ଦୀପିକାଙ୍କୁ ଦରକାର ମୋ ଭଳି ପରାମର୍ଶଦାତା: ବାବା ରାମଦେବ

ମୁମ୍ବାଇ,୧୪।୧: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟିରେ ହୋଇଥିବା ହିଂସା ପରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ସେଠାକୁ ଗସ୍ତ କରିଥିଲେ। ସେଠାରେ ସେ ବିରୋଧ ପ୍ରଦର୍ଶନକାରୀ ଛାତ୍ରଙ୍କ ସମେତ ଆହତ ଛାତ୍ରଙ୍କୁ ମଧ୍ୟ ଭେଟିଥିଲେ। ଏହାପରେ ଦୀପିକାଙ୍କ ଗସ୍ତକୁ ନେଇ ବିବାଦ ମୁଣ୍ଡ ଟେକିଥିଲା। ଏମିତିକି ତାଙ୍କ ଅଭିନୀତ ଫିଲ୍ମ ‘ଛପାକ’କୁ ମଧ୍ୟ ବିରୋଧ କରାଯାଇଥିଲା। ଏବେ ଏହାକୁ ନେଇ ରାଜନୀତି ଜୋର୍‌ ଧରିଛି। ଏହାକୁ ନେଇ କେତେଜଣ ନେତା ନିଜ ନିଜର ମତ ରଖି ସାରିଥିବା ବେଳେ ଏବେ ଯୋଗଗୁରୁ ବାବା ରାମଦେବ ତାଙ୍କ ମତ ରଖିଛନ୍ତି। ସେ କହିଛନ୍ତି ଦୀପିକାଙ୍କର ଅଭିନୟରେ ଜ୍ଞାନ ରହିଥାଇପାରେ। ହେଲେ ସାମାଜିକ, ରାଜନୈତିକ ଓ ସାଂସ୍କୃତିକ ଜ୍ଞାନ ପାଇଁ ତାଙ୍କୁ ଆହୁରି ପଢିବା ଓ ବୁଝିବା ଦରକାର। ଏମିତିକି ତାଙ୍କୁ ଏ ସମ୍ପର୍କରେ ଜ୍ଞାନ ଦେବାକୁ ମୋ ଭଳି ଜଣେ ପରାମର୍ଶଦାତା ରଖିବା ଆବଶ୍ୟକ। ଏହାପରେ ଯାଇ ସେ ନିର୍ଣ୍ଣୟ ନେବା ଦରକାର। ମଧ୍ୟପ୍ରଦେଶରେ ଖବରଦାତାଙ୍କ ସହ କଥା ହେବା ସମୟରେ ବାବା ରାମଦେବ ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ସ୍ଥଗିତ ରହିପାରେ ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୩ା୩(ଆଇଏଏନ୍‌ଏସ୍‌): କରୋନା ଭାଇରସ୍‌ ଯୋଗୁ ବିଶ୍ୱବ୍ୟାପୀ ଅଚଳାବସ୍ଥା ଲାଗିରହିଥିବାବେଳେ ଭାରତର ପାର୍ଲାମେଣ୍ଟରେ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଚାଲୁରହିଛି। ଏହାକୁ ନେଇ ଚାରିଆଡ଼ୁ ସମାଲୋଚିତ ହେବା...

ଅଧରାତିରେ ଆଇପିଏସ୍‌ ସ୍ତରରେ ଅଦଳବଦଳ କଲେ ଯୋଗୀ ସରକାର

ଲକ୍ଷ୍ନୌ,୩।୯: ଯୋଗୀ ସରକାରଙ୍କ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପରେ ପ୍ରଥମ ଥର ପ୍ରଶାସନିକ ବିଭାଗରେ ଅଦଳବଦଳ କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

ଭୂମିପୂଜା ପାଇଁ ଉତ୍ସବମୁଖରିତ ରାମନଗରୀ: ୧ଲକ୍ଷ ୧୧ହଜାର ଲଡ଼ୁରେ ମଣୋହି ହେବେ ରାମଲଲା

ଅଯୋଧ୍ୟା,୩୧।୭: ବହୁ ପ୍ରତିକ୍ଷୀତ ଆଯୋଧ୍ୟାରେ ରାମଲଲାଙ୍କ ପାଇଁ ଏବେ ରାମ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା ସହ...

ଟିକ୍‌ଟକ୍‌ ବ୍ୟାନ ହେବା ପରେ ଏବେ ନିଦ ହଜିଲାଣି ଦେଶୀ ଆପ୍‌ ମାଲିକଙ୍କର

ନୂଆଦିଲ୍ଲୀ,୫।୭: ଚାଇନାର ଆପ୍‌ ଟିକ୍‌ଟକ୍‌ ବନ୍ଦ ହେବା ପରେ ଏବେ ଦେଶୀ ଆପ୍‌ ଉପରେ ସମସ୍ତଙ୍କର ନଜର। ଏହାଦ୍ୱାରା ଭାରତୀୟ କମ୍ପାନୀଙ୍କର ରୋଜଗାରର ବାଟ ମଧ୍ୟ...

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ: ଲୋକ ସଭା ଭଙ୍ଗ ପାଇଁ ରାଷ୍ଟ୍ରପତିଙ୍କୁ ଦିଆଯିବ ପ୍ରସ୍ତାବ

ନୂଆଦିଲ୍ଲୀ, ୨୪।୫: ଶେଷ ହୋଇଛି ଲୋକ ସଭା ନିର୍ବାଚନ। ଫଳାଫଳ ବି ସ୍ପଷ୍ଟ ହୋଇଛି। ଏବେ ୧୬ଶ ଲୋକସଭା ଭଙ୍ଗ ପାଇଁ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ...

ଲ୍ୟାଣ୍ଡିଂ ସମୟରେ ବିମାନ ଦୁର୍ଘଟଣାଗ୍ରସ୍ତ

ଲକ୍ଷ୍ନୌ,୨୭।୮: ଉତ୍ତରପ୍ରଦେଶର ଅଲୀଗଡ଼ରେ ଚାର୍ଟଡ କମ୍ପାନୀର ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ଧନୀପୁର ବିମାନ ବନ୍ଦରରେ ଲ୍ୟାଣ୍ଡିଂ କରୁଥିବା ସମୟରେ ଏକ ବିଦ୍ୟୁତ୍‌...

ସୁଗନ୍ଧିତ ହେବ ରେଳଲାଇନ୍‌ ପାର୍ଶ୍ୱ: ଯାତ୍ରା ହେବ ମନୋରମ

ଲକ୍ଷ୍ନୌ, ୨।୭: ରେଳଯାତ୍ରାକୁ ମନୋରମ କରିବା ପାଇଁ ଉତ୍ତର-ପୂର୍ବ ରେଲଓ୍ବେ ଲକ୍ଷ୍ନୌ ଡିଭିଜନ ପକ୍ଷରୁ ଏକ ପ୍ରୟାସ ଆରମ୍ଭ ହୋଇଛି। ଏହା ଅନ୍ତର୍ଗତ ଐଶବାଗ୍‌ଠାରୁ ମହ୍ଲୋର...

ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୩।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କୁ ବେଙ୍ଗାଲୁରୁର ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ସ୍ବାସ୍ଥ୍ୟବସ୍ଥା ସ୍ଥିର...

Coronavirus Update

Archives

Model This Week

Why Dharitri