ଦୀପାବଳିରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର ହେବ ଧନ ପ୍ରାପ୍ତି…

ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ ଚକ୍ର, କଉଡ଼ି ଆଦି ମାତାଙ୍କର ଅତିପ୍ରିୟ। ଦୀପାବଳି ଅମାବାସ୍ୟାରେ ଗୋମତୀ ଚକ୍ରକୁ ମାତା ଲକ୍ଷ୍ମୀଙ୍କ ସମ୍ମୁଖରେ ରଖି ଏଥିରେ କୁଙ୍କୁମ ଓ ହଳଦୀ ଲଗାଇ ପୂଜା କରନ୍ତୁ। ଏହାକୁ ମାତାଙ୍କ ପାଦତଳେ ଅର୍ପଣ କରି ଧଳା ମିଠା ଭୋଗ ଲାଗି କରିବା ପରେ ଏହାକୁ କୁମାରୀ କନ୍ୟାଙ୍କୁ ଖାଇବାକୁ ଦିଅନ୍ତୁ। ପରେ ରାତିରେ ମାତାଙ୍କୁ ପାଣି ସଙ୍ଗଡ଼ା ଓ ମିଠା ଅର୍ନ ଭୋଗ ଲାଗି କରନ୍ତୁ। ରାତିରେ ମାତା ଲକ୍ଷ୍ମୀଙ୍କର ବୀଜ ମନ୍ତ୍ର ଶ୍ରୀଂ ୫ ମାଳା ଜପ କଲେ ବର୍ଷସାରା ଘରେ ଧନର ଅଭାବ ରହି ନ ଥାଏ ବୋଲି ଶାସ୍ତ୍ରରେ କୁହାଯାଇଛି। ଦୀପାବଳି ପର ଦିନ ସକାଳେ ଗୋମତୀ ଚକ୍ରକୁ ପର୍ସରେ ରଖିଲେ ଏଥିରୁ କେବେ ଟଙ୍କା ଖାଲି ହୋଇ ନ ଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ପରାମର୍ଶ ଦିଆଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ସଂକ୍ରମଣ ଶହେ ତଳେ, ସକ୍ରିୟ ମାମଲା ୨୦୦୦ରୁ କମ୍‌…

ନୂଆଦିଲ୍ଲୀ, ୨୮।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ଧାର୍ଯ୍ୟ ତାରିଖ ପୂର୍ବରୁ ଗିରଫ କର: ଖାପ୍‌ ମହାପଞ୍ଚାୟତ

ହରିୟାଣାର କୁରୁକ୍ଷେତ୍ରରେ କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ଶୁକ୍ରବାର ଖାପ୍‌ ମହାପଞ୍ଚାୟତ ଅନୁଷ୍ଠିତ ହୋଇଯାଇଛି। ବ୍ରିଜ୍‌ଭୂଷଣଙ୍କୁ ଗିରଫ କରା ନ ଗଲେ କୃଷକମାନେ ଜୁନ୍‌ ୯ରେ ବିକ୍ଷୋଭରତ କୁସ୍ତିଯୋଦ୍ଧାଙ୍କୁ...

ଗୋ-ଫାଷ୍ଟ ଯାତ୍ରୀବାହୀ ବିମାନର ଫାଟିଲା ଓ୍ବିଣ୍ଡସିଲ୍ଡ

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀରୁ ଗୌହାଟୀ ଯାଉଥିବା ଗୋ-ଫାଷ୍ଟ ଯାତ୍ରୀବାହୀ ବିମାନରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ମଝି ଆକାଶରେ ଯାତ୍ରୀବାହୀ ବିମାନର ୱିଣ୍ଡସିଲ୍ଡ ଫାଟିଯାଇଛି। ଜୋର୍‌ ପବନ...

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା

ସିମଲା,୨୩।୨: ହିମାଚଳ ପ୍ରଦେଶରେ ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। କିନ୍ନୌର ଜିଲାରେ ବୁଧବାର ସକାଳ ୯.୫୮ଟାରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି। ନ୍ୟାସନାଲ...

ମୁକ୍ତି ପ୍ରତୀକ୍ଷାରେ ୪ ମାସ : କାତାର ଜେଲରେ ୮ ନୌସେନା ଭେଟେରାନ୍‌

ନୂଆଦିଲ୍ଲୀ,୨ା୧: ଦେଶ ପାଇଁ ସେବା ପ୍ରଦାନରେ ନିଷ୍କଳଙ୍କ କ୍ୟାରିୟର, ସର୍ଭିସ ରେକର୍ଡରେ ଟିକିଏ ବି ଦାଗ ନାହିଁ। ତଥାପି ଭାରତୀୟ ନୌସେନାର ୮ ଜଣ ଅବସରପ୍ରାପ୍ତ...

ସପ୍ତାହେ ପର୍ଯ୍ୟନ୍ତ ଲୋକେ ଘରେ ବନ୍ଦୀ…

ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଏଠାରେ ସାତ ଦିନିଆ...

ଉନ୍ନାଓ ପୀଡ଼ିତାଙ୍କ ଘରେ ପହଞ୍ଚିଲେ ପ୍ରିୟଙ୍କା

ଉନ୍ନାଓ,୭।୧୨: ଉତ୍ତରପ୍ରଦେଶ ଉନ୍ନାଓରେ ଜୀବନ୍ତ ଜଳାଇଦେଇଥିବା ବଳାତ୍କାର ପୀଡ଼ିତାଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ଏହାପରେ ସାରା ଦେଶରେ ଶୋକପ୍ରକାଶ ପାଇବା ସହ ଜନତାଙ୍କ...

ଇଣ୍ଟରନେଟ୍‌ର ଚମତ୍କାରିତା: ନିଖୋଜ ହେବାର ୪୦ ବର୍ଷ ପରେ ଘରକୁ ଫେରିଲେ ୯୪ ବର୍ଷୀୟା ବୃଦ୍ଧା

ଭୋପାଳ, ୨୦।୬- ଇଣ୍ଟରନେଟ୍‌ ସହିତ ଆଜିର ଯୁବ ପିଢ଼ି ପୁରା ଜଡ଼ିତ ହୋଇସାରିଛି। ଇଣ୍ଟରନେଟ୍‌ ଦ୍ୱାରା ଆମର କେତେବେଳେ ଉପକାର ହେଉଛିତ ପୁଣି ଅପକାର। କିନ୍ତୁ...

Advertisement
Archives

Model This Week