ୍ୟାରିୟର ଲାଗି ଟର୍ନିଂ ପଏଣ୍ଟ ସାବ୍ୟସ୍ତ ହୋଇଛି।’ ‘ହର୍‌ କିସେ କି ହିସେ-କାମୟାବ’ ଚଳଚ୍ଚିତ୍ରର ପ୍ରିମିୟର ବୁସାନ୍‌ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲରେ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri