Posted inଜାତୀୟ

ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଗୋରଖପୁରରେ ୫ ସନ୍ଦିଗ୍ଧ

ଲକ୍ଷ୍ନୌ,୧୭।୧୦: ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏଥିପାଇଁ ୫ ସନ୍ଦିଗ୍ଧ ଗୋରଖପୁରରେ ପହଞ୍ଚିଛନ୍ତି। ସେମାନେ ଏକ ଧଳା ଡିଜାୟର ଗାଡ଼ିରେ ନେପାଳ ଯାଇଛନ୍ତି। ଭାରତ-ନେପାଳ ସୀମା ଜଙ୍ଗଲରେ ସନ୍ଦିଗ୍ଧମାନେ ଥିବା ଏନ୍‌ଆଇଏ ପକ୍ଷରୁ ଗୋଇନ୍ଦା ବିଭାଗକୁ ସୂଚନା ଦିଆଯାଇଛି। ସେମାନଙ୍କର ଅନ୍ୟ ସହଯୋଗୀ ଅକ୍ଟୋବର ୧୭ରେ ଦିଲ୍ଲୀରେ ପହଞ୍ଚିବେ ବୋଲି ସୂଚନା ମିଳିଛି। ସନ୍ଦିଗ୍ଧଙ୍କ ସହିତ ସେମାନଙ୍କର ଏକ ବୈଠକ ହେବ। ପ୍ରଥମଥର ପାଇଁ ଏନ୍‌ଆଇଏ ପକ୍ଷରୁ ଏଭଳି ଗୁପ୍ତ ତଥ୍ୟକୁ ବାହାରେ ପ୍ରକାଶ କରାଯାଇଛି। ସନ୍ଦିଗ୍ଧ ଆତଙ୍କବାଦୀମାନେ ଉତ୍ତରପ୍ରଦେଶରେ ପ୍ରବେଶ କରିଥିବା ଖବର ମିଳିବାର ପରେ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀଙ୍କ ମାଟି ହୋଇପାରିବନି ଆଫଗାନ୍‌

ନୂଆଦିଲ୍ଲୀ, ୧୧।୧୧(ପି.ଟି.): ଆତଙ୍କବାଦୀ ସୃଷ୍ଟି ଲାଗି ଆଫଗାନିସ୍ତାନର ମାଟିକୁ ବ୍ୟବହାର କରିବାକୁ ଦିଆଯିବ ନାହିଁ। ନୂଆଦିଲ୍ଲୀରେ ବୁଧବାର ଭାରତ ସମେତ ୮ ଦେଶର ଜାତୀୟ ସୁରକ୍ଷା...

ଉତ୍ତରପ୍ରଦେଶ ନିର୍ବାଚନ, ୧୨୫ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା କଂଗ୍ରେସ, ୫୦ ପ୍ରତିଶତ ମହିଳାଙ୍କୁ ଟିକଟ …

ନୂଆଦିଲ୍ଲୀ,୧୩।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦଳର ୧୨୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।...

ତ୍ରିଶଂକୁ ଫଳାଫଳ ହେଲେ ସରକାର ଗଠନ ପାଇଁ ତୁରନ୍ତ ରାଷ୍ଟ୍ରପତିଙ୍କ ନିକଟରେ ଆବେଦନ କରିବ କଂଗ୍ରେସ

ନୂଆଦିଲ୍ଲୀ,୨୩।୫: ତ୍ରିଶଂକୁ ଫଳାଫଳ ହେଲେ ସରକାର ଗଠନ ଲାଗି ପ୍ରଥମେ ରାଷ୍ଟ୍ରପତିଙ୍କ ନିକଟରେ କଂଗ୍ରେସ ଆବେଦନ କରିବ ବୋଲି ସୂଚନା ମିଳିଛି। ଏନ୍‌ଡିଏକୁ ଯଦି ବହୁମତ...

ବସ୍‌-ଏସ୍‌ୟୁଭି ଧକ୍କାରେ ୧୧ ମୃତ

ଭୋପାଳ,୫ା୧୧: ମଧ୍ୟପ୍ରଦେଶର ବେଟୁଲ୍‌ ଜିଲାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୨ ଶିଶୁଙ୍କ ସମେତ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ଶ୍ରମିକ। ସେମାନେ ଏସ୍‌ୟୁଭିରେ...

ହାଟରୁ ସ୍ତ୍ରୀଙ୍କ ପାଇଁ ଟିକିଲି କିଣିଲେ ଭୂପେଶ

ରାୟପୁର,୨୫।୫: ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ମଙ୍ଗଳବାର ବସ୍ତର ଜିଲା ଚିତ୍ରକୋଟ ଅନ୍ତର୍ଗତ କିଲେପାଲ ଅଞ୍ଚଳ ପରିଦର୍ଶନ କରିବାକୁ ପହଞ୍ଚିଥିଲେ। ସେଠାରେ ଥିବା ଏକ ହାଟରେ...

ଧର୍ମେନ୍ଦ୍ରଙ୍କ ମୁଣ୍ଡରେ ପୁଣି ସୁନା କଳସ: ପିଏମ୍‌ଓରୁ ଆସିଲା ଫୋନ୍‌ କଲ୍‌

ନୂଆଦିଲ୍ଲୀ,୩୦।୫: ଧର୍ମେନ୍ଦ୍ର ପ୍ରଧାନଙ୍କ ମୁଣ୍ଡରେ ପୁଣି ସୁନା କଳସ ଢ଼ଳା ହୋଇଛି। ସେ ପୁଣିଥରେ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ)ରୁ ତାଙ୍କ ପାଖକୁ...

ଏରୋ ଇଣ୍ଡିଆର ୧୪ତମ ସଂସ୍କରଣ: ଦୁନିଆ ଦେଖିଲା ଭାରତର ପରାକ୍ରମ…

ବେଙ୍ଗାଲୁରୁ,୧୩।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏରୋ ଇଣ୍ଡିଆ ୨୦୨୩ ର ୧୪ତମ ସଂସ୍କରଣର ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମ କର୍ନାଟକର ବେଙ୍ଗାଲୁରୁର ବାୟୁସେନାର...

ଦୁର୍ନୀତି ଯୋଗୁ ପୋଲିସ ଛବି ଖରାପ

ନୂଆଦିଲ୍ଲୀ,୨ା୪: ଦୁର୍ନୀତି, ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ, ନିରପେକ୍ଷତାର ଅଭାବ ଓ ରାଜନେତାଙ୍କ ସହ ଘନିଷ୍ଠ ସମ୍ପର୍କ ଯୋଗୁ ପୋଲିସର ଛବି ଖରାପ ହୋଇଯାଇଛି। ତେଣୁ ଅସୁବିଧାରେ ପଡ଼ିଥିବା...

Advertisement
Archives

Model This Week