ଦୀପାବଳୀ ପାଇଁ ଜୟପୁରରେ ଫୁଲ, ବାଣ ବଜାର

ଜୟପୁର,୨୭ା୧୦(ଡି.ଏନ୍‌.ଏ.): ଦୀପାବଳି ପାଇଁ ଜୟପୁର ସହରର ବଜାର ଚଳଚଞ୍ଚଳ ହୋଇଛି ା ରବିବାର ଦୀପାବଳି ପର୍ବ ପାଳନ ଲାଗି ସହରର ଦୈନିକ ବଜାର ମୁଖ୍ୟରାସ୍ତାରେ ମଣ୍ଡା, ସେବତୀ ଫୁଲର ପସରା ବସିଛି ା ଗ୍ରାମାଞ୍ଚଳରୁ ଆସିଥିବା ମହିଳା ଓ ଅନ୍ୟ ବେପାରୀ ଫୁଲମାଳ ତିଆରି କରି ଭୋର୍‌ ବେଳୁ ବିକ୍ରି କରିବାରେ ଲାଗିଛନ୍ତି। ସେହିପରି ଦୀପାବଳି ପୂଜା ପାଇଁ ଚୁଡ଼ା, ଆଖୁ, କଦଳୀ, ଅନ୍ୟ ଫଳମୂଳ, କାଉଁରି କାଠି, ଦୀପ ବିକ୍ରି ଚାଲିଛି। ଲୋକଙ୍କ ଚାହିଦା ଅନୁଯାୟୀ ଫଳମୂଳ ଦର ବୃଦ୍ଧି ପାଇଛି ା ଗତ ଶୁକ୍ରବାର ସନ୍ଧ୍ୟାରୁ ବାଣ ବିକ୍ରି ପାଇଁ ପ୍ରଶାସନ ଅନୁମତି ଦେବା ପରେ ୩୪ଟି ବାଣ ଦୋକାନ ଆରମ୍ଭ ହୋଇଥିଲା। ରବିବାର ପାଗ ଶୁଖିଲା ଥିବାରୁ ବାଣବିକ୍ରି ଚାଲିଛି। ବେପାର ଭଲ ହେବ ବୋଲି ଆଶା କରିଛନ୍ତି ବ୍ୟବସାୟୀ।


Enter your email to get our daily news in your inbox.

All Right Reserved By Dharitri.Com

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri