ଦୀପିକାଙ୍କଠାରୁ ଟାଇମ୍‌ ମ୍ୟାନେଜ୍‌ମେଣ୍ଟ ଶିଖୁଛନ୍ତି ରଣବୀର୍‌

ଅଭିନେତା ରଣବୀର ସିଂ ଏବଂ ଦୀପିକା ପାଦୁକୋନ୍‌ ବଲିଉଡ୍‌ର ସବୁଠୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଅନ୍ୟତମ। ଦୁହେଁ ସୋସିଆଲ ମିଡିଆରେ ମଧ୍ୟ ବେଶ୍‌ ଆକ୍ଟିଭ୍‌। ନିଜ ସାଂସାରିକ ଜଞ୍ଜାଳରେ ଯେତେ ବ୍ୟସ୍ତ ରହିଲେ ମଧ୍ୟ ଉଭୟ ପରସ୍ପର ପାଇଁ ସମୟ ବାହାର କରିଦେଇଥାନ୍ତି। ବର୍ତ୍ତମାନ ଦୀପିକାଙ୍କଠାରୁ ଟାଇମ୍‌ ମ୍ୟାନେଜମେଣ୍ଟ ଶିଖୁଛନ୍ତି ରଣବୀର। ତାଙ୍କ ମତରେ ଦୀପିକା ଟାଇମ୍‌ ମ୍ୟାନେଜ୍‌ମେଣ୍ଟ କରିବାରେ ସିଦ୍ଧହସ୍ତା। ସେ ମୋ ଜୀବନରେ ଆସିବା ପରେ ବହୁତ କିଛି ଶିଖିବାକୁ ମିଳିଛି ବୋଲି ସେ କହିଛନ୍ତି। ବିବାହ ପରେ ପ୍ରଥମଥର ପାଇଁ ଦୁହେଁ ‘୮୩’ ଫିଲ୍ମରେ ଏକତ୍ର ନଜରକୁ ଆସିବେ। ଫିଲ୍ମଟି ୧୯୮୩ ବିଶ୍ୱକପ୍‌ ଉପରେ ଆଧାରିତ। ନିକଟରେ ଏହି ଚଳଚ୍ଚିତ୍ରର ଶୁଟିଂ ଶେଷ ହୋଇଯାଇଛି। କବିର ଖାନ୍‌ଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ରଣବୀର ସିଂ ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ କପିଳ ଦେବଙ୍କ ଚରିତ୍ରରେ ନଜରକୁ ଆସିବେ। ଫିଲ୍ମ ‘୮୩’ ରଣବୀର ସିଂଙ୍କ ଅଭିନୀତ ହିନ୍ଦୀ, ତାମିଲ ଏବଂ ତେଲୁଗୁରେ ପ୍ରସ୍ତୁତ ଏହା ପ୍ରଥମ ତ୍ରିଭାଷୀ ଫିଲ୍ମ ହେବ। ଏହି ଫିଲ୍ମର କିଛି ଭାଗ ଶୁଟିଂ ପ୍ରସିଦ୍ଧ ଲଡର୍‌ସ ଗ୍ରାଉଣ୍ଡରେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri