ଦୀପିକାଙ୍କୁ ଗାଳି ଦିଅନ୍ତି ଶଶୁର, ଜାଣନ୍ତୁ କାହିଁକି

ବଲିଉଡ୍‌ର ଆଗଧାଡିର ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ନିଜ ବ୍ୟକ୍ତିଗତ ଜୀବନୀକୁ ନେଇ ଏକ ଖୁଲାସା କରିଛନ୍ତି। ବିବାହ ପରେ ଆସିଥିବା ପରିବର୍ତ୍ତନକୁ ନେଇ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ‘ବିବାହ ପରେ ପର୍ସନଲ ଓ ପ୍ରୋଫେସନାଲ ଲାଇଫରେ କିଛି ବି ପରିବର୍ତ୍ତନ ଆସି ନାହିଁ। କାରଣ ମୋ ଶଶୁର ଘରେ ମୋତେ ବୋହୂ ଭାବେ ନୁହେଁ ବରଂ ଝିଅ ଭାବେ ଦେଖନ୍ତି’। ଯେଉଁ ଘରକୁ ମୁଁ ବାହା ହୋଇ ଆସିଛି, ସେଇ ପରିବାରରେ ଝିଅ ଓ ବୋହୂ ମଧ୍ୟରେ କୌଣସି ପାର୍ଥକ୍ୟ ନାହିଁ। ଯେତେବେଳେ ମୁଁ କାମରେ ବହୁତ ବ୍ୟସ୍ତ ରୁହେ ଓ ଘରେ ସମୟ ଦେଇ ପାରେ ନାହିଁ, ଏଥିପାଇଁ ମୋତେ ବହୁତ ଗାଳି ଶୁଣିବାକୁ ପଡେ। ମୋ ଶଶୁର ଗାଳି କରି ମୋତେ କହିଥାନ୍ତି, ମୁଁ କେଉଁଭଳି ଝିଅ, ଯିଏକି ତାଙ୍କୁ ଭେଟିବା ପାଇଁ ସମୟ ଦେଇ ପାରୁନାହିଁ। ଏହି ସମୟରେ ମୋ ଶ୍ୱଶୁରଙ୍କ ଗାଳି ମୋତେ ଠିକ ସେମିତି ଲାଗେ ଯେମିତି ମୋ ବାପା ମୋତେ ଗାଳି କରୁଛନ୍ତି। ୨୦୧୮ରେ ଅଭିନେତା ରଣବୀର ଓ ଦୀପିକାଙ୍କ ବିବାହ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପୋଟିଜମ୍‌କୁ ନେଇ ମୁହଁ ଖୋଲିଲେ ବେବୋ

ମୁମ୍ବାଇ: ବଲିଉଡ୍‌ ପାଇଁ ୨୦୨୦ ହେଉଛି ଏକ ଅଶୁଭ ବର୍ଷ। ଚଳିତବର୍ଷ ବଲିଉଡ୍‌ ବହୁ ଅଭିନେତା ଅଭିନେତ୍ରୀଙ୍କୁ ହରେଇଛି। ସମଗ୍ର ଦେଶରେ କୋଭିଡ୍‌ କଟକଣା ଯୋଗୁ...

ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମାଙ୍କ ପରଲୋକ

ମୁମ୍ବାଇ,୮।୧୨: ବଲିଉଡ୍‌ର ନାଁ କରା କଳାକାର ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ଭଉଣୀ ସାୟମା ତାମସି ସିଦ୍ଦିକିଙ୍କ ଶୁକ୍ରବାର ପରଲୋକ ହୋଇଛି। ସେ ଦୀର୍ଘଦିନ ଧରି କ୍ୟାନସରରେ ପୀଡିତ...

ଚର୍ଚ୍ଚାରେ ଫିଲ୍ମ ‘ବାଲା’ର ଶିଶୁ କଳାକାର ସଚିନ

ବଲିଉଡ୍‌ ଅଭିନେତା ଆୟୁଷ୍ମାନ୍‌ ଖୁରାନାଙ୍କ ଫିଲ୍ମ ‘ବାଲା’ ବକ୍ସ ଅଫିସରେ ଭଲ ବ୍ୟବସାୟ କରିବାରେ ଲାଗିଛି। ଏହାର କାହାଣୀ ମୁଣ୍ଡରେ କେଶ ନ ଥିବା ଜଣେ...

ସଲ୍‌ମାନଙ୍କ ବଦାନ୍ୟତା

ମୁମ୍ବାଇ: କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଦେଶବାସୀଙ୍କୁ ତଥା ସରକାରଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଅନେକ ବଲିଉଡ୍‌ ତାରକା। ଏଥିମଧ୍ୟରେ ସୁପରଷ୍ଟାର୍‌ ସଲ୍‌ମାନ...

୫୫ ବର୍ଷରେ ଫରହା ଖାଁ: ଶିରିଶ କୁନ୍ଦର ମଦ୍ୟପାନ କରି ତାଙ୍କୁ ଭଲ ପାଉଥିବା କହିଥିଲେ…

ମୁମ୍ବାଇ: ବଲିଉଡ୍‌ର ପ୍ରସିଦ୍ଧ କୋରିଓଗ୍ରାଫର ଫରହା ଖାଁ ଗୁରୁବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ଜାନୁୟାରୀ ୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ଶିଲା...

ଖଳନାୟକ ନୁହେଁ; ଆଣ୍ଟିହିରୋ ପୀୟୂଷ ତ୍ରିପାଠୀ

ଓଡ଼ିଶା ଯାତ୍ରା ଜଗତରେ ଏବେ ଯେଉଁ କେତେଜଣ ଯୁବପ୍ରତିଭା ନେଗେଟିଭ୍‌ ଭୂମିକାକୁ ଏକ ନୂଆଟ୍ରେଣ୍ଡ ଦେବା ଆରମ୍ଭ କରିଛନ୍ତି ସେମାନଙ୍କ ମଧ୍ୟରେ ଜଣେ ହେଉଛନ୍ତି ଯୁବ...

ପ୍ରେମରେ ପଡ଼ିଛନ୍ତି ଏରିକା

ବମ୍ବେ: ପ୍ରେମରେ ପଡ଼ିଛନ୍ତି ‘କସୋଟି ଜିନ୍ଦେଗୀ କେ-୨’ର ନାୟିକା ଏରିକା ଫର୍ଣ୍ଣାଡିସ୍‌। ସେ ନିଜେ ଏହା ସ୍ବିକାର କରିଛନ୍ତି। ଗତ ୩ ବର୍ଷ ଧରି ସେ...

ଶାହାରୁଖ୍‌ଙ୍କଠାରୁ ଅଧିକ ରୋମାଣ୍ଟିକ ପୁଅ ଆର୍ୟନ୍‌

ଶାହାରୁଖଙ୍କ ପୁଅ ଆର୍ୟନଙ୍କ ଆଜି ଅର୍ଥାତ୍‌ ବୁଧବାର ୨୨ତମ ଜନ୍ମଦିବସ। ଆଜିର ଏହି ଖାସ୍‌ ଦିନରେ ତାଙ୍କ ବିଷୟରେ କିଛି କଥା ଜାଣିନେବା ଆସନ୍ତୁ। ଆର୍ୟନ୍‌...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *